ଅସୁ୍ସ୍ଥ ହୋଇ ପଡିଲେ ପ୍ରଶାନ୍ତ କିଶୋର, ହସ୍ପିଟାଲରେ ଭର୍ତ୍ତି
ପାଟନା,୭।୧: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଭୋକ ଉପାସରେ ଥିବା ପ୍ରଶାନ୍ତ କିଶୋରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଜନ ସୁରଜ ପାର୍ଟିର କର୍ମୀମାନେ…
ବିଦେଶରେ ଲୁଚି ରହିଥିବା ପଳାତକ ଏବେ ଚିନ୍ତାରେ, ଶାହା ଲଞ୍ଚ କଲେ Bharatpol ପୋର୍ଟାଲ
ନୂଆଦିଲ୍ଲୀ,୭।୧: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ସିବିଆଇ ଦ୍ୱାରା ପ୍ରସ୍ତୁତ ‘ଭାରତପୋଲ’ ପୋର୍ଟାଲ ଉନ୍ମୋଚନ କରିଛନ୍ତି। ସିବିଆଇ ଦ୍ୱାରା ବିକଶିତ ହୋଇଥିବା ‘ଭାରତପୋଲ’ ପୋର୍ଟାଲ ଅପରାଧୀଙ୍କୁ ଖୋଜିବା ଏବଂ ବିଦେଶକୁ ଆଣିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମସ୍ତ ରାଜ୍ୟ…
ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ରାୟପୁର,୭।୧: ଛତିିଶଗଡ଼ ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଆଇଇଡି ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଏନେଇ ସେନା ଶିବିରରେ…
ଦେଶରେ ଆଉ ୨ ଜଣ HMPV ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ,୭।୧: ଭାରତରେ HMPV ଭାଇରସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ନାଗପୁରରୁ ଆଉ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଚିହ୍ନଟ ୨ ଶିଶୁଙ୍କ ବୟସ ଯଥାକ୍ରମେ ୭ ବର୍ଷ ଓ ୧୩ ବର୍ଷ। ପ୍ରଥମେ ଜ୍ବର, ଥଣ୍ଡାରେ…
ଭାରତରେ ହେବ ଲକ୍ଡାଉନ! HMPV ଆକ୍ରାନ୍ତ ଚିହ୍ନଟ ପରେ ବଢିଲା ଚିନ୍ତା
ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀ ପରେ ପୁଣି ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ ମେଟାନ୍ୟୁମୋଭାଇରସ(ଏଚଏମପିଭି)ଚିନ୍ତା ବଢାଇଛି। ଭାରତର ୪ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ପରେ ଆଗକୁ ଲକ୍ଡାଉନ ଲାଗୁ ହେବ କି ବୋଲି ଆଶଙ୍କା ବଢିଛି। ସୋସିଆଲ ମିଡିଆରେ ହାଶଟ୍ୟାଗ ଲକଡାଉନ…
ଖବରଦାତାଙ୍କ ଲିଭର୍ ୪ ଫାଳ କରି ମାରିଥିଲେ: ବାନ୍ଧିଲା ପୋଲିସ
ହାଇଦ୍ରାବାଦ/ରାୟପୁର, ୭।୧:ଛତିଶଗଡ଼ର ବିଜାପୁରରେ ଖବରଦାତା ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମୁଖ୍ୟ ଅଭିଯୁକ୍ତ ସୁରେଶ ଚନ୍ଦ୍ରାକରଙ୍କୁ ସୋମବାର ବିଜାପୁର ସାଇବର ପୋଲିସ ଓ ସ୍ବତନ୍ତ୍ର ତଦନ୍ତକାରୀ ଦଳ(ଏସ୍ଆଇଟି) ଟିମ୍ ହାଇଦ୍ରାବାଦରୁ ଗିରଫ କରିଛି। ଏନେଇ ବସ୍ତର…
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା
ନୂଆଦିଲ୍ଲୀ,୭।୧: ଆଜି (ଜାନୁଆରୀ ୭) ମଙ୍ଗଳବାର ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯିବ। ସୂଚନାନୁସାରେ, ଗୋଟିଏ ପର୍ଯ୍ୟାୟରେ ଦିଲ୍ଲୀରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ବାଚନ ଆୟୋଗର ଯୋଜନା ଅନୁଯାୟୀ ଫେବୃଆରୀ ଦ୍ୱିତୀୟ ସପ୍ତାହରେ ଭୋଟ ଗ୍ରହଣ କରାଯାଇପାରେ ଏବଂ…
ମିଜୋରାମରେ ଜନ୍ମହେଲା ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ: ଜାଣନ୍ତୁ ଏହା କ’ଣ
ଆଇଜୋଲ, ୬।୧:ଗତ ୧ ତାରିଖ ମଧ୍ୟରାତ୍ର ୧୨.୦୩ ସମୟରେ ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ ଜନ୍ମ ହୋଇଛି। ମିଜୋରାମର ରାଜଧାନୀ ଆଇଜୋଲର ଡର୍ଟଲାଙ୍ଗସ୍ଥିତ ସିନୋଡ ହସ୍ପିଟାଲରେ ଜନ୍ମ ହୋଇଥିବା ଏହି ଶିଶୁର ନାମ ଫ୍ରେକି ରଖାଯାଇଛି। ଜନ୍ମ ହେବା ସମୟରେ…
ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା
ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି।…
ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ
ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି। ରିକ୍ଟର ସ୍କେଲରେ ଏହାର…
ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା
ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଜେକ୍ ସୁଲିଭାନ୍ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍ବୋଧନ ଦେଇ ସୁଲିଭାନ୍ କହିଛନ୍ତି,…
ଡରେଇଲାଣି ଏଚ୍ଏମ୍ପିଭି : ୪ ରାଜ୍ୟରେ ୬ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ୍ ମେଟାନ୍ୟୁମୋଭାଇରସ୍ (ଏଚ୍ଏମ୍ପିଭି) ଏବେ ଭାରତରେ ପହଞ୍ଚତ୍ଛି। ଦେଶରେ ୬ ଏଚ୍ଏମ୍ପିଭି ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କର୍ନାଟକରେ ୨ ଶିଶୁଙ୍କଠାରେ ଏଭଳି ଭୂତାଣୁ ଚିହ୍ନଟ…

