ଜାତୀୟ

ଉତ୍ତରପ୍ରଦେଶ ଉପ ନିର୍ବାଚନ:ଏଥର ଖେଳ କରିଦେଲା…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶରେ ଖାଲି ପଡିଥିବା ଆସନ ମଧ୍ୟରୁ ୯ ଆସନରେ ଉପ ନିର୍ବାଚନ ହୋଇଛି । ଟ୍ରେଣ୍ଡ ଅନୁସାରେ ଭାଜପା ୭ଟି ଆସନରେ ଆଗୁଆ ରହିଥିବା ବେଳେ ସମାଜବାଦୀ ପାର୍ଟି ୨ଟି ଆସନରେ ଲିଡ କରୁଛି । କୁଣ୍ଡାର୍କି ,ଖୈର, ସିସମାଉ…

ଚମକିପଡିଲେ ସବୁ ନେତା! ଅଧା ଗଣତିରୁ ଏତେ ବଡ଼କଥା କହିଦେଲେ କଳ୍ପନା

ରାଞ୍ଚି,୨୩।୧୧: ୨୪ବର୍ଷର କେର୍ଡ ଭାଙ୍ଗିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏନଡିଏକୁ ପଛରେ ପକେଇ ଆଗରେ ସୋରେନଙ୍କ ସହ ଇଣ୍ଡିଆ ମେଣ୍ଟ । ରାଜ୍ୟରେ ଇଣ୍ଡିଆ ମେଣ୍ଟକୁ ବହୁମତ ମିଳିସାରିଛି। ଦଳ ୫୧ ସିଟ୍‌ରେ ଟେଣ୍ଡ କରୁଥିବାବେଳ ଏନଡିଏ ୨୯ସିଟ୍‌ ପଛରେ…

ବିଜୟ ମୁହାଁ ମହାୟୁତି, ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସ୍ପଷ୍ଟ କରିଦେଲେ ଫଡନ୍‌ଭିସ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସ୍ପଷ୍ଟ ହୋଇଯିବ କିଏ ହେବେ ଆଗାମୀ ମୁଖ୍ୟମନ୍ତ୍ରୀ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ମୁଖ୍ୟମନ୍ତ୍ରୀ ଚେହେରା ଉପରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆମେ କେହି ଏହା…

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଝାଡଖଣ୍ଡର ୮୧ଟି ସିଟ ମଧ୍ୟରୁ…

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ସଂଗ୍ରାମ ଆରମ୍ଭ: ଛପା ହେଲାଣି ପୋଷ୍ଟର

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଫଳାଫଳ ପାଇଁ ଗଣନା ଚାଲିଛି ଏବଂ ପ୍ରାରମ୍ଭିକରେ ଭାରତୀୟ ଜନତା ପାର୍ଟି, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଦଳ) ଏବଂ ଶିବସେନା (ଏକନାଥ ଶିନ୍ଦେ) ଆଗରେ ଅଛନ୍ତି। ଏପର୍ଯ୍ୟନ୍ତ ଟ୍ରେଣ୍ଡରେ୨୧୬ଟି ଆସନରେ ଆଗୁଆ ରହିଛି। ଅନ୍ୟପକ୍ଷରେ…

ରାହୁଲ, ଖାର୍ଗେଙ୍କୁ ଲିଗାଲ ନୋଟିସ ପଠାଇଲେ ତାଓ୍ବଡେ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବଦିନ ମୁମ୍ବାଇର ଏକ ହୋଟେଲରେ ଭାଜପା ନେତା ବିନୋଦ ତାଓ୍ବଡେ ଭୋଟ ପାଇଁ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ନେଇ କଂଗ୍ରେସ ଅଭିଯୋଗ କରିଥିଲା ଏଭଳି ମିଥ୍ୟା ଓ ଭିତ୍ତିହୀନ ଅଭିଯୋଗ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ ରହିଛି।…

ପ୍ରଚଣ୍ଡ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ: ଲକ୍ଷେରୁ ଅଧିକ ଭୋଟ୍‌ରେ ଆଗୁଆ

ୱାୟନାଡ,୨୩।୧୧: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧୀ ଅଗ୍ରଣୀ ହାସଲ କରିଛନ୍ତି। ଭାଜପା ପଛରେ ପଡିଛି।…

ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍‌ କଲା ମେଣ୍ଟ

ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍‌ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ ଅନ୍ୟମାନେ…

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି…

ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍‌ଡିଏ ମେଣ୍ଟ

ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍‌ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି। ଜେଏମଏମ…

ଖେଳକୁ ବୁଝନ୍ତୁ ଲୋକେ:ରାହୁଲ

ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ ପରଓ୍ବାନା ଜାରି ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦୁର୍ନୀତିର ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri