ଜାତୀୟ

ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ...

ଓଡ଼ିଶା ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟାରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଶନିବାର ସକାଳ ପର୍ଯ୍ୟନ୍ତ ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ...

ସିସୋଡିଆ ଘରେ ପହଞ୍ଚିବା ପୂର୍ବରୁ ବିଗିଡିଲା ପତ୍ନୀଙ୍କ ସ୍ବାସ୍ଥାବସ୍ଥା, ଏଲଏନଜେପି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୩।୬: ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ନେତା ମନିଷ ସିସୋଡିଆଙ୍କୁ ତାଙ୍କ ପତ୍ନୀଙ୍କ ସହ ଭେଟିବାକୁ ଅନୁମତି ଦେଇଥିଲେ। ହେଲେ ଶନିବାର ସିସୋଡିଆ ଘରେ ପହଞ୍ଚିବା ପୂର୍ବରୁ ତାଙ୍କ ପତ୍ନୀଙ୍କ ସ୍ବାସ୍ଥାବସ୍ଥା ବିଗିଡି...

ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣା: ଦେଶରେ ହୋଇଥିବା ସମସ୍ତ ଭୟଙ୍କର ରେଳ ଦୁର୍ଘଟଣା ମଧ୍ୟରୁ ଗୋଟିଏ, ୧୯୮୧ରେ ଏମିତି ଦୁର୍ଘଟଣାରେ ହୋଇଥିଲା ୩ ଗୁଣା ମୃତ୍ୟୁ

ନୂଆଦିଲ୍ଲୀ,୩।୬: ଓଡ଼ିଶାରେ ଶୁକ୍ରବାର ବେଙ୍ଗାଲୁରୁ-ହାଓ୍ବଡା ସୁପରଫାଷ୍ଟ ଏକ୍ସପ୍ରେସ୍‌, ଶାଲିମାର-ଚେନ୍ନାଇ ସେଣ୍ଟ୍ରାଲ କରମଣ୍ଡଳ ଏକ୍ସପ୍ରେସ ଓ ଏକ ମାଲମାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହେଲାଣି। ଏହାସହ ୯୦୦ରୁ ଅଧିକ ଆହତ ବି ହୋଇଛନ୍ତି। ସ୍ବାଧିନତା...

ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୬(ବ୍ୟରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ତେବେ ଶନିବାର ସନ୍ଧ୍ୟାରେ ଦୁର୍ଘଟଣାସ୍ଥଳକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଘଟଣାସ୍ଥଳ ପରିଦର୍ଶନ ପରେ କଟକ...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଶୋକବ୍ୟକ୍ତ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୩।୬:ବାହାନଗା ଟ୍ରେନ୍‌ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ବିରାଟ କୋହଲି। ଟେ ଟ୍ବିଟ୍‌ କରି କହିଛନ୍ତି, ଓଡିଶାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଁ ଦୁଃଖିତ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରିୟଜନଙ୍କ ପରିବାରକୁ ସମବେଦନା ଜଣାଉଛି। ଆହତଙ୍କ ଆଶୁଆରୋଗ୍ୟ...

ନେପାଳରୁ ତାଇଓ୍ବାନ ପାର୍ଯ୍ୟନ୍ତ ଟ୍ରେନ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ, କହିଲେ ‘ଭାରତରେ ଟ୍ରେନ ଦୁର୍ଘଟଣା ଦୁଃଖଦ’

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ୯୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି। ଓଡ଼ିଶାରେ...

ବାହାନଗା ଟ୍ରେନ୍‌ ଦୂର୍ଘଟଣା: ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡିଶା ଆସିବେ ମମତା

କୋଲକତା,୩।୬:ବାହାନଗା ଟ୍ରେନ୍‌ ଦୂର୍ଘଟଣାରେ ସ୍ଥିତି ଅନୁଧ୍ୟାନ ପାଇଁ ଶନିବାର ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ବାଲେଶ୍ୱରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରବା ସହ ସେ ଆହତ ବ୍ୟକ୍ତିଙ୍କୁ ଭେଟିବେ।

ଟ୍ରେନ ଦୁର୍ଘଟଣାକୁ ନେଇ ଆକ୍ସନ ମୋଡରେ ପ୍ରଧାନମନ୍ତ୍ରୀ, ଡାକିଲେ ଜରୁରୀ ବୈଠକ

ନୂଆଦିଲ୍ଲୀ,୩।୬: ଓଡିଶାର ବାଲେଶ୍ୱରଠାରେ ଶୁକ୍ରବାର ସାରେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ସାରା ଦେଶରେଶୋକର ଛାୟା ଖେଳିଯାଇଛି। ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆକ୍ସନ ମୋଡକୁ ଆସିଛନ୍ତି, ଏ ପର୍ଯ୍ୟନ୍ତ ହୋଇଥିବା ଉଦ୍ଧାର କାର୍ଯ୍ୟ ବିଷୟରେ ଜାଣିବା...

୭ ଘଣ୍ଟା ପାଇଁ ଜେଲ୍‌ରୁ ମୁକୁଳିଲେ ସିସୋଡିଆ, ବାସଭବନରେ ଅସୁସ୍ଥ ସ୍ତ୍ରୀଙ୍କୁ ଭେଟିଲେ

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଶନିବାର ତାଙ୍କ ସ୍ତ୍ରୀଙ୍କୁ ଭେଟିବା ପାଇଁ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ସିସୋଡିଆଙ୍କୁ ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ତାଙ୍କ ଅସୁସ୍ଥ ସ୍ତ୍ରୀଙ୍କୁ ଆଜି ପୂର୍ବାହ୍ନ ୧୦ ଟାରୁ...

ଟ୍ରେନ ଦୁର୍ଘଟଣା: ଆଜି ଦିନିକିଆ ଶୋକ ପାଳିବ ତାମିଲନାଡୁ

ଭୁବନେଶ୍ୱର,୩।୬: ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପାଇଁ ଦିନିକିଆ ଶୋକ ପାଳିବ ତାମିଲନାଡୁ। ଏନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୂଚନା ଦେଇଛନ୍ତି। ସେହିପରି ଆଜି ଓଡ଼ିଶାରେ ମଧ୍ୟ ଦିନିକିଆ ଶୋକ ପାଳନ...

‘ଆତଙ୍କବାଦର ମୁକାବିଲା କରିବାକୁ ଆମେ ପ୍ରସ୍ତୁତ’, ଗୋଟିଏ ସ୍ବରରେ କହିଲେ ବ୍ରିକ୍ସ ଦେଶ, ଏସ ଜୟଶଙ୍କର ଉଠାଇଥିଲେ ପ୍ରସଙ୍ଗ

ନୂଆଦିଲ୍ଲୀ,୩।୬: ବ୍ରିକ୍ସ ଦେଶ ଆତଙ୍କବାଦର ମୁକାବିଲା କରିବାକୁ ପ୍ରସ୍ତୁତ ହୋଇଗଲାଣି। ଆତଙ୍କବାଦ ବିରୋଧରେ ଯୁଦ୍ଧ ବିଷୟରେ ପାଞ୍ଚ ରାଷ୍ଟ୍ର ବ୍ରିକ୍ସ ଗୋଷ୍ଠୀ ଗୋଟିଏ ମତରେ ଆସିଥିଲେ। ଆତଙ୍କବାଦ ମୁକାବିଲା ପାଇଁ ଏହି ଗୋଷ୍ଠୀ ଶୁକ୍ରବାର ଶପଥ ନେଇଛି। ‘ଦ କେପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri