ଜାତୀୟ

ମନମୋହନଙ୍କୁ ଭାଜପା ନୁହେଁ ବରଂ କଂଗ୍ରେସ ହିଁ ଅଧିକ ଅପମାନିତ କରିଛି: ସମ୍ବିତ ପାତ୍ର

ଭୁବନେଶ୍ୱର,୨୮।୧୨: ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡା.ମନମୋହନ ସିଂଙ୍କ ନାଁରେ ସ୍ମାରକୀ ଦାବି ପ୍ରସଙ୍ଗରେ କଂଗ୍ରେସକୁ ସମାଲୋଚନା କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ସ୍ମାରକୀ ପ୍ରତିଷ୍ଠା ଲାଗି ଗୋଟିଏ ପ୍ରୋସିଜିୟର ଅଛି। ଏଥିଲାଗି ଶେଷକୃତ୍ୟକୁ ବିଳମ୍ବ କରାଯାଇପାରି ନ ଥାନ୍ତା। ଶୋକାକୂଳ ପରିବେଶରେ…

ମନମୋହନ ସିଂଙ୍କ ଅନ୍ତିମ ଯାତ୍ରାରେ ଏମିତି କ’ଣ କଲେ ରାହୁଲ, ଯାହା ଏବେ ହେଉଛି ଭାଇରାଲ?

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଶେଷ ବିଦାୟ ଶନିବାର (ଡିସେମ୍ବର ୨୮, ୨୦୨୪) କରାଯାଇଥିଲା। ଶେଷ ବିଦାୟ ସମୟରେ ରାହୁଲ ଗାନ୍ଧୀଙ୍କ ଅନେକ ଚକିତ କରିବା ଭଳି ଭିଡିଓ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଚାଇନାକୁ ଦମ ଦେଖାଇଲା ଭାରତ! ୧୪୦୦୦ଫୁଟ ଉପରେ ଲଗାଇଲା ଶିବାଜୀଙ୍କ ବିଶାଳ ପ୍ରତିମା

ନୂଆଦିଲ୍ଲୀ,୨୮।୧୨: ଭାରତ ପୁଣି ଥରେ ଚାଇନାକୁ ନିଜର ଶକ୍ତି ଦେଖାଇଛି। ଭାରତୀୟ ସେନା ଲଦାଖରେ ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛି। ଛତ୍ରପତି ଶିବାଜୀଙ୍କ ଏହି ମହାନ ପ୍ରତିମୂର୍ତ୍ତି ୧୪୩୦୦ ଫୁଟ ଉଚ୍ଚରେ ଅବସ୍ଥିତ ପାଙ୍ଗୋଙ୍ଗ ସୋ…

ବରଫ ଭିତରେ ଦ୍ରୁତଗତିରେ ଟ୍ରାକ୍‌ରେ ଗଡୁଛି ଟ୍ରେନ୍‌, ଫଟୋ ଶେୟାର କରି ରେଳମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ -କଶ୍ମୀରର ବଣିହାଲ-ବାରମୂଳା ଟ୍ରାକ୍‌ରେ ଟ୍ରେନ୍‌ ପ୍ରବଳ ବରଫ ଭିତରେ କ୍ଷୀପ୍ର ବେଗରେ ଗତି କରୁଛି। ଏହାର ଏକ ଫଟୋ ଶେୟାର କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅନ୍ୟପକ୍ଷରେ ରେଳ କର୍ତ୍ତୃପକ୍ଷଙ୍କ ଅନୁଯାୟୀ, କ୍ରମାଗତ ତୁଷାରପାତ ଏବଂ ଟ୍ରାକ୍‌ରେ…

‘ମୋଦି ସରକାର କରିଛନ୍ତି ଅପମାନ’, ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଗିଲେ ରାହୁଲ

ନୂଆଦିଲ୍ଲୀ,୨୮।୧୨: ଅର୍ଥନୈତିକ ସଂସ୍କାରର ଜନକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶନିବାର (୨୮ ଡିସେମ୍ବର ୨୦୨୪)ରେ ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନରେ ଶେଷ ବିଦାୟ ଦିଆଯାଇଛି। ତାଙ୍କ ଶବଦାହ ସ୍ଥାନ ଏବଂ ସ୍ମୃତି ସ୍ଥାନକୁ ନେଇ ରାଜନୀତି ଏବେ…

କଂଗ୍ରେସର ଦାବି ମାନିନେଲେ ମୋଦି ସରକାର

ନୂଆଦିଲ୍ଲୀ,୨୮।୧୨: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର (ଡିସେମ୍ବର ୨୫) ରାତିରେ ଘୋଷଣା କରିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ମୃତି ଉଦ୍ଦେଶ୍ୟରେ ସରକାର ସ୍ଥାନ ବଣ୍ଟନ କରିବେ। ମନ୍ତ୍ରଣାଳୟ କହିଛି ଯେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଅଜିତ ପାଓ୍ବାରଙ୍କ ଦଳ

ନୂଆଦିଲ୍ଲୀ,୨୮।୧୨: ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କୁ ସ୍ଥାନ ଦେଇଛି। ଏନସିପି ୧୧ଜଣ ପ୍ରାର୍ଥୀଙ୍କୁ ଟିକେଟ ଦେଇଛି । ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଦଳ ଭାଜପା ସହ ମିଳିତ ଭାବେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…

୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା: ସକାଳୁ ସକାଳୁ ଛେଚିଲା

ନୂଆଦିଲ୍ଲୀ,୨୮।୧୨: ବର୍ଷା ପରେ ଶୀତ, ଶୀତ ମଧ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ଶୀତ ମଧ୍ୟରେ ଦଲ୍ଲୀରେ ପ୍ରବଳ ବର୍ଷା ହୋଇଛି । ଅନ୍ୟପକ୍ଷେ ୧୦୧ ବର୍ଷରେ ରେକର୍ଡ ଭାଙ୍ଗିଛି ବର୍ଷା । ଦିନକ ମଧ୍ୟରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛ।…

ଭାଜପାକୁ ନେଇ ଚମକାଇବା ଭଳି ଭବଷ୍ୟବାଣୀ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷରେ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବାକୁ ଯାଉଛି। ନିର୍ବାଚନ ପାଖେଇ ଆସୁଥିବାରୁ ଆମ ଆଦମୀ ପାର୍ଟି ଭାଜପା ଉପରେ ଆକ୍ରମଣ କରୁଥିବା ଜଣାପଡିଛି। ଏହା ସହିତ ଦଳ ଦିଲ୍ଲୀର ସମସ୍ତ ୭୦ଟି ଆସନ ପାଇଁ ପ୍ରାର୍ଥୀଙ୍କ…

ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ: ଝିଅ ଦେଲେ ମୁଖାଗ୍ନି

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଆଜି ଦିଲ୍ଲୀର ନିଗମବୋଧ ଘାଟରେ ରାଜକୀୟ ସମ୍ମାନ ସହ ଶେଷ ହୋଇଛି। ତାଙ୍କ ଝିଅ ପିତାଙ୍କୁ ମୁଖାଗ୍ନି ଦେଇଥିଲେ। ଏହାପୂର୍ବରୁ ତାଙ୍କର ଶେଷ ଯାତ୍ରା କଂଗ୍ରେସ କାର୍ଯ୍ୟାଳୟରୁ ନିଗମ ବୋଧ ଘାଟକୁ…

ଶିଖ୍‌ ଧର୍ମରେ କିପରି କରାଯାଏ ଅନ୍ତିମ ସଂସ୍କାର, ହିନ୍ଦୁ ଧର୍ମର ରୀତିନୀତି ଠାରୁ ଏହା କେତେ ଅଲଗା

ନୂଆଦିଲ୍ଲୀ,୨୮।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। ତେବେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଆଜି ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର ଦିଆଯିବ। ଶିଖ ଧର୍ମର ରୀତିନୀତି ଏବଂ…

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ ଶରୀରକୁ ନିଆଯାଉଛି। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ ସମୟରେ ତାଙ୍କର ଶେଷକୃତ୍ୟ ନୂଆଦିଲ୍ଲୀର ନିଗମବୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?