୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍କେ ଫ୍ଲାଟ୍ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି
ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର ଠକେଇ କରି ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍କେ ଆପାର୍ଟମେଣ୍ଟ ଉପହାରରେ ଦେଇଛନ୍ତି। ଛତ୍ରପତି ଶମ୍ଭାଜୀନଗର ଡିଭିଜ୍ନାଲ…
ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍ଏସିରେ କରୁଛି ଏମିତି କାମ
ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ କରୁଛି। ଉତ୍ତେଜନା ହ୍ରାସ ଦିଗରେ ଚାଇନା ପକ୍ଷରୁ ଏପର୍ଯ୍ୟନ୍ତ କିଛି କରାଯାଇ ନ ଥିବା…
ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ
ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିବ। ସମ୍ପୂର୍ଣ୍ଣ…
ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ
ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା। ଏଥିରେ ୨ଜି ସ୍ପେକ୍ଟ୍ରମ୍ , କୋଲଗେଟ ଏବଂ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଭଳି ଘୋଟାଲା ମନମୋହନଙ୍କ…
ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ
ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ ରୋଗରେ ପୀଡିତ ଥିଲେ। ତେବେ ଅର୍ଥନୀତି ଅଧ୍ୟୟନ କରିବା ପରେ ସାଧାରଣ ଜୀବନକୁ ଆସିବା…
ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…
ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମନମୋହନଙ୍କ ପରଲୋକ…
ମନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ…
ମନମୋହନ ସିଂ: ଭାରତର ଦିଗ ବଦଳାଇଥିବା ସରଳ ନେତା
ନୂଆଦିଲ୍ଲୀ,୨୬ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂ ଜଣେ ମହାନ ଅର୍ଥନୀତିଜ୍ଞ ଏବଂ ସରଳତାରେ ପରିପୂର୍ଣ୍ଣ ନେତା ଥିଲେ। ୧୯୯୧ ରେ, ସେ ପ୍ରଧାନମନ୍ତ୍ରୀ ଥିବା ସମୟରେ ଅର୍ଥନୈତିକ ସଂସ୍କାର ଏବଂ ଅନେକ ଐତିହାସିକ ନିଷ୍ପତ୍ତି ମାଧ୍ୟମରେ ଦେଶକୁ ଏକ…
ଗାୟିକା ଦେବୀ କିଏ?ଯିଏ ‘ଈଶ୍ୱର-ଅଲ୍ଲାହ ତେରୋ ନାମ’ ଗାଇବା ପରେ ଭାଜପା କାର୍ଯ୍ୟକ୍ରମରେ ହେଲା ହଙ୍ଗାମା
ପାଟନା,୨୬।୧୨: ବିହାରର ରାଜଧାନୀ ପାଟନାରେ ଭାଜପାର ଏକ କାର୍ଯ୍ୟକ୍ରମରେ ‘ଈଶ୍ୱର ଅଲ୍ଲାହ ତେରୋ ନାମ’ ଭଜନ ଗାଇ ବିବାଦକୁ ଆସିଛନ୍ତି ଭୋଜପୁରୀ ଗାୟିକା ଦେବୀ। ସେ ନିଜର ଶାଳିନତା ଏବଂ ସଭ୍ୟତାଯୁକ୍ତ ଗୀତ ଯୋଗୁ ଭୋଜପୁରୀଜଗତରେ ଜଣାଶୁଣା। ସେ ଭୋଜପୁରୀ ଗୀତରେ…
ଆର୍ଥିକ ଉଦାରୀକରଣ, ନରେଗା, ଆଧାର ଏବଂ RTI ରେ ପ୍ରମୁଖ ଭୂମିକା….ଜାଣନ୍ତୁ ମନମୋହନଙ୍କ ସମସ୍ତ ଉପଲବ୍ଧି
ନୂଆଦିଲ୍ଲୀ,୨୬ା୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତର ଜଣାଶୁଣା ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂ ଗୁରୁବାର ରାତିରେ ପ୍ରାଣତ୍ୟାଗ କରିଛନ୍ତି। ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ
ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗୁରୁବାର…
କଂଗ୍ରେସକୁ ଏଏପିର ୨୪ ଘଣ୍ଟିଆ ଅଲ୍ଟିମେଟମ, ପ୍ରତିକ୍ରିୟା ରଖିଲେ ଭେନୁଗୋପାଲ
ନୂଆଦିଲ୍ଲୀ,୨୬।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛି। ଆମ ଆଦମୀ ପାର୍ଟି (ଏଏପି) କଂଗ୍ରେସକୁ ଭାଜପା ସହ ମିଶିଥିବା ଅଭିଯୋଗ କରିଛି। ଏଥିସହ ଅନ୍ୟ ଦଳ ସହ କଥା ହେବା ପରେ…

