ଜାତୀୟ

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌ ରୁ ତେଲ ସରିଲେ ଆପଣ ଗଡେଇ ଗଡେଇ ତ ନେଇପାରିବେ ହେଲେ କାର୍‌ରୁ ତେଲ…

Uber-Rapido: ନିଜ ବାଇକ୍‌ ଲଗାଇ ମାସକୁ ୩୦ହଜାର ରୋଜଗାର କରନ୍ତୁ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

କିଛି ଚାକିରି ଖୋଜୁଛନ୍ତି କି? କ’ଣ ଆପଣଙ୍କ ପାଖରେ ବାଇକ୍‌ ଅଛି? ତେବେ ନୋ ଟେନଶନ। ବର୍ତ୍ତମାନ ଆପଣ ଏଇ ବାଇକ୍‌ ଦ୍ୱାରା କରିପାରିବେ ମାସକୁ ୩୦ହଜାର ଟଙ୍କାର ରୋଜଗାର। ଏଥିପାଇଁ ଆପଣଙ୍କୁ ମାସଶେଷକୁ ନୁହେଁ ପ୍ରଥମ ଦିନରୁ ହିଁ ଆକାଉଣ୍ଟକୁ…

ଅଲ୍ଲୁ ଅର୍ଜୁନଙ୍କ ରାଜନୈତିକ ଲିଙ୍କ୍‌ ବଢାଉଛି କି ଟେନଶନ, ଜାଣନ୍ତୁ ତାଙ୍କ ପରିବାରରେ କିଏ କିଏ

ନୂଆଦିଲ୍ଲୀ,୨୬।୧୨: ଅଲ୍ଲୁ ଅର୍ଜୁନଙ୍କ ଗିରଫ, ପରେ ଜାମିନକୁ ନେଇ ପୁରା ଇଣ୍ଡଷ୍ଟ୍ରି ସମେତ ତେଲଙ୍ଗାନା ରାଜନୀତି ବି ସରଗରମ ରହିଛି। ଏହି ସମୟରେ ପୋଲିସ ମଧ୍ୟ ତାଙ୍କୁ ଘନଘନ ପଚରାଉଚରା କରୁଛି। କହିରଖୁଛୁ କି, ଡିସେମ୍ବର ୪ରେ ହାଇଦ୍ରାବାଦର ସଂଧ୍ୟା ଥିଏଟରରେ…

ମୋହନ ଭାଗବତଙ୍କୁ ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ କ୍ଷମତାରେ ଅଛ ବୋଲି…

ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶର ପରିସ୍ଥିତି ଆଉ କାହା କେଉଁଠି ଅଛପା ନାହିଁ। ଏଠାରେ ଅଳ୍ପସଂଖ୍ୟକ ସମୁଦାୟଙ୍କୁ ଟାର୍ଗେଟ କରାଯାଉଛି। ଏହି ସମୟରେ, ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକେତେଶ୍ୱରନନ୍ଦ ସରସ୍ବତୀ ବନାରସରେ ବାଂଲାଦେଶୀ ସଂଖ୍ୟାଲଘୁ ସମ୍ପ୍ରଦାୟର ପ୍ରତିନିଧୀଙ୍କୁ ଭେଟିଥିଲେ। ଏଥିରେ ସେ ସେମାନଙ୍କର ସମସ୍ୟା ବିଷୟରେ…

୯୧ ବର୍ଷରେ ଖ୍ୟାତନାମା ଲେଖକ ଏମ୍‌. ଟି. ବାସୁଦେବନଙ୍କ ପରଲୋକ

ନୂଆଦିଲ୍ଲୀ,୨୫।୧୨: ମାଲାୟାଲମ ଲେଖକ ଏମ.ଟି ବାସୁଦେବନ ନାୟାରଙ୍କ ୯୧ ବର୍ଷ ବୟସରେ ପରଲୋକ ଘଟିଛି। ଡିସେମ୍ବର ୧୫ ରେ ଶ୍ୱାସ ନେବାରେ ଅସୁବିଧା ହେତୁ ତାଙ୍କୁ କୋଜିକୋଡେସ୍ଥିତ ବେବି ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏଠାରେ ସେ ଶେଷ ନିଶ୍ୱାସ ତ୍ୟାଗ…

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ କଳ୍ପନାଜଳ୍ପନା ଚାଲିଛି। ରଘୁବର ଏହି ସମୟରେ ଇସ୍ତଫା ଦେଇଛନ୍ତି ଯେତେବେଳେ ଭାରତୀୟ ଜନତା ପାର୍ଟିର…

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା ଦେଇଛି। ରେଡିଷ୍ଟର୍ଡ ବୁକ୍‌ ପୋଷ୍ଟ(ଆର୍‌ବିପି) ସେବା ଅଧୀନରେ ୫ କିଗ୍ରାର ପୁସ୍ତକ ପଠାଇବା ଲାଗି…

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାଇଁ ମଧ୍ୟ ଭାରତ ରତ୍ନ ଦାବି କରିଛନ୍ତି। ପୂର୍ବରୁ ଏହି ଦାବି…

ସଂସଦ ଭବନ ନିକଟରେ ନିଜକୁ ନିଆଁ ଲଗାଇଲେ ବ୍ୟକ୍ତି, ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୫।୧୨: ସଂସଦ ଭବନ ନିକଟରେ ଜଣେ ବ୍ୟକ୍ତି ନିଜକୁ ନିଆଁ ଲଗାଇ ଦେଇଛନ୍ତି। ନିକଟରେ ଥିବାସୁରକ୍ଷାକର୍ମୀମାନ ତୁରନ୍ତ ବ୍ୟକ୍ତି ଜଣଙ୍କୁ ଡାକ୍ତରଖାନା ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତି ଜଣକ ନିଆଁରେ ବହୁତ…

ବାଂଲାଦେଶୀଙ୍କୁ ଚିହ୍ନଟ କରି ଦେଶରୁ ବାହାର କରିବାର ସମୟ ଆସିଛି: ଗିରିରାଜ ସିଂ

ନୂଆଦିଲ୍ଲୀ,୨୫।୧୨: କେନ୍ଦ୍ର ମନ୍ତ୍ରୀ ତଥା ବେଗୁସରାଇ ଏମପି ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ବର୍ତ୍ତମାନ ସମୟ ଆସିଛି ଯେ ବାଂଲାଦେଶୀମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା କରିବା ଉଚିତ ଏବଂ ସରକାର ମଧ୍ୟ ସେମାନଙ୍କୁ ଚିହ୍ନଟ କରି ଦେଶ ବାହାରକୁ ଫିଙ୍ଗି…

ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିପାରନ୍ତି ବାଂଲାଦେଶୀ ଆତଙ୍କବାଦୀ ସଙ୍ଗଠନ, ଚେତାବନୀ ଦେଲା ଗୁଇନ୍ଦା ସଂସ୍ଥା

କୋଲକାତା,୨୫।୧୨: ବିଧାନସଭାରେ ବିରୋଧୀଦଳର ନେତା (ଏଲଓପି) ଉପରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ କେନ୍ଦ୍ରୀୟ ଗୁପ୍ତଚର ଏଜେନ୍ସିମାନେ ପଶ୍ଚିମବଙ୍ଗ ସରକାରଙ୍କୁ ସତର୍କ କରାଇଛନ୍ତି। ଏହି ଆକ୍ରମଣ ବାଂଲାଦେଶ ଭିତ୍ତିକ ରେଡିକାଲ ସଂଗଠନର ସହଯୋଗୀମାନଙ୍କ ଦ୍ୱାରା ହୋଇପାରେ ଯେଉଁମାନେ ପଡୋଶୀ ଦେଶ ସୀମା…

ରାଜକୁମାରୀଙ୍କୁ ଲଭ୍‌ ଲେଟର୍‌ ଦେଇଥିଲେ ବାଜପେୟୀ, ଉତ୍ତରରେ…ଜାଣନ୍ତୁ ଅଟଳଙ୍କ ଲଭ୍‌ଷ୍ଟୋରୀ

ନୂଆଦିଲ୍ଲୀ,୨୫।୧୨: ଆଜି ସାରା ଦେଶରେ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ବାଜପେୟୀ ଜଣେ ବଡ଼ ନେତା ତଥା ଭାରତୀୟ ରାଜନୀତିର ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଥିଲେ। ସେ ୨୫ ଡିସେମ୍ବର ୧୯୨୪ ରେ ଜନ୍ମଗ୍ରହଣ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?