ଗିରଫ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ! ବଡ଼ ଦାବି କଲେ କେଜ୍ରିଓ୍ବାଲ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୫।୧୨: ବୁଧବାର ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ଏହି ସମୟରେ ସେ ଦିଲ୍ଲୀ ସରକାରଙ୍କ ଯୋଜନାକୁ ବନ୍ଦ କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି…
ଇସ୍ତଫା ନା ହଟାଯାଇଛି! ରଘୁବରଙ୍କ ଇସ୍ତଫାର ଜଣାପଡିଲା ବଡ଼ କାରଣ
ନୂଆଦିଲ୍ଲୀ,୨୫।୧୨: ଦେଶରେ ରାଜ୍ୟପାଳଙ୍କ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୋଟିଏ ପଟେ ରାଷ୍ଟ୍ରପତି ମୁର୍ମୁ ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଅନ୍ୟପଟେ ବିହାର, ମିଜୋରାମ, କେରଳ ଏବଂ ମଣିପୁରର ରାଜ୍ୟପାଳଙ୍କୁ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି…
ବିସ୍ଫୋରଣ ଯୋଜନା ପଣ୍ଡ, ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା
ଇମ୍ଫାଲ,୨୫।୧୨: ଭାରତୀୟ ସେନା, ଆସାମ ରାଇଫଲ୍ସ ଏବଂ ମଣିପୁର ପୋଲିସ ମଙ୍ଗଳବାର (୨୪ ଡିସେମ୍ବର ୨୦୨୪)ରେ ଚୁରାଚାନ୍ଦପୁର ଜିଲାର ଇମ୍ଫାଲ-ଚୁରାଚାନ୍ଦପୁର ରାସ୍ତାରେ ଥିବା ଏକ ବ୍ରିଜ ତଳେ ୩.୬ କିଲୋଗ୍ରାମ ବିସ୍ଫୋରକ, ଡିଟୋନେଟର ଏବଂ ଅନ୍ୟାନ୍ୟ ଜିନିଷ ଉଦ୍ଧାର କରିଛି। କୁହାଯାଉଛି…
ଅଲ୍ଲୁ ଅର୍ଜୁନ ପହଞ୍ଚିବା ପୂର୍ବରୁ ହିଁ ଭିଡ ହୋଇଥିଲା ଅସମ୍ଭାଳ, ଭାଙ୍ଗି ଯାଇଥିଲା ଗେଟ୍, ଆସିଲା ସିସିଟିଭି ଫୁଟେଜ
ଚେନ୍ନାଇ,୨୫।୧୨: ଡିସେମ୍ବର ୪ରେ ହାଇଦ୍ରାବାଦର ସାା ଥିଏଟରରେ ଘଟିଥିବା ଷ୍ଟାମ୍ପଡେଡର ଏକ ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ଏହି ୧୪ସେକେଣ୍ଡର ଭିଡିଓରେ କୌଣସି ଶବ୍ଦ ବା ବ୍ୟାକଗ୍ରାଉଣ୍ଡ ଭଏସ ନାହିଁ, କିନ୍ତୁ ଏଥିରେ ଜନତା ଫାଟକକୁ ଠେଲି ଜବରଦସ୍ତ ପ୍ରବେଶ କରିବାକୁ…
‘ତାଙ୍କର ଭିଜନ ବିକଶିତ ଭାରତର ସଂକଳ୍ପରେ…’, ଭାରତ ରତ୍ନଙ୍କ ୧୦୦ ତମ ଜନ୍ମ ଜୟନ୍ତିରେ ମୋଦିଙ୍କ ବିଶେଷ ବାର୍ତ୍ତା
ନୂଆଦିଲ୍ଲୀ,୨୫।୧୨: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ । ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ଲେଖିଛନ୍ତି,…
ହିମାଚଳରେ ତୁଷାରପାତ: ୨୨୩ ରାସ୍ତା ଅବରୋଧ
ଶିମ୍ଲା,୨୫ା୧୨(ପି.ଟି.): ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ ଯୋଗୁ ୩ଟି ଜାତୀୟ ରାଜପଥ ସମେତ ୨୨୩ଟି ସଡ଼କ ଅବରୋଧ ହୋଇଯାଇଛି। କିନ୍ନୌର, ଲହାଉଲ, ସ୍ପିଟି ସମେତ ଶିମ୍ଲା, କୁଲ୍ଲୁ, ମଣ୍ଡି, ଚାମ୍ବା ଏବଂ ସିର୍ମଉର ଜିଲାର ଉଚ୍ଚ ସ୍ଥାନଗୁଡ଼ିକରେ ତୁଷାରପାତ ହୋଇଛି।…
ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ
ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ ସଂଶୋଧନକୁ ଆମେ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛୁ ବୋଲି କଂଗ୍ରେସ ନେତା…
ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍ର ୩ ଘଣ୍ଟା ଜେରା
ହାଇଦ୍ରାବାଦ,୨୫ା୧୨(ପି.ଟି.): ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି ମାମଲାରେ ହାଇଦ୍ରାବାଦ ପୋଲିସ ମଙ୍ଗଳବାର ଅଲ୍ଲୁଙ୍କୁ ୩…
ଆମ୍ବେଡ୍କରଙ୍କୁ ନେଇ ଚଣ୍ଡିଗଡ଼ ପୌରସଭା ରଣକ୍ଷେତ୍ର
ଚଣ୍ଡିଗଡ଼,୨୫ା୧୨: ଡ. ଭୀମରାଓ ଆମ୍ବେଡ୍କରଙ୍କ ଲିଗାସୀକୁ ନେଇ ମଙ୍ଗଳବାର ଚଣ୍ଡିଗଡ଼ ମ୍ୟୁନିସିପାଲିଟି ବୈଠକରେ ଉତ୍ତେଜନା ସୃଷ୍ଟି ହେବା ସହ ଭାଜପା ଏବଂ କଂଗ୍ରେସ କାଉନ୍ସିଲରଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଲଟ୍ ପେପରରେ ଜାଲିଆତି କରିଥିବା ପୋଲିଂ ଅଫିସର…
ବଳାତ୍କାର, ଏସିଡ୍ ଆକ୍ରମଣ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଦିଅ
ନୂଆଦିଲ୍ଲୀ,୨୪ା୧୨ : ବଳାତ୍କାର, ଏସିଡ୍ ଆକ୍ରମଣ ପୀଡ଼ିତା, ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍ସୋ) ମାମଲାରେ ପୀଡ଼ିତା ସରକାରୀ ଓ ଘରୋଇ ହସ୍ପିଟାଲ ସମେତ ନର୍ସିଂହୋମ୍ଗୁଡ଼ିକରେ ମାଗଣା ଚିକିତ୍ସା ସୁବିଧା ପାଇବାକୁ ହକ୍ଦାର ବୋଲି ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଏକ ଐତିହାସିକ…
ପୁଞ୍ଚ୍ରେ ୩୫୦ ଫୁଟ୍ ତଳକୁ ଖସିଲା ସେନା ଗାଡ଼ି: ୫ ଯବାନଙ୍କ ମୃତ୍ୟୁ, ୩ ଆହତ…
ମେନ୍ଧର/ଜମ୍ମୁ,୨୪ା୧୨ : ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସେନା ଗାଡ଼ି ୩୫୦ ଫୁଟ୍ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି।…
ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!
ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ…

