ଏକାଧିକ ବିବାହ କରି ୧.୨୫ କୋଟି ଠକେଇ
ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍ରୁ ଗିରଫ କରିଛି। ଲୁଟେରା କନ୍ୟା ଭାବେ ପରିଚିତ ସୀମାଙ୍କୁ ବହୁ ସହରର ପୋଲିସ ଦୀର୍ଘ ବର୍ଷ ଧରି ଖୋଜି ଆସୁଥିଲେ।…
ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ କେବଳ ଭଏସ୍ କଲ୍ ଏବଂ ଡାଟା ବ୍ୟବହାର କରୁନଥିବା ଗ୍ରାହକଙ୍କୁ SMS ପାଇଁ…
ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ
ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ ପୋଲିସ ମଙ୍ଗଳବାର ପୂର୍ବାହ୍ନ ୧୧ ଟା ସୁଦ୍ଧା ହାଜର ହେବାକୁ କୁହାଯାଇଛି। ଡିସେମ୍ବର ୪…
କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ
ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ ବିଚାରପତିଙ୍କ ଦେହରେ ନ ବାଜି ଝରକାରେ ମାଡ଼ ହେବା ପରେ କ୍ଲର୍କ…
କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ
ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ସେମାନଙ୍କୁ ଆଉ ବର୍ଷେ ସମାନ ଶ୍ରେଣୀରେ ପଢିବାକୁ…
ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ । ସନ୍ନି ଲିଓନିଙ୍କ ନାଁରେ ସରକାରୀ ଯୋଜନାରେ ହେରାଫେରି କରାଯାଇଛି । ଛତିଶଗଡ ମହତାରି…
ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ
ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ…
ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି
ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଥିଲେ। ଡିସେମ୍ବର ୧୯ରେ ମୁଣ୍ଡରେ ଆଘାତ ଲାଗିଥିବାରୁ ଉଭୟଙ୍କୁ ସଂସଦରୁ…
ଆରଏସ୍ଏସ୍ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା
ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ…
ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ
ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର ଭୂମିକା ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ଏହି କମିଶନ ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ…
ସାଧାରଣତନ୍ତ୍ର ଦିବସ ପରେଡ୍ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍ ଆଦ୍ମୀ ପାର୍ଟି (ଆପ୍)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିଓ୍ବାଲ ସମାଲୋଚନା କରିଛନ୍ତି। ରାଜ୍ୟ ପ୍ରଜ୍ଞାପନ ମେଢ଼କୁ ନେଇ ଭାଜପା…
୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି
ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏଥିପାଇଁ ଦେଶର ୪୫ ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ଏହି ନୂତନ…

