ଜାତୀୟ

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି ଜେସିବି ମେଶିନ ଦ୍ୱାରା ଉକ୍ତ କୂଅକୁ ଖନନ କରିବା ପରେ ସେଠାରୁ ପ୍ରାଚୀନ…

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ ସହ…

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କୁଏତ ଗସ୍ତର ଶେଷ ଦିନରେ କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର…

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ ସିମେଣ୍ଟ କମ୍ପାନୀ ମାଲିକାନାରେ ଥିବା ସେମାନଙ୍କ ଜମି ନିମନ୍ତେ କ୍ଷତିପୂରଣ ଦାବିକରି କୃଷକ ବିଦ୍ୟାଧର…

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ ବରେଲିର ଏକ ଅଦାଲତ ଶନିବାର ତାଙ୍କୁ ସମନ ଜାରି କରିଛନ୍ତି। ଜାନୁଆରୀ ୭ରେ…

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ତାଙ୍କ ୮ ବର୍ଷର ପୁଅ ଗୁରୁତର ହୋଇଥିଲେ।…

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ୩୦ ରୁ ଅଧିକ ଲୋକ ପୋଡି ଯାଇଛନ୍ତି। ଦୁର୍ଘଟଣାର ଦୁଇ ଦିନ ବିତିଗଲାଣି।…

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ବର୍ତ୍ତମାନ ସେହି ଝିଅର ମୃତଦେହକୁ ଅପେକ୍ଷା କରିଛନ୍ତି। ହିମାଚଳ ପ୍ରଦେଶର…

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା ପ୍ରିୟଙ୍କା କୁମାରୀ(୨୨)ଙ୍କୁ ଠେଲି ତଳକୁ ପକାଇ ଦେଇଛନ୍ତି। ଫଳରେ ଗୁରୁତର ଭାବେ ଆହତ ହୋଇଥିବା…

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଉଭୟ ଏମପି ଗୁରୁତର ଆହତ ହୋଇଛନ୍ତି ଯେଉଁଥିପାଇଁ ସେମାନେ ଚିକିତ୍ସିତ ହେଉଛନ୍ତି। ଶନିବାର…

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି ଦେଉଛନ୍ତି। ଏଥି ସହିତ ବିଶ୍ୱର ସର୍ବ ବୃହତ ସୁପର ପାୱାର କୁହାଯାଉଥିବା ଆମେରିକା ମଧ୍ୟ…

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । କ୍ୟାମ୍ପରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ଜଣେ ଓଡ଼ିଆ ଯୁବକଙ୍କ ସହ ଓଡ଼ିଆରେ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?