ଜାତୀୟ

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ। ପ୍ରଦର୍ଶନର ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଧୁ-ସନ୍ଥଙ୍କ ସମେତ…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ, କାବେରୀ ମୁଦ୍ଦାକୁ ଆଇନଗତ ଉପାୟରେ ସମାଧାନ କରିବା ପାଇଁ ସେ ଦୃଢ଼ ସଂକଳ୍ପବଦ୍ଧ…

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ ଘରେ ଦୁଇ ଦିନ ଧରି ଚାଲିଥିବା ବୈଠକରେ କାର୍ଯ୍ୟକାରିଣୀ ଗଠନ କରାଯିବା ସହ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ ଇନ୍ଧନ ଯୋଗାଣ ପ୍ରଭାବିତ ହୋଇଥିବାବେଳେ ବାଂଲାଦେଶରେ ମଧ୍ୟ ଇନ୍ଧନ ଅଭାବ ଦେଖାଦେଇଛି। ବାଂଲାଦେଶ…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ ତାଙ୍କ ଶେଷକୃତ୍ୟ ପାଇଁ ପହଞ୍ଚି ନ ଥିଲେ। ଜଣେ ପିତା ତାଙ୍କ ଝିଅମାନଙ୍କୁ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି, ଯାହାର ପ୍ରସ୍ତାବ ମୋଦି କ୍ୟାବିନେଟରେ ଅନୁମୋଦିତ ହୋଇଛି। ଏହି ଯୋଜନାର ନାମ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି ପ୍ରିଣ୍ଟିଂ ପ୍ରେସ୍‌ରୁ ଲିକ୍‌ ହୋଇନଥିଲା, ବରଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପାଇଁ…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ ମଧ୍ୟ ଆଣିଛନ୍ତି। ସାମାଜିକ କର୍ମୀ ସୋନମଙ୍କ କହିବା ଅନୁସାରେ, ସେ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର ବୈଠକ ଅଭିଜିତ ଦୀପକେଙ୍କ ଘରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଗାମୀ ଦିନରେ…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର ୨୩,୭୩୧ କୋଟି ଟଙ୍କାର ଏକ ବୃହତ୍‌ ଜାତୀୟ ଯୋଜନାକୁ ମଞ୍ଜୁରୀ ଦେଇଛିି। କୃଷି…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୨୬’ କୁ ଆଲୋଚନା ଓ ଅନୁମୋଦନ ପାଇଁ ଆଗତ କରିଥିଲେ। ଏହି ବିଲ୍‌ରେ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା। ରିଲ ଶେୟାର କରିବା ସମୟରେ, ପ୍ରଧାନମନ୍ତ୍ରୀ ମୋଦି ଉଲ୍ଲେଖ କରିଥିଲେ ଯେ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?