ଜାତୀୟ

ବାବା ସାହେବ ଆମ୍ବେଦକର କାହିଁକି କରିଥିଲେ ଧର୍ମ ପରିବର୍ତ୍ତନ? ହିନ୍ଦୁରୁ ହୋଇଥିଲେ…

ନୂଆଦିଲ୍ଲୀ,୧୮।୧୨: ଲୋକ ସଭା ଏବଂ ରାଜ୍ୟ ସଭାରେ ସମ୍ବିଧାନ ଉପରେ ଜୋରଦାର ବିତର୍କ ଚାଲିଥିଲା। ଗୃହମନ୍ତ୍ରୀ ଅମିତ ଶାହଶଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସମସ୍ତ ବିରୋଧୀ ଦଳ ଭାଜପାକୁ କଟାକ୍ଷ କରୁଥିବା ବେଳେ ଶାହାଙ୍କ ଇସ୍ତଫା…

ମୁମ୍ବାଇ ଉପକୂଳରେ ବୁଡ଼ିଲା ବୋଟ୍: ୪୦ ନିଖୋଜ

ମୁମ୍ବାଇ,୧୮ା୧୨: ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ…

‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ ଭାରତ ରତ୍ନ ଦେଲେ, କିନ୍ତୁ ଆମ୍ବେଦକରଙ୍କୁ ସମ୍ମାନିତ କଲେନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା…

ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ

ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ ଆର. ମହାଦେବନଙ୍କ ତିନିଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ଛୋଟ ପ୍ୟାକେଟରେ ନଡ଼ିଆ ତେଲକୁ ଖାଇବା…

ସଂସଦରେ ସରକାର ବିରୋଧୀ ମୁହାଁମୁହିଁ, ଏପଟେ ରାହୁଲଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୧୮।୧୨: ସଂସଦରେ ସରକାର ଏବଂ ବିରୋଧୀଙ୍କ ମଧ୍ୟରେ ଜୋରଦାର ହଙ୍ଗାମା ଜାରି ରହିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ଯାହାକୁ ନେଇ ରାଜନୀତି ସରଗରମ ହୋଇଛି। ମୋଦି…

ଚାଇନାର ଚାଲ ଉପରେ ଭାରି ପଡିବ ଭାରତ-ଶ୍ରୀଲଙ୍କା ବନ୍ଧୁତ୍ୱ? ରାଷ୍ଟ୍ରପତି ଦିସାନାୟକେ ଦେଲେ ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୮।୧୨: ପୌରାଣିକ କାହାଣୀ ରାମାୟଣକୁ ଛାଡି ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସମ୍ପର୍କ ଅନେକ ଶହ ବର୍ଷ ପୁରୁଣା । ତୃତୀୟ ଶତାବ୍ଦୀରେ ଭାରତରୁ ବୌଦ୍ଧ ଧର୍ମ ସେଠାରେ ପହଞ୍ଚିଥିଲା। ଏହା ପରେ, ଦଶମ ଶତାବ୍ଦୀରେ ଦକ୍ଷିଣ ଭାରତର ଚୋଳ ରାଜବଂଶର…

ଏକ ରାଷ୍ଟ୍ର ଏକ ନିର୍ବାଚନ: ପ୍ରିୟଙ୍କାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମଙ୍ଗଳବାର ଲୋକ ସଭାରେ ଏକ ରାଷ୍ଟ୍ର ଏକ ନିର୍ବାଚନ ପାଇଁ ୧୨୯ତମ ସମ୍ବିଧାନ ସଂଶୋଧନ ବିଲ ଆଗତ କରିଛନ୍ତି। ବିଲ୍‌ ଉପସ୍ଥାପନ ହେବା ପରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳସ୍ବରପ…

ମୋ ପାଖରେ ରହିଛି କଂଗ୍ରେସର ପାପର ତାଲିକା: ମୋଦି

ନୂଆଦିଲ୍ଲୀ,୧୮।୧୨: ବିଆର ଆମ୍ବେଦକରଙ୍କ ଉପରେ ମନ୍ତବ୍ୟକୁ ନେଇ ସଂସଦରେ ଉତ୍ତେଜନା ଦେଖାଦେଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତିରେ ବିରୋଧୀ ଦଳ ସରକାରଙ୍କୁ ଘେରିଛନ୍ତି। ବୁଧବାର ବିରୋଧୀ ଦଳ ଏହି ପ୍ରସଙ୍ଗରେ ସଂସଦର ଉଭୟ ଗୃହରେ ଏକ ଅଡୁଆ ସୃଷ୍ଟି କରିଥିଲେ।…

ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ, ଅର୍ଥମନ୍ତ୍ରୀ ଦେଲେ ବିସ୍ଫୋରକ ତଥ୍ୟ

ନୂଆଦିଲ୍ଲୀ,୧୮।୧୨: ବିଜୟ ମାଲ୍ୟା ଓ ନୀରବ ମୋଦିଙ୍କ ଠାରୁ ବଡ଼ ଆକାରର ସମ୍ପତ୍ତି ଜବତ। ଦେଶରେ ବ୍ୟାଙ୍କଗୁଡିକୁ ଚୂନା ଲଗାଇ ଏମାନେ ଦେଶ ଛାଡିଥିଲେ। ଏବେ ଏହି ଦୁଇଠକଙ୍କ ଠାରୁ ଭାରତ ସରକାର କୋଟିକୋଟି ଟଙ୍କାର ସମ୍ପତ୍ତି ଜବତ କରବାରେ ସଫଳ…

ଉମର ଖଲିଦଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୧୮।୧୨: ଦିଲ୍ଲୀ ଦଙ୍ଗା ସହ ଜଡିତ ଏହି ମାମଲାରେ ଅଭିଯୁକ୍ତ ଉମର ଖଲିଦ ବୁଧବାର କୋର୍ଟରୁ ଏକ ବଡ ଆଶ୍ୱସ୍ତି ପାଇଛନ୍ତି। ଦିଲ୍ଲୀର କର୍କରଡୁମା କୋର୍ଟ ତାଙ୍କୁ ସାତ ଦିନର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ୨୮ ଡିସେମ୍ବରରୁ ୩ ଜାନୁୟାରୀ…

ଆଉ ଏକ ବଡ଼ ଗ୍ୟାରେଣ୍ଟି ଦେଲେ କେଜ୍‌ରିଓ୍ବାଲ: ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପୂର୍ବରୁ ଆମ ଆଦ୍‌ମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆପ୍‌ ସରକାର ଦିଲ୍ଲୀର ବୃଦ୍ଧଙ୍କୁ ମାଗଣା…

ଅଯୋଗ୍ୟ ହୋଇଯିବେ କି ଭାଜପାର ଏହି ବରିଷ୍ଠ ନେତାମାନେ, ନିୟମ କହୁଛି…

ନୂଆଦିଲ୍ଲୀ,୧୮।୧୨: ସଂସଦରେ ଏକ ରାଷ୍ଟ୍ର ଏକ ନିର୍ବାଚନ ବିଲ୍‌ ଆଗତ ହେବା ସମୟରେ ଭାଜପାର ୨୦ରୁ ଅଧିକ ଏମପି ଅନୁପସ୍ଥିତ ରହିଥିଲେ। ତେବେ ଏହାକୁ ନେଇ ଦଳ ସେମାନଙ୍କ ଉପରେ ବଡ଼ ଆକ୍ସନ ନେବାକୁ ଯାଉଛି। ପାର୍ଟି ହାଇକମାଣ୍ଡ ସେମାନଙ୍କୁ ନୋଟିସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?