ଜାତୀୟ

ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜୁନ

ନୂଆଦିଲ୍ଲୀ,୧୪।୧୨: ଥିଏଟରରେ ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଜେଲରୁ ମୁକ୍ତ କରାଯାଇଛି। ଗତକାଲି ଏହି ଅଭିନେତାଙ୍କୁ ପୋଲିସ ଗିରଫ କରିଥିଲା ଏବଂ ପରେ ତାଙ୍କୁ ୧୪ ଦିନିଆ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା। ପରେ ତେଲଙ୍ଗାନା କୋର୍ଟ ଅଲ୍ଲୁଙ୍କୁ ଜାମିନ ପ୍ରଦାନ…

ଆର୍‌ଜି କର ମାମଲା: ସନ୍ଦୀପ୍‌ ଘୋଷଙ୍କୁ ଜାମିନ

ନୂଆଦିଲ୍ଲୀ,୧୪ା୧୨: କୋଲକାତାର ଆର୍‌ଜି କର ମେଡିକାଲ କଲେଜ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କୁ ସିଆଲ୍‌ଦା କୋର୍ଟ ଶୁକ୍ରବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ତଲା ଥାନାର ପୂର୍ବତନ ଭାରପ୍ରାପ୍ତ ଅଧିକାରୀ…

ସଂସଦରେ ‘ସମ୍ବିଧାନ’ ବିତର୍କ

ନୂଆଦିଲ୍ଲୀ,୧୪ା୧୨: କଂଗ୍ରେସ ସବୁବେଳେ ସମ୍ବିଧାନ ଅପେକ୍ଷା କ୍ଷମତାକୁ ବାଛିଆସିଛି। ଏପରି କି ସାମ୍ବିଧାନିକ ସଂସ୍ଥାଗୁଡ଼ିକର ସ୍ବାୟତ୍ତତାକୁ ମଧ୍ୟ ବିରୋଧୀ ଦଳ ବରଦାସ୍ତ ନ କରି ସିଦ୍ଧାନ୍ତଗୁଡ଼ିକୁ ଧ୍ୱଂସ କରିବାକୁ ଉଦ୍ୟମ ଚଳାଇଆସିଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସମାଲୋଚନା…

ଅଲ୍ଲୁଙ୍କ ଗିରଫ ଘଟଣା: ଜଣାପଡିଲା ସେଦିନ ରାତିର ସତ! ସୁରକ୍ଷା ମଗାଯାଇଥିଲା ହେଲେ ପୋଲିସ…

ନୂଆଦିଲ୍ଲୀ,୧୩।୧୨: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହେବାପରେ ପୁରା ଦେଶରେ କମ୍ପନ ସୃଷ୍ଟି ହୋଇଛି। ତାଙ୍କୁ ତେଲଙ୍ଗାନା କୋର୍ଟ ଅନ୍ତରୀଣ ଜାମିନ ଦେଇଛନ୍ତି। ମାତ୍ର ସେଇ ଡିସେମ୍ବର ୪ର ସତ ଘଟଣା ସାମ୍ନାକୁ ଆସିଛି। ଅଲ୍ଲୁଙ୍କ ପ୍ରିମିୟର ଶୋରେ ଯୋଗଦେଇଥିବା…

ଅଲ୍ଲୁ ଅର୍ଜୁନ ଗିରଫ ମାମଲା: ମୃତ ମହିଳାଙ୍କ କେସ୍‌ ଉଠାଇ ନେଲେ

ନୂଆଦିଲ୍ଲୀ,୧୩।୧୨: ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସଂଧ୍ୟା ଥିଏଟରରେ ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହୋଇ ଜେଲ ଯାଇଥିଲେ। ଏହାପରେ ତେଲଙ୍ଗାନା ହାଇକୋର୍ଟରୁ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ନାମପଲ୍ଲୀ କୋର୍ଟ…

ଗିରଫ ହେବାର ୪ ଘଣ୍ଟା ପରେ ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ହାଇଦ୍ରାବାଦ,୧୩।୧୨: ଅଭିନେତା ଅଲ୍ଲୁ ଅର୍ଜୁନ ଗିରଫ ହେବାର ୪ ଘଣ୍ଟା ପରେ ତେଲଙ୍ଗାନା ହାଇକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଫଳରେ ଅଲ୍ଲୁ ଅର୍ଜୁନଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି। ତାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇ ତେଲଙ୍ଗାନା ହାଇକୋର୍ଟ ଅଲ୍ଲୁ…

ଆଲ୍ଲୁ ଅର୍ଜୁନଙ୍କ ଜାମିନ୍‌ ନାମଞ୍ଜୁର, ଗଲେ ଜେଲ୍‌

ନୂଆଦିଲ୍ଲୀ,୧୩।୧୨: ସାଉଥ୍‌ ସୁପର ଷ୍ଟାର ଆଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ଗିରଫ ପରେ ତାଙ୍କୁ ଜେଲ୍‌ ହୋଇଛି। ଦଳାଚକଟା ମାମଲାରେ ଜେଲ ଗଲେ ସୁପରଷ୍ଟାର ଆଲ୍ଲୁ ଅର୍ଜୁନ। ଆଲ୍ଲୁଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ।…

ଅଲ୍ଲୁ ଅର୍ଜୁନଙ୍କୁ ଗିରଫ ପରେ ତେଜିଲା ରାଜନୀତି: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଆର୍‌ଏସ୍‌ ନେତା

ହାଇଦ୍ରାବାଦ,୧୩।୧୨: ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ଗିରଫ ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ବିଆର୍‌ଏସ୍‌ ନେତା କେ.ଟି. ରାମା ରାଓ ତେଲଙ୍ଗାନା କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରି ଅଲ୍ଲୁ ଅର୍ଜୁନଙ୍କ ଗିରଫଦାରଙ୍କୁ ନିନ୍ଦା କରିଛନ୍ତି। ଜାତୀୟ ପୁରସ୍କାର ବିଜେତା ଅଲ୍ଲୁ ଅର୍ଜୁନଙ୍କ…

ଆଲ୍ଲୁଙ୍କୁ ଗିରଫ ମାମଲା: ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ

ପୁଷ୍ପାରାଜ୍‌ଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ତାଙ୍କ ଫିଲ୍ମ ପୁଷ୍ପା ୨: ଦି ରାଇଜର ପ୍ରିମିୟର ସମୟରେ ବଡ଼ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହାଇଦ୍ରାବାଦ ପୋଲିସ ତାଙ୍କ ଘରୁ…

ଗିରଫ ପରେ ହାଇକୋର୍ଟ ଗଲେ ଅଲ୍ଲୁ ଅର୍ଜୁନ, ଜାଣନ୍ତୁ ମିଳିବ କି ନାହିଁ ଜାମିନ

ହାଇଦ୍ରାବାଦ,୧୩।୧୨: ପୁଷ୍ପା-୨ ପ୍ରିମିୟର ସମୟରେ ସନ୍ଧ୍ୟା ଥିଏଟର ନିକଟରେ ହୋଇଥିବା ଦଳାଚକଟାରେ ମହିଳା ମୃତ୍ୟୁ ବରଣ କରିବା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ପୋଲିସ। ବର୍ତ୍ତମାନ ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଯାଇଛନ୍ତି ଅଲ୍ଲୁ। ମାମଲାରେ ଜରୁରୀ ଶୁଣାଣି ପାଇଁ ସେ…

ଅଲ୍ଲୁ ଅର୍ଜୁନ ଗିରଫ, ପୁଷ୍ପା-୨ ସ୍କ୍ରିନିଂରେ ମୃତ୍ୟୁ ବରଣ କରିଥିଲେ ପ୍ରଶଂସକ

ହାଇଦ୍ରାବାଦ,୧୩।୧୨: ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ପୋଲିସ ତାଙ୍କୁ ଗିରଫ କରିଛି। ଅଲ୍ଲୁଙ୍କୁ ଚି଼କ୍କାଡାପଲ୍ଲୀ ଥାନାକୁ ନିଆଯାଇଛି। ସୂଚନାଯୋଗ୍ୟ ଡିସେମ୍ବର ୪ ରେ…

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଲୋକ ସଭା, ରାଜ୍ୟ ସଭାର ନମ୍ବର ଗେମ୍‌ ବଢାଇଲା ମୋଦି ସରକାରଙ୍କ ଟେନସନ

ନୂଆଦିଲ୍ଲୀ,୧୩।୧୨: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ବିଲକୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ରିପୋର୍ଟ ଅନୁଯାୟୀ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?