ଜାତୀୟ

ଇପିଏଫଓ ଆକାଉଣ୍ଟଧାରୀଙ୍କ ପାଇଁ ଖୁସିଖବର: ଏଣିକି ଏଟିଏମ୍‌ରୁ ଉଠାପାରିବେ ଇପିଏଫଓ ଟଙ୍କା

ନୂଆଦିଲ୍ଲୀ,୧୩।୧୨:ଏମ୍ପପ୍ଲୋଇ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫଓ)ର ସଦସ୍ୟମାନେ ଆସନ୍ତାବର୍ଷଠାରୁ ସିଧାସଳଖ ଏଟିଏମରୁ ଜମା ହୋଇଥିବା କଷ୍ଟ ଉପାର୍ଜିତ ଟଙ୍କା କାଢିବାକୁ କରିବାକୁ ସକ୍ଷମ ହେବେ। କେନ୍ଦ୍ର ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ସଚିବ ସୁମିତା ଦୋରା ଏହି ଘୋଷଣା କରିଛନ୍ତି। ଏ…

ଆରବିଆଇକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg)…

ଧର୍ମାନୁଷ୍ଠାନ ଉପରେ ରାୟ ଦିଅନାହିଁ: କେନ୍ଦ୍ରକୁ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩ା୧୨:ଭାରତରେ ମଠ, ମନ୍ଦିର, ମସ୍‌ଜିଦ ଓ ଗିର୍ଜା ଭଳି ଉପାସନା ସ୍ଥଳଗୁଡ଼ିକର ଧର୍ମୀୟ ଚରିତ୍ରକୁ ବଜାୟ ରଖିବା ପାଇଁ ୧୯୯୧ରେ ଉପାସନା ସ୍ଥଳ (ସ୍ବତନ୍ତ୍ର ନିୟମ) ଆଇନ ପ୍ରଣୟନ କରାଯାଇଥିଲା। ୧୯୪୭ ଅଗଷ୍ଟ ୧୫ ପୂର୍ବରୁ ନିର୍ମିତ ଧର୍ମାନୁଷ୍ଠାନଗୁଡ଼ିକରେ ସ୍ଥିତାବସ୍ଥା ବଜାୟ…

ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ, ୭ ମୃତ ଆଶଙ୍କା

ଚେନ୍ନାଇ, ୧୨।୧୨: ଗୁରୁବାର ଦକ୍ଷିଣ ତାମିଲନାଡୁ ଡିଣ୍ଡିଗୁଲ ଜିଲାର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁଯାୟୀ ଚାରି ମହଲା ବିଶିଷ୍ଟ ଡାକ୍ତରଖାନା ଲିଫ୍ଟରେ ମଧ୍ୟ…

ନେପାଳ ସେନା ମୁଖ୍ୟଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ

ନୂଆଦିଲ୍ଲୀ,୧୨।୧୨: ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେପାଳ ସେନା ମୁଖ୍ୟ ଅଶୋକ ରାଜ୍‌ ସିଗଦେଲଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ ପ୍ରଦାନ କରିଛନ୍ତି। ଭାରତ ଓ ନେପାଳ ମଧ୍ୟରେ ରହିଥିବା ଦୀର୍ଘ ଦୀନର…

‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ପରୀକ୍ଷଣ

ଚେନ୍ନାଇ, ୧୨।୧୨:ମଣଭାରତୀୟ ମହାକାଶ ଗବେଷଣା ସଙ୍ଗଠନ(ଇସ୍ରୋ)କୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି। ତାମିଲନାଡ଼ୁର ମହେନ୍ଦ୍ରଗିରୀସ୍ଥିତ ପ୍ରପଲ୍‌ସନ କମ୍ପଲେକ୍ସରୁ ଇସ୍ରୋ ବହୁ ପ୍ରତୀକ୍ଷିତ ସ୍ବେଦେଶୀ ‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ସି ଲେଭଲ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ସମୟରେ ଇଞ୍ଜିନକୁ…

ଆମେ ମୁଣ୍ଡ ନୁଆଁଇବୁ ନାହିଁ: ଧନକରଙ୍କୁ ଖୋଲାଖୋଲି ଶୁଣାଇଦେଲେ ଖାର୍ଗେ

ନୂଆଦିଲ୍ଲୀ,୧୨।୧୨: ସଂସଦର ଶୀତକାଳୀନ ଅଧିବେଶନରେ ଉତ୍ତେଜନା ମଧ୍ୟରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ର ସର୍ବଦା ଦୁଇଟି ଚକ ଉପରେ ଚାଲିଥାଏ। ଗୋଟିଏ ଚକ ଶାସକ ଦଳ ଏବଂ ଅନ୍ୟଟି ହେଉଛି ବିରୋଧୀ…

‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଳୀ,୧୨।୧୨: ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ‘ଗୋଟିଏ ଦେଶ, ଗୋଟିଏ…

ଗୁରୁବାରରେ ମହିଳାଙ୍କ ପାଇଁ ଭଣ୍ଡାର ଖୋଲିଦେଲେ ସରକାର: ଏଣିକି ପ୍ରତିମାସରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ୧୦୦୦ ଟଙ୍କା

ନୂଆଦିଲ୍ଲୀ,୧୨।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ଏକ ବଡ଼ ଘୋଷଣା କରିଛନ୍ତି। ଦିଲ୍ଲୀର ମହିଳାମାନଙ୍କୁ ଏଏପି ସରକାର ଦେଇଥିବା ପ୍ରତିଶ୍ରୁତି ବର୍ତ୍ତମାନ ପୂରଣ ହୋଇଛି। କେଜ୍‌ରିୱାଲ ଗୁରୁବାରରେ ‘ମହିଳା ସମ୍ମାନ ଯୋଜନା’…

ସଂସଦରେ କଲେଜ୍‌ ଛାତ୍ରଙ୍କ ଭଳି ବ୍ୟବହାର କରୁଛନ୍ତି ରାହୁଲ ଗାନ୍ଧୀ: ଜେପି ନଡା

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ମୁଖ୍ୟ ଜେପି ନଡା ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଟାର୍ଗେଟ୍‌ କରିଛନ୍ତି। ସଂସଦରେ ଉପରାଷ୍ଟ୍ରପତିଙ୍କ ନକଲ କରିବାକୁ ସାଂସଦମାନଙ୍କୁ ପ୍ରବର୍ତ୍ତାଇବା ଦେଖି ନଡା ରାହୁଲ ଗାନ୍ଧୀଙ୍କୁ…

ଏନକାଉଣ୍ଟରରେ ଟଳିପଡ଼ିଲେ ୭ ମାଓବାଦୀ

ରାୟପୁର,୧୨।୧୨: ଛତିଶଗଡର ଦାନ୍ତେୱାଡା ଜିଲା ସୀମାରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଛି। ଏହି ଏନକାଉଣ୍ଟରରେ ଏପର୍ଯ୍ୟନ୍ତ ୭ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି। କୁହାଯାଉଛି ଯେ, ମାଓବାଦୀ…

ସଡ଼କ ଦୁର୍ଘଟଣାକୁ ନେଇ ସଂସଦରେ ରିପୋର୍ଟ ଉପସ୍ଥାପନ ବେଳେ କାହିଁକି ଭାବୁକ ହେଲେ ଗଡ଼କରୀ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର ଲୋକ ସଭାରେ କହିଛନ୍ତି ଯେ ସଡ଼କ ଦୁର୍ଘଟଣା ସମ୍ପର୍କରେ ଭାରତର ରେକର୍ଡ ଏତେ ଖରାପ ଯେ ଏହାକୁ ବିଶ୍ୱ ସମ୍ମିଳନୀରେ ଲୁଚାଇବାକୁ ପଡୁଛି। ଗୃହରେ ପ୍ରଶ୍ନ କାଳ ସମୟରେ ସପ୍ଲିମେଣ୍ଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?