ଜାତୀୟ

୫ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

ଦିଲ୍ଲୀରେ ଖାର୍ଗେଙ୍କୁ ଭେଟିବେ ନୀତୀଶ

ନୂଆଦିଲ୍ଲୀ,୨୨।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିବେ। ଏହି ସମୟରେ ନୀତୀଶଙ୍କ ସହ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ଉପସ୍ଥିତ ରହିବେ। ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି...

ଗ୍ଲୋବାଲ ନେଟୱାର୍କ ସଂକ୍ରାମକ ରୋଗ ବିରୁଦ୍ଧରେ ଲଢ଼େଇକୁ କରିବ ସହଜ, ଭାରତ ବି ସାମିଲ…

ନୂଆଦିଲ୍ଲୀ,୨୨।୫ : ଗ୍ଲୋବାଲ ନେଟୱାର୍କ ସଂକ୍ରାମକ ରୋଗ ବିରୁଦ୍ଧରେ ଲଢ଼େଇକୁ ସହଜ କରିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ଆନ୍ତର୍ଜାତୀୟ ପାଥୋଜେନ ସର୍ଭିଲାନ୍ସ ନେଟୱାର୍କ (ଆଇପିଏସଏନଏ) ଲଞ୍ଚ କରିଛି। ଏଥିରେ ଭାରତ ମଧ୍ୟ ସାମିଲ ହୋଇଛି। ସଂକ୍ରାମକ ରୋଗର ବିପଦରୁ ବିଶ୍ୱକୁ...

ଇନଫ୍ଲୁଏଞ୍ଜା ଏ, ବି-କରୋନା ଭୁତାଣୁ ଗୋଟିଏ ପରୀକ୍ଷାରେ ହେବ ଚିହ୍ନଟ: ଟେଷ୍ଟ କିଟ ଉତ୍ପାଦନ ପାଇଁ ଘରୋଇ କମ୍ପାନୀମାନଙ୍କଠାରୁ ପ୍ରସ୍ତାବ ଲୋଡିଲା ଆଇସିଏମଆର…

ନୂଆଦିଲ୍ଲୀ,୨୨।୫ : ଭାରତୀୟ ବୈଜ୍ଞାନିକମାନେ ଏକ କୌଶଳ ଆବିଷ୍କାର କରିଛନ୍ତି ଯାହା ମାଧ୍ୟମରେ କେବଳ ଗୋଟିଏ ନମୁନା ସ୍ବାଇନ ଫ୍ଲୁ ଏ, ବି ଏବଂ କରୋନା ଭୁତାଣୁ ସଂକ୍ରମଣକୁ ଚିହ୍ନଟ କରିପାରିବ। ଏପର୍ଯ୍ୟନ୍ତ ଆମେରିକା, ଚାଇନା, ଜାପାନ ଏବଂ ରୁଷିଆ...

ଜୁଲାଇ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଚନ୍ଦ୍ରାୟନ-୩ ଲଞ୍ଚ …

ହାଇଦ୍ରାବାଦ,୨୨।୫ : ଉଚ୍ଚାଭିଳାଷୀ ମିଶନ ଅଧୀନରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ଜୁଲାଇ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଚନ୍ଦ୍ରାୟନ-୩ ଲଞ୍ଚ କରିପାରେ। ମହାକାଶଯାନ ସହିତ ଜଡିତ ସମସ୍ତ ଆବଶ୍ୟକୀୟ ପରୀକ୍ଷା ସଫଳତାର ସହିତ ସମାପ୍ତ ହୋଇଛି। ମହାକାଶଯାନରେ...

୨୦୦୦ ଟଙ୍କିଆ ନୋଟ ଆଣିବାକୁ ଚାହୁଁ ନ ଥିଲେ ମୋଦି: ପୂର୍ବତନ ମୁଖ୍ୟ ଶାସନ ସଚିବ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ଥିବା ନୃପେନ୍ଦ୍ର ମିଶ୍ର କହିଛନ୍ତି ୨୦୧୬ ମସିହାରେ ବିମୁଦ୍ରୀକରଣ ଘଟିବା ପରେ ମଧ୍ୟ ପ୍ରଧାନମନ୍ତ୍ରୀ ୨୦୦୦ ଟଙ୍କିଆ ନୋଟ ଆଣିବା ସପକ୍ଷରେ ନ ଥିଲେ। କାରଣ ସେ...

ମୁକ୍ତ ବାଣିଜ୍ୟ ଆଲୋଚନା ଆଗେଇବ: ମୋଦି-ସୁନକ ଦେବେ ଚୂଡ଼ାନ୍ତ ରୂପ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟିଶ ପ୍ରତିପକ୍ଷ ଋଷି ସୁନକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ଆଲୋଚନାକୁ ସମୀକ୍ଷା କରିଛନ୍ତି। ଏହି ଆଲୋଚନାକୁ ତ୍ୱରାନୱିତ କରିବାକୁ ଏବଂ ଜାପାନରେ ଆଲୋଚନା ସମୟରେ ଏକ ଉଚ୍ଚାଭିଳାଷୀ ଏବଂ...

୨ ହଜାର ଟଙ୍କିଆ ଯିବାର ଅନ୍ତରାଳେ

ନୂଆଦିଲ୍ଲୀ,୨୨ା୫: ୧୯ ମେ’ ୨୦୨୩ରେ କେନ୍ଦ୍ର ସରକାର ୨ ହଜାର ଟଙ୍କିଆ ନୋଟ୍‌ର ପ୍ରଚଳନକୁ ବନ୍ଦ କରିଦେଇଛନ୍ତି। ୨୩ ମେ’ରୁ ୩୦ ସେପ୍ଟେମ୍ବର ମଧ୍ୟରେ ୨ ହଜାର ଟଙ୍କିଆ ନୋଟ୍‌କୁ ବ୍ୟାଙ୍କରେ ଜମା ଦେଇ ଅନ୍ୟ ନୋଟ୍‌ଗୁଡ଼ିକୁ ନିଆଯାଇପାରିବ। କିନ୍ତୁ...

ମୁଁ ନଡ୍ଡାଙ୍କ ପିଏ, ଟଙ୍କା ଦେଲେ ତୁମକୁ ମନ୍ତ୍ରୀ କରାଇଦେବି

ନାଗପୁର,୨୨ା୫: ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମ୍‌ଓ)ର ଅତିରିକ୍ତ ନିର୍ଦ୍ଦେଶକ ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ କିଛି ଦିନ ତଳେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଗୁଜରାଟର ମହାଠକ କିରନ୍‌ ପଟେଲ ଧରାପଡ଼ିଥିବାବେଳେ ତାଙ୍କ ଭଳି ଆଉ ଜଣେ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗୁଜରାଟର ଅହମଦାବାଦ...

କଶ୍ମୀରରେ ୨୬/୧୧ ଭଳି ଆକ୍ରମଣ ଯୋଜନା

ଶ୍ରୀନଗର, ୨୨ା୫: ଜମ୍ମୁ-କଶ୍ମୀରରେ ସୋମବାର ଜି୨୦ ପର୍ଯ୍ୟଟନ କାର୍ଯ୍ୟକାରୀ ଗ୍ରୁପ୍‌ ସମ୍ମିଳନୀ ଅନୁଷ୍ଠିିତ ହେବାକୁ ଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଜି୨୦ ପ୍ରତିନିଧିମାନେ ରହିବାକୁ ଥିବା ହୋଟେଲରେ ୨୬/୧୧ ଭଳି ଆତଙ୍କବାଦୀ ଆକ୍ରମଣ ଲାଗି ଯୋଜନା ହେଉଥିବାର ସୂଚନା...

ପିଏଲ୍‌ଏଫ୍‌ଆଇ ମୁଖ୍ୟ ଗିରଫ

ରାଞ୍ଚି,୨୧ା୫: ପିପୁଲ୍ସ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଲ୍‌ଏଫ୍‌ଆଇ) ସଂଗଠନର ମୁଖ୍ୟ ଦିନେଶ ଗୋପଙ୍କୁ ନେପାଳରୁ ଗିରଫ କରାଯାଇଛି। ତାଙ୍କୁ ଧରିବା ପାଇଁ ଏନ୍‌ଆଇଏ ଏବଂ ଝାଡ଼ଖଣ୍ଡ ପୋଲିସ ପକ୍ଷରୁ ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ଦିଲ୍ଲୀରେ ପହଞ୍ଚିବା ପରେ...

୨ ହଜାର ଟଙ୍କିଆ ନୋଟ ବଦଳାଇବା ପାଇଁ ଦେବାକୁ ପଡିବନି ପରିଚୟ ପତ୍ର

ନୂଆଦିଲ୍ଲୀ, ୨୧ା୫ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ୨ ହଜାର ଟଙ୍କିଆ ନୋଟ୍‌କୁ ପ୍ରତ୍ୟାହାର କରିନେବା ଲାଗି ଘୋଷଣା କରାଯାଇଛି। ଏନେଇ ୨ହଜାର ଟଙ୍କିଆ ନୋଟକୁ ବ୍ୟାଙ୍କରେ ବଦଳାଇବା କିମ୍ବା ଟଙ୍କା ଜମା କରିବା ପାଇଁ ଲୋକଙ୍କ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri