ଜାତୀୟ

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ ବିଜ୍ଞାପନରେ ସ୍ତନକୁ ‘ଅରେଞ୍ଜ’ ଭାବେ ଦର୍ଶାଯାଇଥିଲା। ଏଭଳି ଲଜ୍ଜାକର ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ…

ଆଧାର କାର୍ଡ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି; ”ବୟସ ନିର୍ଣ୍ଣୟ କରିବା ଏକ ବୈଧ ଡକ୍ୟୁମେଣ୍ଟ ନୁହେଁ”

ନୂଆଦିଲ୍ଲୀ,୨୫ା୧୦: ଗୁରୁବାର ସୁପ୍ରିମକୋର୍ଟ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ଆଦେଶକୁ ଖଣ୍ଡନ କରିଛନ୍ତି ଯେଉଁଥିରେ କ୍ଷତିପୂରଣ ପ୍ରଦାନ ପାଇଁ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବୟସ ନିର୍ଣ୍ଣୟ କରିବା ପାଇଁ ଆଧାର କାର୍ଡ ଗ୍ରହଣ କରାଯାଇଛି। ଜଷ୍ଟିସ ସଞ୍ଜୟ କରୋଲ…

ଏନ୍‌ଆଇଏର ମୋଷ୍ଟ ଓ୍ବାଣ୍ଟେଡ ଲିଷ୍ଟରେ ଲରେନ୍ସଙ୍କ ଭାଇ ଅନମୋଲ, ଧରାଇ ଦେଲେ ମିଳିବ ୧୦ ଲକ୍ଷ

ମୁମ୍ବାଇ,୨୫।୧୦: ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଏବଂ ତାଙ୍କ ପରିବାରର ସମସ୍ୟା ବଢିବାରେ ଲାଗିଛି। ଏନଆଇଏ ଲରେନ୍ସଙ୍କ ଭାଇ ଅନମୋଲ ବିଷ୍ଣୋଇଙ୍କ ଉପରେ ୧୦ଲକ୍ଷ ଟଙ୍କା ପୁରସ୍କାର ରଖିଛି। ଅନମୋଲ ବିଷ୍ଣୋଇଙ୍କୁ ଏନଆଇଏର ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ସୂଚନାନୁସାରେ, ଅନମୋଲ…

କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ

ପୁଣେ,୨୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି।…

LOC ନିକଟରେ ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ, ୨ ଯବାନ ଶହୀଦ, ୨ ଶ୍ରମିକ ମୃତ

ଶ୍ରୀନଗର,୨୪।୧୦: ଜମ୍ମୁ କଶ୍ମୀରର ଏଲଓସି ନିକଟରେ ଆତଙ୍କବାଦୀ ଆକ୍ରମଣ ହେବାର ଖବର ମିଳିଛି। ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଦୁଇ…

‘ଦାନା’ ଲ୍ୟାଣ୍ଡଫଲ କରିବା ପୂର୍ବରୁ ନିଖୋଜ ହେଲେ ୧୬ ମତ୍ସଜୀବୀ

କୋଲକାତା,୨୪।୧୦: ବାତ୍ୟା ‘ଦାନା’ ଆସିବା ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗର ଶମଶେରଗଞ୍ଜ ଏବଂ ଫରକ୍କା ଅଞ୍ଚଳରେ ପବନ ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ସମୁଦ୍ରରେ ତିନୋଟି ଡଙ୍ଗା ବୁଡ଼ିଯିବା ସହ ୧୬ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା: ଏହି ଦିନ ସମ୍ଭାଳିବେ ପଦ

ନୂଆଦିଲ୍ଲୀ, ୨୪।୧୦: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ତାଙ୍କ ନିଯୁକ୍ତି ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି ଚନ୍ଦ୍ରଚୁଡ ନଭେମ୍ବର ୧୦ରେ ଅବସର ନେଉଛନ୍ତି। ନଭେମ୍ବର ୧୧ରୁ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି…

ଶରଦ ପାଓ୍ବାରଙ୍କ ଦଳ ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା, ଜାଣନ୍ତୁ ଅଜିତଙ୍କ ସହ ଲଢିବାକୁ କାହାକୁ ମିଳିଲା ଟିକେଟ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶରଦ ପାୱାରଙ୍କ ଦଳ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଗୁରୁବାର ଦଳ ପକ୍ଷରୁ ଦିଆଯାଇଥିବା ଘୋଷଣା ଅନୁଯାୟୀ ବାରାମତି ଆସନରୁ ଯୁଗେନ୍ଦ୍ର ପାୱାରଙ୍କୁ ଟିକେଟ ଦିଆଯାଇଛି। ଅନ୍ୟପଟେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ…

ଖୁସି ହେଲେ ସରକାରୀ କର୍ମଚାରୀ, ୫୩ ପ୍ରତିଶତ ବଢିଲା DA

ଜୟପୁର,୨୪।୧୦: ଦୀପାବଳି ଏବଂ ଛଟ ପୂଜା ଭଳି ବଡ଼ ପର୍ବ ପାଖେଇ ଆସିଛି। ଏହି ସମୟରେ ପ୍ରତ୍ୟେକ ଘର ଆଜିକାଲି ପର୍ବ ପାଇଁ ପ୍ରସ୍ତୁତି ହେବାରେ ବ୍ୟସ୍ତ। ତେବେ ପର୍ବ ସମୟ ଘରର ଖର୍ଚ୍ଚ ମଧ୍ୟ ବଢିଥାଏ, କିନ୍ତୁ ଏହି ବଢୁଥିବା…

ବାତ୍ୟା ‘ଦାନା’କୁ ନେଇ ବଡ ଅପଡେଟ, ବଦଳିଯିବ ଗତିପଥ! ପଶ୍ଚିମବଙ୍ଗରେ ୧ଲକ୍ଷ ଲୋକଙ୍କୁ ନିଆଗଲା ସୁରକ୍ଷିତ ସ୍ଥାନ

କୋଲକାତା,୨୪।୧୦: ଘୂର୍ଣ୍ଣିବଳୟ ଦାନାର ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସରକାର ବିଶେଷ ପ୍ରସ୍ତୁତି ଚଳାଇଛନ୍ତି। ଶୁକ୍ରବାର ପର୍ଯ୍ୟନ୍ତ ସ୍କୁଲ ଓ କଲେଜଗୁଡ଼ିକ ବନ୍ଦ ରହିଛି। ଟ୍ରେନ ଏବଂ ବିମାନ ସେବା ମଧ୍ୟ ବାତିଲ ହୋଇଛି । ପଶ୍ଚିମବଙ୍ଗ ସରକାର…

କଂଗ୍ରେସର ବଡ଼ ହୃଦୟ, ସମାଜବାଦୀ ପାର୍ଟି ପାଇଁ ଛାଡିଦେଲା ସମସ୍ତ ଆସନ

ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ଉପ-ନିର୍ବାଚନରେ କଂଗ୍ରେସ ନିଜର ପ୍ରାର୍ଥୀ ଦେବ ନାହିଁ। ଏହା ଘୋଷଣା କରି ଉତ୍ତରପ୍ରଦେଶ କଂଗ୍ରେସ ରାଜ୍ୟ ଦାୟିତ୍ୱରେ ଥିବା ଅବିନାଶ ପାଣ୍ଡେ କହିଛନ୍ତି ଯେ ଆମେ ଇଣ୍ଡିଆ ମେଣ୍ଟ ସମାଜବାଦୀ ପାର୍ଟିର ସମସ୍ତ ପ୍ରାର୍ଥୀଙ୍କୁ…

ମା’, ଭଉଣୀଙ୍କ ବିରୋଧରେ କାହିଁକି କୋର୍ଟ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ପୁରା ଘଟଣା

ଅମରାବତୀ,୨୪।୧୦: ସେପ୍ଟେମ୍ବର ୨୦୨୪ରେ ଜଗନ ମୋହନ ରେଡ୍ଡୀଙ୍କୁ ଲେଖିଥିବା ଏକ ପତ୍ରରେ ତାଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଲା ସେମାନଙ୍କ ପିତା ପିତା ଓ୍ବାଇଏସ୍‌ ରାଜଶେଖରା ରେଡ୍ଡୀ (ଓ୍ବାଇଏସଆର୍‌) ଙ୍କ ନିର୍ଦ୍ଦେଶକୁ ଉଲ୍ଲେଖ କରିଛନ୍ତି। ସେ ଲେଖିଛନ୍ତି, ଏହା ମନେ ରଖିବା ଜରୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri