ଜାତୀୟ

ପ୍ରିୟଙ୍କା-ନଭ୍ୟାଙ୍କ ମଧ୍ୟରେ କାହାର ରହିଛି ଅଧିକ ଶିକ୍ଷାଗତ ଯୋଗ୍ୟତା? ଦୁହିଁଙ୍କ ମଧ୍ୟରେ କଡା ଟକ୍କର

ଓ୍ବାୟନାଡ,୨୪।୧୦: ୱାୟାନାଡ ଲୋକ ସଭା ଉପ-ନିର୍ବାଚନରେ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀଙ୍କ ବିପକ୍ଷରେ ଭାଜପା ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ନଭେମ୍ବର ୧୩ରେ ଏହି ଆସନରେ ମତଦାନ ହେବ। ନାମାଙ୍କନପତ୍ର ଦାଖଲ ସମୟରେ ପ୍ରିୟଙ୍କା ଗାନ୍ଧୀ ତାଙ୍କ ସମ୍ପତ୍ତିର ବିବରଣୀ ପ୍ରଦାନ…

ଶରଦ ପାୱାରଙ୍କୁ ଝଟ୍‌କା ଦେଲେ ସୁପ୍ରିମକୋର୍ଟ: ଅଜିତଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଶରଦ ପାୱାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଅଜିତ ପାୱାରଙ୍କୁ ଘଣ୍ଟା ନିର୍ବାଚନ ପ୍ରତୀକ ବ୍ୟବହାର ନ କରିବା ପିଟିଶନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନିର୍ବାଚନ ପ୍ରତୀକ ଘଣ୍ଟା ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ…

ପ୍ରାର୍ଥିପତ୍ର ଦାଖଲ କଲେ କଳ୍ପନା, ହେଲେ…

ରାଞ୍ଚି,୨୪।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଜେଏମଏମ ସୁପ୍ରିମୋ ଶିବୁ ସୋରେନଙ୍କ ବୋହୂ କଳ୍ପନା ସୋରେନ ମାତ୍ର କିଛି ମାସ ପୂର୍ବରୁ ରାଜନୀତିରେ ଏଣ୍ଟ୍ରି କରିଥିଲେ, କିନ୍ତୁ ଅଳ୍ପ ସମୟ ମଧ୍ୟରେ କଳ୍ପନା ଜେଏମଏମର ସବୁଠାରୁ ଲୋକପ୍ରିୟ ନେତା…

ସଲମାନଙ୍କୁ ୫ କୋଟି ଟଙ୍କାର ଧମକ ଦେଇ ପରିବା ବାଲା ଗିରଫ

ମୁମ୍ବାଇ,୨୪।୧୦: ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି ଯିଏ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମରେ ୫ କୋଟି ଟଙ୍କାର ମାଗିଥିଲେ। ଅକ୍ଟୋବର ୧୮ ରେ ମୁମ୍ବାଇ ଟ୍ରାଫିକ ପୋଲିସକୁ…

ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୪।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ…

ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ

ଚଣ୍ଡିଗଡ଼,୨୪ା୧୦(ପି.ଟି.): ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି। ଜଣେ ସ୍ବାମୀଙ୍କ ସପକ୍ଷରେ ପରିବାର ଅଦାଲତ ଜୁଲାଇରେ ଛାଡ଼ପତ୍ର ଆବେଦନକୁ ମଞ୍ଜୁରୀ ଦେଇଥିବାବେଳେ ହାଇକୋର୍ଟ ଏହାକୁ କାଏମ ରଖିଛନ୍ତି। ଫାମିଲି କୋର୍ଟଙ୍କ ରାୟକୁ ମହିଳା…

ମହାବିକାଶ ଆଘାଡିରେ ଛିଡିଲା ଭାଗବଣ୍ଟା; ଏତିକି ଏତିକି ଆସନରେ ଲଢ଼ିବେ ସମସ୍ତ ଦଳ

ମୁମ୍ବାଇ,୨୩।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ ଆଉ କିଛି ସମୟ ବାକି ଅଛି ଏବଂ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ଆରମ୍ଭ ହୋଇଛି। ସେପଟେ ରାଜ୍ୟରେ ବିରୋଧୀ ଦଳ ମହାବିକାଶ ଆଘାଡିରେ ସିଟ୍ ବଣ୍ଟନ ଉପରେ ମୋହର ବାଜିଛି। ଏହାକୁ ଦୃଷ୍ଟିରେ ରଖି…

୫ ବର୍ଷ ପରେ ମୋଦି-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ପ୍ରଥମ ଆଲୋଚନା

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ସୀମାରେ ଶାନ୍ତି, ପାରସ୍ପରିକ ବିଶ୍ୱାସ ଏବଂ ସମ୍ମାନକୁ ପ୍ରଥମିକତା ଦେବା…

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ ସମାନ କାମ କରୁଥିବା ନଜର ଆସିପାରନ୍ତି। କହିବାର ତାତ୍ପର୍ଯ୍ୟ ତାଙ୍କ କମ୍ପାନୀ ରିଲାଏନ୍ସ ରିଟେଲର…

ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ପ୍ରିୟଙ୍କାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି…

ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ କରିଥିଲେ ଏବଂ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ କଂଗ୍ରେସ ଏମପି…

ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…

ଥିରୁଭାନନ୍ତପୁରମ୍‌,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri