ସରପଞ୍ଚରୁ ଜିଲା ପରିଷଦ ଉପସଭାପତି
ଭବାନୀପାଟଣା,୨୫।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଆଟିଗଁା ୧ ନମ୍ବର ଜୋନ୍ ଜିଲା ପରିଷଦ ସଭ୍ୟା ସୁଧୀରା ମେହେର କଳାହାଣ୍ଡି ଜିଲା ପରିଷଦ ଉପସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଜିଲା ପରିଷଦ ଉପସଭାପତି ନିର୍ବାଚନରେ ବିଜେଡି ପକ୍ଷରୁ…
ପରାଜୟ ପରେ ଏଭଳି କାଣ୍ଡ କଲେ ବିଜେଡି ନେତା
କଣ୍ଟାମାଳ/ବାଉଁଶୁଣୀ,୨୧ା୩(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ସମର୍ଥକଙ୍କ ସହ ଜଣେ ବିଜେଡି ନେତା ୨ ଜଣଙ୍କୁ ଅପହରଣ ପରେ ମାଡ଼ ମାରିଥିବା ନେଇ ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଶଗଡା…
୧୪ ସମିତି ସଭ୍ୟଙ୍କ ସମର୍ଥନରେ ଜିତିଲେ ସୁନୀଲ
ସାକ୍ଷୀଗୋପାଳ, ୧୨।୩(ଡି.ଏନ.ଏ): ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନରେ ସତ୍ୟବାଦୀ ବ୍ଲକରେ ବିଜୁ ଜନତା ଦଳ ସମର୍ଥିତ ପ୍ରାର୍ଥୀ ସୁନୀଲ କୁମାର ପଣ୍ଡା ବିଜୟୀ ହୋଇଛନ୍ତି। ସେ ୧୪ ସମିତି ସଭ୍ୟଙ୍କ ସମର୍ଥନ ପାଇଥିଲେ। ତାଙ୍କ ସହିତ ପ୍ରତିଦ୍ବନ୍ଦିତା କରୁଥିବା ଭାଜପା ସମର୍ଥିତ…
ଲାଞ୍ଜିଗଡ଼ରେ ୨୦ ବର୍ଷର ଗଡ଼ ଭାଙ୍ଗିଲା
ଲାଞ୍ଜିଗଡ,୧୨।୩(ଡି.ଏନ.ଏ.): ଦୀର୍ଘ ୨୦ବର୍ଷ ପର୍ଯ୍ୟନ୍ତ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ କବଜାରେ ରହିଥିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ପଦବୀ । ହେଲେ ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନରେ ଏଥିରେ ହୋଇଛି ପରିବର୍ତ୍ତନ। ସକାଳ ୯ଟାରେ ଅଜ୍ଞାତବାସରେ ଥିବା ୨୬ ପଞ୍ଚାୟତରେ ନିର୍ବାଚିତ…
ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ
କଣ୍ଟାପଡା,୧୨ା୩(ଡି.ଏନ୍.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ କେନ୍ଦ୍ରକରି ଗୋଟିଏ ଗୋଷ୍ଠୀ ଭୋଟ ପୁନଃଗଣତି ଦାବିକରି ପ୍ରିଜାଇଡିଂ ଅଫିସର ଓ କଣ୍ଟାପଡା ବିଡିଓଙ୍କୁ…
ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ
ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା, ଧୋଡ୍ରା, ଭାଲୁକୁନାଡି ଏବଂ ଫୁପୁଗାଁ ପଞ୍ଚାୟତରେ କୋରମ ଅଭାବ ଯୋଗୁ ନାଏବ ସରପଞ୍ଚ…
ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା
ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୩ (ଡି.ଏନ.ଏ.): ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ସମୟରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଏବଂ ବଡ଼ବାହାଲ ଗ୍ରାମ ପଞ୍ଚାୟତରେ ୪ ଜଣ ୱାର୍ଡ ସଭ୍ୟଙ୍କୁ ଅପହରଣ ଅଭିଯୋଗ ହୋଇଛି। ଏହାସହିତ ସାହାଜବାହାଲ ପଞ୍ଚାୟତରେ ଭୋଟବାକ୍ସକୁ କେତେଜଣ…
ବୃଦ୍ଧାଙ୍ଗୁଳି ଛାପରେ ମତଦାନ ବୈଧ: ଉପଜିଲାପାଳ
ହାଟଡିହୀ,୬।୩(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ନିର୍ବାଚନ ଶେଷ ହୋଇଛି। କେତେକ ପଞ୍ଚାୟତରେ ନିର୍ବାଚନୀ ଫଳାଫଳକୁ ନେଇ ଅସନ୍ତୋଷ ଦେଖାଦେଇଛି l ଅନୁସାରେ, ଶଢା ପଞ୍ଚାୟତ ୧୪ ୱାର୍ଡକୁ ନେଇ ଗଠିତ। ସରପଞ୍ଚ ପଦବୀ ପାଇଁ ଭାରତୀ ପାତ୍ର ଖୋଲାବହି,…
ଚର୍ଚ୍ଚାରେ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ପଦ
ବ୍ରହ୍ମପୁର ଅଫିସ,୫ା୩: ଗଞ୍ଜାମ ଜିଲା ପରିଷଦ ନିର୍ବାଚନରେ ବିଜେଡି ନିରଙ୍କୁଶ ସଂଖ୍ୟା ଗରିଷ୍ଠ ହୋଇଛି। ୬୯ ଜୋନ୍ରୁ ୬୭ଟିରେ ବିଜେଡି ପ୍ରାର୍ଥୀମାନେ ନିର୍ବାଚିତ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି। ଅର୍ଦ୍ଧେକ ଜୋନ୍ ନିୟମ ପ୍ରକାରେ ମହିଳାଙ୍କ ପାଇଁ ସଂରକ୍ଷିତ ଥିବା ସ୍ଥଳେ…
ରେକର୍ଡ ବ୍ୟବଧାନରେ ଜିତିଲେ ସରପଞ୍ଚ, ସମିତିସଭ୍ୟ
ଝୁମ୍ପୁରୀ,୫ା୩(ଡି.ଏନ.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍ରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ପରେ ଚମ୍ପେଇପାଳ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ସର୍ବାଧିକ ଭୋଟ୍ ବ୍ୟବଧାନରେ ଜିତି ରେକର୍ଡ କରିଛନ୍ତି। ବିଜେଡି ସମର୍ଥନରେ ସରପଞ୍ଚ ପ୍ରାର୍ଥୀଭାବେ ଲଢୁଥିବା ହିମାଂଶୁ କୁମାର ନାୟକ ୩୬୯୨…
ଦୌଡ଼ରେ ଗତିକୃଷ୍ଣ, ନାରାୟଣ
ବାଲେଶ୍ୱର ଅଫିସ, ୩ା୩: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଲେଶ୍ୱର ଜିଲାରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ବେଳେ ଆଗାମୀ ୧୪ତାରିଖରେ ହେବାକୁ ଥିବା ଜିଲାପରିଷଦ ଅଧ୍ୟକ୍ଷ ପଦ ପାଇଁ ଅଙ୍କକଷା ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ଜିଲାପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ…
ଭୋଟ୍ ଗଣତିକୁ ନେଇ ଅସନ୍ତୋଷ: ପୁନଃ ଗଣନା ଦାବି
କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ସରପଞ୍ଚ ପ୍ରାର୍ଥିନୀ ନିର୍ମଳା ଦେହୁରୀ ପୁନଃ ଭୋଟ ଗଣନା ଦାବି କରିଛନ୍ତି। ଏନେଇ ବୁଧବାର ସଦର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଭୋଟ ଗଣନା ବେଳେ ଉପସ୍ଥିତ ଥିବା ତାଙ୍କ ଏଜେଣ୍ଟ ମଙ୍ଗଳୁ ଚରଣ…
Archives


