ପଞ୍ଚାୟତ ଇଲେକ୍ସନ

ବୁଗୁଡ଼ା ବ୍ଲକର ବାଲିପଦର, କାଦପଡ଼ାରେ ୨ ପିଙ୍କ୍‌ ବୁଥ୍‌

ବୁଗୁଡ଼ା,୧୭।୨(ଡି.ଏନ.ଏ.) ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ୧୮ରେ ଭୋଟ ଗ୍ରହଣ ହେବ। ବୁଗୁଡ଼ା ବ୍ଲକର ୨୮୭ଟି ବୁଥ୍‌ ମଧ୍ୟରୁ ବାଲିପଦର ଗ୍ରାମସ୍ଥ ନୋଡାଲ୍‌ ଉଚ୍ଚ…

2 years ago

୧୫ ଜଣଙ୍କୁ କାରଣଦର୍ଶାଅ ନୋଟିସ: ନିର୍ବାଚନ କାର୍ଯ୍ୟରେ ଯୋଗଦେଇନାହାନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୭।୨(ଡି.ଏନ.ଏ): ନିର୍ବାଚନ କାର୍ଯ୍ୟ ଏକ ସାମ୍ବିଧାନିକ କାର୍ଯ୍ୟ। ଏହି କାର୍ଯ୍ୟ ସମ୍ପାଦନ ସକାଶେ ନିର୍ଦ୍ଦେଶ ପାଇଥିବା ପ୍ରତ୍ୟେକ ସରକାରୀ କର୍ମଚାରୀ ଏଥିରେ ସହଯୋଗ କରିବା ଆବଶ୍ୟକ। ଗଞ୍ଜାମ…

2 years ago

୩ ଗ୍ରାମବାସୀଙ୍କ ଭୋଟ ବର୍ଜନ

ଫୁଲବାଣୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହୋଇଛିା କ.ନୂଆଗଁା ବ୍ଲକର ଜିରିଡିକିଆ ପଞ୍ଚାୟତରେ ସାମିଲ ହୋଇଥିବା ୩ ଗ୍ରାମବାସୀ ଭୋଟ…

2 years ago

ଭୋଟ ଦେଲେନି ୬୮ ଭୋଟର

ଖୁଣ୍ଟା,୧୭।୨(ଡି.ଏନ.ଏ.) ତ୍ରୁଟିପୂର୍ଣ୍ଣ ଭୋଟର ତାଲିକାକୁ କେନ୍ଦ୍ରକରି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବଡ଼ଫେଣି ପଞ୍ଚାୟତର ଏକ ବୁଥ୍‌ରେ ବୁଧବାର ଭୋଟ ବର୍ଜନ କରାଯାଇଛି। ଏହି ପଞ୍ଚାୟତର ସାର୍ଜମଡ଼ିହି…

2 years ago

ଭୋଟବାକ୍ସ ଲକ୍‌ ନ ହେବାରୁ କର୍ମଚାରୀ ହଟହଟା

ଜଳେଶ୍ୱର, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର କେତେକ ବୁଥ୍‌ରେ କଁା ଭଁା ଉତ୍ତେଜନା ପ୍ରକାଶ ପାଇଥିଲା। ଗୋପୀମୋହନପୁର ପଞ୍ଚାୟତ ୬ନଂ. ବୁଥ୍‌ ଗୋପୀମୋହନପୁର ଓ ୧…

2 years ago

ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌, ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍‌ ଅଭିମୁଖେ ବାହାରିଛନ୍ତି…

2 years ago

ଜିଲା ପରିଷଦ ସଭାପତି ନିର୍ବାଚନ ପାଇଁ ନୂଆ ନିୟମ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨୦୨୨ ଜାନୁୟାରୀ ୭ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ୫୯୩ ଅନୁସାରେ ରାଜ୍ୟ ସରକାର ଓଡ଼ିଶା ଜିଲା ପରିଷଦ ନିର୍ବାଚନ…

2 years ago

ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା ଓ…

2 years ago

ନିର୍ବାଚନ କମିଶନଙ୍କୁ ଭେଟିଲେ ଭାଜପା, ବିଜେଡି

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଜରିଆରେ ଭୋଟ ହାତେଇବାର ହୀନ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି ା ଶାସକ ଦଳର ପ୍ରତ୍ୟକ୍ଷ ପ୍ରରୋଚନାରେ ପ୍ରିଜାଇଡିଂ…

2 years ago

କାହା କଥା ସତ: ବିରୋଧୀ ନା ଶାସକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଶେଷ ହୋଇଯାଇଛି। ନିର୍ବାଚନ ପୂର୍ବରୁ କେତେକ ସ୍ଥାନରେ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ସେହିପରି…

2 years ago