ପଞ୍ଚାୟତ ଇଲେକ୍ସନ

ଭୋଟ ବର୍ଜନ କରିବେ ୭ଶହ ଭୋଟର

ବାରିପଦା ଅଫିସ,୩ା୨: ମୌଳିକ ସୁବିଧାରୁ ବଞ୍ଚିତ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ପୂର୍ଣ୍ଣଚନ୍ଦ୍ରପୁର ପଞ୍ଚାୟତ କମଳାଶୋଳ ଗ୍ରାମବାସୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ…

2 years ago

ଭୋଟର ତାଲିକାରେ ଶତାଧିକଙ୍କ ନାଁ ନାହିଁ

ହାଟଡିହୀ,୩ା୨(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତ କନକପା ଗ୍ରାମ ୧୦ନଂ. ୱାର୍ଡର ଶତାଧିକ ଭୋଟରଙ୍କ ନାଁ ତାଲିକାରେ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।…

2 years ago

ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା ଚଳାଇଛନ୍ତି ସଂଗ୍ରାମ

ବନ୍ତ,୩ା୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନରେ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତରେ ୪ଜଣ ସରପଞ୍ଚ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। କଂଗ୍ରେସ ସିପିଆଇ ମେଣ୍ଟ, ବିଜେଡି ଏବଂ…

2 years ago

ବିଜେଡି ରଣନୀତି ଆଗରେ ବିରୋଧୀ ଦଳ ଫିକା

ଖୋର୍ଦ୍ଧା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲାରେ ପ୍ରଚାର ଜମି ଆସିଲାଣି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ପ୍ରାର୍ଥୀମାନେ…

2 years ago

ନିର୍ବାଚନ ମଇଦାନରେ ଧର୍ମଶାଳା ବିଧାୟକଙ୍କ ଭାଇ

ଧର୍ମଶାଳା,୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବହୁ ନେତାଙ୍କ ସମ୍ପର୍କୀୟ ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି। ଏହିକ୍ରମରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ସାନଭାଇ ପ୍ରଭାତ କୁମାର ବଳବନ୍ତରାୟ…

2 years ago

ପଞ୍ଚାୟତ ନିର୍ବାଚନ: ଗାଁ, ଛକ, ବଜାର କମ୍ପୁଛି

ମାର୍ଶାଘାଇ,୩।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମାର୍ଶାଘାଇ ବ୍ଲକର ୨୪ ଟି ପଞ୍ଚାୟତରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଚିହ୍ନ ପାଇବା…

2 years ago

୨୪ରେ ଚୂଡ଼ାନ୍ତ ଭୋଟର ଲିଷ୍ଟ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ଭୋଟର ତାଲିକାକୁ ଆଧାର କରି ପୌର ନିର୍ବାଚନ ପାଇଁ…

2 years ago

ପ୍ରଚାର ବେଳେ ସରପଞ୍ଚ ପ୍ରାର୍ଥୀଙ୍କ ସ୍ବାମୀଙ୍କୁ ହତ୍ୟା ଧମକ

ବରଗଡ଼ ଅଫିସ୍‌,୨।୨: ତ୍ରିସ୍ତରୀୟ ପଞ୍ଚାୟତ ଭୋଟକୁ ନେଇ ବରଗଡ଼ ଜିଲାରେ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଜୋର୍‌ ଧରିଥିବା ବେଳେ ପ୍ରାକ୍‌ ନିର୍ବାଚନୀ ହିଂସା ଚର୍ଚ୍ଚାର ବିଷୟ ହୋଇଛି।…

2 years ago

ପ୍ରଚାର ମଇଦାନରେ ବିଜେଡି ପ୍ରାର୍ଥୀ, ମଙ୍ଗ ଧରିଛନ୍ତି ବିଧାୟକ

କୋକସରା,୨।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରଚାରରେ ଉଠୁଛି ପଡୁଛି ଗାଁ ଦାଣ୍ଡ । ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ବାହାରି ଭୋଟରଙ୍କ ନିକଟରେ ନିଜ ସପକ୍ଷରେ ଭୋଟ…

2 years ago

ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କଲେ ବ୍ରହ୍ମପୁର ବିଧାୟକ

ରାଇକିଆ,୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଜେଡି ପକ୍ଷରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ବୁଧବାର ମଣ୍ଡକିଆ ଓ ପେଟାପାଙ୍ଗାଠାରେ ଅନୁଷ୍ଠିତ…

2 years ago