ପଞ୍ଚାୟତ ଇଲେକ୍ସନ

ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ

ଜଗତ୍‌ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ…

2 years ago

ସର୍ବକନିଷ୍ଠ ସରପଞ୍ଚ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ

ଶେରଗଡ଼,୩୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ ବ୍ଲକର ଦୁଇଟି ପଞ୍ଚାୟତ ଖିରିଡା ଓ ଧନନ୍ତରରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱି ରହିଛନ୍ତି। ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା…

2 years ago

ଫ୍ୟାଶନ୍‌ ମଡେଲିଂରୁ ସରପଞ୍ଚ ପ୍ରାର୍ଥୀ

ବଲାଙ୍ଗୀର ଅଫିସ,୩୧ା୧: ଚଳିତ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚୂଡାପାଲି ଗ୍ରାମ ପଞ୍ଚାୟତ ଭିନ୍ନ ଏକ ଦିଗରୁ ଚର୍ଚ୍ଚାର ପରିସରକୁ ଆସିଛି। ଏହି ପଞ୍ଚାୟତରେ…

2 years ago

ଜିଅନ୍ତା ମାଛ ଧରି ସରପଞ୍ଚ ପ୍ରାର୍ଥିନୀଙ୍କ ପ୍ରଚାର

ନବରଙ୍ଗପୁର,୩୧ା୧(ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭଗବତୀ ଭତରା(ମାଛଚିହ୍ନ), ହରପ୍ରିୟା ନାୟକ(ସୂର୍ଯ୍ୟ), ଲକ୍ଷ୍ମୀ…

2 years ago

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ…

2 years ago

ପୁରୁଖା କଂଗ୍ରେସ ପ୍ରାର୍ଥୀଙ୍କୁ ଟକ୍କର ଦେବେ ଦୁଇ ନୂଆ ମୁହଁ

ଉମରକୋଟ,୩୦ା୧(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ଜୋନ୍‌ ୧ ଜିଲା ପରିଷଦ ଆସନରେ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ସମ୍ଭାବନା ରହିଛି। ଏହି…

2 years ago

ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ ଚେତାବନୀ

ନବରଙ୍ଗପୁର, ୩୦ା୧ (ବି.ପ୍ର.)-ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଚିକିଲି ଗ୍ରାମରେ ଗ୍ରାମବାସୀ ଯାତାୟାତ ପାଇଁ ଦୀର୍ଘ ଦିନ ହେବ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମ ଭିତରେ…

2 years ago

ବିଷମକଟକରେ ସୁଧୀର, ସାରକାଙ୍କ ପାଇଁ ସମ୍ମାନର ପ୍ରଶ୍ନ

ବିଷମକଟକ,୩୦ା୧(ଡି.ଏନ୍‌.ଏ.) ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ସ୍ଥାନରେ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ସରିବା ପରେ ପ୍ରାର୍ଥୀଙ୍କୁ ଚିହ୍ନ ମିଳିଛି। ଏବେ ନେତାମାନେ ନିଜ ନିଜ ପ୍ରାର୍ଥୀଙ୍କୁ ବିଜୟୀ…

2 years ago

ତେନ୍ତୁଳିଗୁମ୍ମା ପଞ୍ଚାୟତ ସରପଞ୍ଚ, ସମସ୍ତ ଓ୍ବାର୍ଡମେମ୍ବର, ସମିତିସଭ୍ୟ ଅପ୍ରତିଦ୍ୱନ୍ଦ୍ୱୀ

ବୈପାରିଗୁଡ଼ା, ୩୦ା୧(ଡି.ଏନ୍‌.ଏ.) ବୈପାରିଗୁଡ଼ା ବ୍ଲକରେ ୨୪ ତାରିଖରେ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବୈପାରିଗୁଡ଼ା ବ୍ଲକରେ ୨୦…

2 years ago

ଆଦିବାସୀ ନୃତ୍ୟ, ସଙ୍ଗୀତ ଭିଡିଓ ଜରିଆରେ ଚାଲିଛି ପ୍ରଚାର

ମାଲକାନଗିରି,୩୦ା୧(ଡି.ଏନ୍‌.ଏ.) ଆଦିବାସୀ ବହୁଳ ମାଲକାନଗିରି ଜିଲାରେ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ସୋସିଆଲ ମିଡିଆ ପ୍ରଚାର ଚାଲିଛି। ଆଗଧାଡ଼ିର ନେତା ଓ କର୍ମୀମାନେ ବିଭିନ୍ନ ନୃତ୍ୟ ଓ…

2 years ago