ପଞ୍ଚାୟତ ଇଲେକ୍ସନ

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଗଞ୍ଜାମ,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଥିବା ଜଣାପଡ଼ିଛି। ପୂର୍ବରୁ ଚି଼ହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ଗୁଡ଼ିକରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ନ ହେବା ଲାଗି ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ରମ୍ଭା...

ବୁଥ୍‌ ଜବରଦଖଲ ଅଭିଯୋଗ

ନୟାଗଡ଼ ଅଫିସ,୨୦ା୨: ନୟାଗଡ଼ ବ୍ଲକର ୪ ଜିଲା ପରିଷଦ ଜୋନର ୨୯ ପଞ୍ଚାୟତରେ ଭୋଟଗ୍ରହଣ ଚାଲିଛି। ଏହାର ହରିପୁରର ୧୨ ନଂ ବୁଥ୍‌ରେ ଜବରଦଖଲ କରାଯାଇ ମତଦାନ ଚାଲିଥିବା ଅଭିଯୋଗ ହୋଇଛି। ବିରୋଧୀ ଦଳର ଏଜେଣ୍ଟ ବୁଥରୁ କାଢ଼ିଦେବା ସହ...

ବାଲଟ ପେପରରେ ନୋଟା ଲେଖିଲେ

ସମ୍ବଲପୁର,୨୦।୨(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜିଲାପରିଷଦ ଜୋନ-୨ର ପ୍ରାର୍ଥୀମାନଙ୍କ ତାଲିକା ଥିବା ଏକ ବାଲଟ୍‌ ପେପର ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଉକ୍ତ ପେପରରେ ପ୍ରାଥମିକ ଶିକ୍ଷକ ନାହିଁ ତ ଭୋଟ ନାହିଁ ବୋଲି ଉଲ୍ଲେଖ ରହିଛି। ସେହିପରି...

ଭୋଟରେ ପରୀ ହତ୍ୟା,ଚିନିକଳ ତାତି

ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ନିର୍ବାଚନମଣ୍ଡଳୀ ଅଧୀନ ନୟାଗଡ଼ ବ୍ଲକର ୧୨,୧୩,୧୪ ଓ ୧୫ ନଂ.ଜୋନ୍‌ ଏବଂ ଓଡ଼ଗାଁ ବ୍ଲକର ୧  ଓ ୨ ନଂ. ଆଦି ୬ ଜୋନ୍‌ ରହିଛି । ସେଥିମଧ୍ୟରୁ ଓଡ଼ଗାଁ ବ୍ଲକର ୧ ଓ ୨...

ନେତା ବଦଳୁଛନ୍ତି, ବଦଳୁ ନାହିଁ ଗାଁର ଚିତ୍ର

ନୟାଗଡ଼ ଅଫିସ,୨୦।୨: ଆଦିବାସୀ ଓ ଦଳିତ ବହୁଳ ଦଶପଲ୍ଲା ବ୍ଲକରେ ନେତା ବଦଳି ଚାଲିଥିଲେ ମଧ୍ୟ ଗାଁର ରୂପରେଖ ବଦଳି ପାରୁନି । ଏଣୁ ନେତା ,ପ୍ରଶାସନ ଓ ସରକାରଙ୍କ ଉପରେ ବିଭିନ୍ନ ସମୟରେ ସ୍ଥାନୀୟ ଜନ ସାଧାରଣ ଅସନ୍ତୋଷ...

ଅନ୍ଧାରରେ ରହିଛି ଗୋପ ବ୍ଲକର ଷ୍ଟ୍ରଙ୍ଗ୍‌ରୁମ୍‌

ଗୋପ, ୨୦।୨(ଡି.ଏନ୍‌.ଏ.): ଗୋପ ବ୍ଲକର ଷ୍ଟ୍ରଙ୍ଗରୁମ ଅନ୍ଧାରରେ ରହିଛି। ହେଲେ କେତେକ ପୋଲିସ କେବଳ ମୋବାଇଲ ଲାଇଟ୍‌ ପକାଇ ଷ୍ଟ୍ରଙ୍ଗରୁମକୁ ଜଗି ରହିଛି। ନିର୍ବାଚନ ଚାଲିଥିବାବେଳେ ଷ୍ଟ୍ରଙ୍ଗରୁମ ଏଭଳି ଅନ୍ଧାରରେ ରହିବାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।...

୨୩ରେ ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ଏବଂ ବୁଥ୍‌ ଜବରଦଖଲ ଏକ ସାଧାରଣ କଥାରେ...

ଆଜି ତୃତୀୟ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚି ଯାଇଛନ୍ତି। ଏହି...

୪୫ ବୁଥ୍‌ରେ ଆସନ୍ତା ୨୩ରେ ହେବ ସାନି ମତଦାନ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ହୋଇଥିବା ବୁଥ୍‌ରେ ସାନି ମତଦାନ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା ୨୩ରେ ୪ଟି ଜିଲା ଅର୍ଥାତ୍‌ ଯାଜପୁର, ଢେଙ୍କାନାଳ, ପୁରୀ, ଭଦ୍ରକର ୪୫ଟି ବୁଥ୍‌ରେ...

ନିର୍ବାଚନ ପରବର୍ତ୍ତୀ ହିଂସା ବଢୁଛି: ସାଧାରଣରେ ଉଦ୍‌ବେଗ

ହିଞ୍ଜିଳିକାଟୁ,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ବଢୁଛି। ବ୍ଲକରେ ଗତ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି। ଶୁକ୍ରବାର ଦୟାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବି. ଆପେୟା ରାଜନୈତିକ ଆକ୍ରମଣ ଶିକାର ହୋଇଥିବା...

ବିଜେଡିର ବିଜୟଧାରାକୁ ବ୍ରେକ୍‌ ଦେବା ପାଇଁ ଭାଜପାର ଜୋରଦାର ପ୍ରୟାସ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ୨୯ ନମ୍ବର ଜୋନ୍‌ ଅଣସଂରକ୍ଷିତ ରହିଛି। ଏହି ସିଟ୍‌ରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଫେବୃୟାରୀ ୨୪ରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଜୋନ୍‌ରେ ମୋଟ୍‌ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା...

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ: ୨୬୨ ବୁଥ୍‌କୁ ଗଲେ ନିର୍ବାଚନ କର୍ମଚାରୀ

କୋକସରା,୧୯ା୨(ଡି.ଏନ୍‌.): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ରବିବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୭...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri