Odisha Elections 2024

ପଞ୍ଚାୟତ ଇଲେକ୍ସନ

ମତ ସାବ୍ୟସ୍ତ ପାଇଁ ବୁଥ୍‌କୁ ଟେକା ହୋଇ ଆସିଲେ ଶତାୟୁ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍‌ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ ସାହୁ। ନିଜର ମତ ସାବ୍ୟସ୍ତ କରିବା ପାଇଁ ସେ ଟେକା ହୋଇ ବୁଥ୍‌କୁ...

ଇତିହାସ ପୁନରାବୃତ୍ତି ଲକ୍ଷ୍ୟରେ ବିଜେଡି

ଖଇରା, ୧୬।୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୪ନଂ. ଖଇରା ଜୋନରେ ଚଳିତ ପଞ୍ଚାୟତ ନିର୍ବାଚନରେ ୫ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଳାଇଛନ୍ତି । ବିଜେଡିରୁ ରଶ୍ମିତା ମହାପାତ୍ର, ଭାଜପାରୁ ରାଜେଶ କୁମାର ରାଉତ, କଂଗ୍ରେସରୁ ପ୍ରଶାନ୍ତ କୁମାର...

ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ

ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ ପଡିବା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ...

ନିର୍ବାଚନୀ ହିଂସା: ୫ ଗୁରୁତର

ବ୍ରହ୍ମଗିରି,୧୬।୨(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଏକ ଗୋଷ୍ଠୀର ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରାହାଡମଲ୍ଲ...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ ଏବଂ ଲାଠିକଟା ବ୍ଲକର ୯ଟି ଜିଲା ପରିଷଦ ଜୋନରେ ବର୍ତ୍ତମାନ ସୁଦ୍ଧା...

ଭୋଟ ବେଳେ ଗଣ୍ଡଗୋଳ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଘଷିପୁରା ପଞ୍ଚାୟତରେ ୨୫ଟି ପଞ୍ଚାୟତ ଓ ୩ଟି ଜିଲାପରିଷଦ ଜୋନ ନିମନ୍ତେ ଚାଲିଛି ମତଦାନ। ସକାଳୁ ସକାଳୁ ଭୋଟ ଦେବାକୁ...

ବୁଥ୍‌ ଜବରଦଖଲକୁ ନେଇ ଉତ୍ତେଜନା

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। ବ୍ଲକ ର ୧,୨,୩ ଓ ୪ ଜୋନ୍‌ର ୩୬ ପଞ୍ଚାୟତରେ ନିର୍ବାଚନ ଚାଲିଛି। ଶରଣକୁଳ...

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ସକାଳୁ ଲମ୍ବା ଲାଇନ୍‌ରେ ଭୋଟର

ଫୁଲବାଣୀ ଅଫିସ,୧୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। କନ୍ଧମାଳ ଜିଲାର କ.ନୂଆଗାଁ ବ୍ଲକର ୧ ନମ୍ବର ଜୋନ, ବାଲିଗୁଡା ବ୍ଲକର ୧୫, ୧୬ ନମ୍ବର ଜୋନ୍‌ରେ ସକାଳ ୭ଟାରୁ...

୧୦୫ ଅତି ଉତ୍ତେଜନା ପ୍ରବଣ ବୁଥ୍‌ ଚିହ୍ନଟ

ନିମାପଡ଼ା,୧୬।୨(ଡି.ଏନ୍‌.ଏ.):  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନିମାପଡ଼ା ବ୍ଲକରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ୧୮ତାରିଖରେ ନିମାପଡ଼ା ବ୍ଲକର ୪ଟି ଜିଲା ପରିଷଦ ଜୋନ, ୩୨ ପଞ୍ଚାୟତର ୩୨ ସରପଞ୍ଚ, ୩୨ ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ।...

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସକାଳ ୭ ଟାରୁ ବୁଥ୍‌ଗୁଡ଼ିକରେ ମତଦାନ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ରେ ୧୬୬୯ ଗ୍ରାମପଞ୍ଚାୟତରେ ଜିଲା...

ପୋଲିଂ ଅଧିକାରୀଙ୍କୁ ମତଦାନ ସୁଯୋଗ ମିଳୁ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭାରତୀୟ ସମ୍ବିଧାନରେ ମତଦାନ ହେଉଛି ନାଗରିକର ଗଣତାନ୍ତ୍ରିକ ଅଧିକାର। ଏଥିରୁ କାହାରିକୁ ବଞ୍ଚିତ କରାଯାଇପାରିବ ନାହିଁ। ଏପରିକି ନିର୍ବାଚନ କମିଶନଙ୍କ ମଧ୍ୟ ଏହି କ୍ଷମତା ନାହିଁ। ନିର୍ବାଚନ ପରିଚାଳନା ପାଇଁ ସରକାରୀ କର୍ମଚାରୀଙ୍କ ସମେତ ବହୁ ସଂଖ୍ୟାରେ ମାନବ...

ଦୁର୍ନୀତିକୁ ନୀତି କରୁଛନ୍ତି ରାଜ୍ୟ, କେନ୍ଦ୍ର ସରକାର: ନିରଞ୍ଜନ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଗଣତନ୍ତ୍ରରେ ସୁଧାର ଆଣିବା ପରିବର୍ତ୍ତେ ଶାସନରେ ଥିବା ଦଳମାନେ ଏହାର ଅପବ୍ୟବହାର କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି। ମଙ୍ଗଳବାର ରାଜ୍ୟ କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପିସିସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri