ପଞ୍ଚାୟତ ଇଲେକ୍ସନ

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଖୋର୍ଦ୍ଧା ଅଫିସ,୧୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଏହି ସମୟରେ କୌଣସି ସରକାରୀ କାର୍ଯ୍ୟକ୍ରମ କିମ୍ବା ସରକାରଙ୍କ ବିକାଶମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇପାରିବ ନାହିଁ। ଏଥିଲାଗି...

ହୃଦ୍‌ଘାତରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ

ବଇଣ୍ଡା,୧୬ା୨(ଡି.ଏନ.ଏ.): ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ପାଇଁ ପ୍ରିଜାଇଡିଂ ଅଫିସର ନିଯୁକ୍ତ ହୋଇଥିବା ଜଣେ ଶିକ୍ଷକଙ୍କ ମଙ୍ଗଳବାର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ...

ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚିଯାଇଛନ୍ତି। ମତଦାନ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ...

ପୋଲିଂ, ପ୍ରାର୍ଥୀଙ୍କ ଏଜେଣ୍ଟମାନଙ୍କ ଲାଗି କଟକଣା କୋହଳ ହେଉ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଆଦୌ ସ୍ପଷ୍ଟ ନୁହେଁ। ଶାସକ ଦଳ ଏବଂ ସେମାନଙ୍କ କର୍ମୀଙ୍କୁ ସୁହାଇଲା ଭଳି ଆଇନକାନୁନ ପ୍ରଚଳିତ କରୁଥିବାବେଳେ ସାମୂହିକ ସ୍ବାର୍ଥ ଓ ହିତକୁ ରାଜ୍ୟ ସରକାର ଅଣଦେଖା...

ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାମରେ ମାମଲା

ସମ୍ବଲପୁର,୧୬ା୨(ବ୍ୟୁରେ): ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ନାମରେ କ୍ଷେତରାଜପୁର ଥାନାରେ ମାମଲା ରୁଜୁ ହୋଇଛି। ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା (ନଂ.୪୨/୨୧) ରୁଜୁ କରିଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ...

ଭୋଟ ପାଇଁ ୧୩ ପରିଚୟପତ୍ର, ଏକାଧିକ ପ୍ରାର୍ଥୀଙ୍କୁ ଦେଲେ ନାକଚ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଫେବୃୟାରୀ ୧୬ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ର ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ,...

ବାଲିଗୁଡା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ଚେତାବନୀ

ବାଲିଗୁଡା,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାଇନପଡା ଗ୍ରାମ ପଞ୍ଚାୟତର ୬ୱାର୍ଡବାସୀ ତଥା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ପାଇଁ ଚେତାବନୀ ଦିଆଯାଇଛି। ନୂତନ ପଞ୍ଚାୟତ ଗଠନ ଓ ମୌଳିକ ସମସ୍ୟାର ସମାଧାନ ପାଇଁ ଆଗାମୀ...

ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ

ବାଲିଗୁଡ଼ା,୧୪।୨(ଡି.ଏନ.ଏ.): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୧୬ରେ କନ୍ଧମାଳ...

ପଞ୍ଚାୟତ ନିର୍ବାଚନ: ହେବିୱେଟ୍‌ଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଗୁଣପୁର,୧୪ା୨(ଡି.ଏନ୍‌.ଏ.)  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ୧୬ରୁ ଆରମ୍ଭ ହେବ। ଏହି କ୍ରମରେ ରାୟଗଡ଼ା ଜିଲା ଗୁଣପୁର ନିର୍ବାଚନ ମଣ୍ଡଳୀ ଅଧୀନ ଚନ୍ଦ୍ରପୁରରେ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ସେହିପରି ରାମନାଗୁଡ଼ା ଓ ଗୁଣପୁରରେ ୧୮...

କମ୍ପୁଛି ପ୍ରଚାର ମଇଦାନ

ଢେଙ୍କାନାଳ ଅଫିସ, ୧୪ା୨: ଜୋର୍‌ ଧରିଛି ପ୍ରଚାର। କମ୍ପୁଛି ମଇଦାନ। ଚାଲିଛି ଆରୋପ-ପ୍ରତ୍ୟାରୋପ। ଏସବୁ ଭିତରେ ବିକାଶର ସ୍ବପ୍ନ ଦେଖାଇ ଭୋଟରଙ୍କ ନିକଟତର ହେଉଛନ୍ତି ପ୍ରାର୍ଥୀ। ମତଦାନ ତାରିଖ ପାଖେଇ ଆସୁଥିବାବେଳେ ମଇଦାନକୁ ଓହ୍ଲାଇଛନ୍ତି ତୁଙ୍ଗନେତା, ଯାହାକୁ ନେଇ ଉଷ୍ମ...

ଏଥର ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଛେଣ୍ଡିପଦା,୧୪ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ତାରିଖ ଯେତିକି ପାଖଉଛି ଗାଁ ରାଜନୀତି ସେତିକି ସରଗରମ୍‌ ହେଉଛି। ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୩୪ଟି ପଞ୍ଚାୟତ ଓ ୪ଟି ଜିଲା ପରିଷଦ ଜୋନ୍‌ରେ ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ୍‌ ଆସନ୍ତା ୧୮ ତାରିଖରେ...

ବିଜେଡି ଗଡ଼ରେ ତୀବ୍ର ଲଢ଼େଇ

ଢେଙ୍କାନାଳ ଅଫିସ, ୧୪ା୨: ଢେଙ୍କାନାଳ ଜିଲା ଗଁଦିଆ ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ୧୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ମତଦାନକୁ ହାତଗଣତି ଦିନ ବାକି ରହିଥିବାବେଳେ ପ୍ରଚାର ମଇଦାନ ସରଗରମ ହୋଇଉଠିଛି। ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଭୋଟରଙ୍କୁ ନିଜ ପକ୍ଷକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri