ପଞ୍ଚାୟତ ଇଲେକ୍ସନ

ଯୋଡ଼ାରେ ରାଜନୈତିକ ହିଂସା, ୩ ଆହତ

କେନ୍ଦୁଝର,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ାରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ରାଜନୈତିକ ବିବାଦକୁ ନେଇ ପୂର୍ବତନ ବିଧାୟକ ସନାତନ ମହାକୁଡ଼ ଓ ବର୍ତ୍ତମାନର...

୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା

ବାଲେଶ୍ୱର ଅଫିସ, ୧୪ା୨:  ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି ା ସ୍ଥାନୀୟ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆଠାରେ...

ପ୍ରଭାବ ବିସ୍ତାର ପାଇଁ ନେତାଙ୍କ ପ୍ରତିଯୋଗିତା

ଯୋଡ଼ା,୧୪ା୨(ଡି.ଏନ.ଏ.): ଖଣିଜ ସମ୍ପଦରେ ପରିପୂର୍ଣ୍ଣ କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଚାର ଜୋର ଧରିଛି। ଭୋଟରମାନେ ପ୍ରାର୍ଥୀଙ୍କ ଦକ୍ଷତାକୁ ପରଖୁଛନ୍ତି। ଖଣି ଅଞ୍ଚଳ ହୋଇଥିବାରୁ ଅଞ୍ଚଳର ବିକାଶ ଓ ଖଣିରେ ନିଯୁକ୍ତି ସମସ୍ୟା ସମ୍ପର୍କରେ କେଉଁ ପ୍ରାର୍ଥୀ...

୧୨ନଂ. ଜୋନ୍‌ ଉପରେ ନଜର

ବାରିପଦା ଅଫିସ,୧୪ା୨: ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ୧୨ ଓ ୧୩ନଂ. ଜିଲା ପରିଷଦ ଜୋନ୍‌ ହାତେଇବା ପାଇଁ ଭାଜପା ଓ ବିଜେଡି ପ୍ରାର୍ଥୀ ଜୋରସୋରରେ ଲାଗି ପଡ଼ିଛନ୍ତି। ୧୪ଟି ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ଏହି ଦୁଇ ଜୋନ୍‌...

ଭାଜପା ଗଡ଼ ହାତେଇବାକୁ ବିଜେଡିର କସରତ

ଧାମନଗର, ୧୪ା୨ (ଡି.ଏନ.ଏ)  ପଞ୍ଚାୟତ ନିର୍ବାଚନ ପାଇଁ ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୪ ଜିଲା ପରିଷଦ ଜୋନ୍‌ରେ ଭାଜପା ଓ ବିଜେଡି ମଧ୍ୟରେ ଚାଲିଛି ଜୋର୍‌ଦାର ଟକ୍କର। ସେଥିମଧ୍ୟରୁ ୧୧ ନଂ. ଦୋବଲ ଜିଲା ପରିଷଦ ଜୋନ୍‌ ଫୋକ୍‌ସରେ ରହିଛି।...

ଗଜପତିରେ ନିର୍ବାଚନୀ ହିଂସା: ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ

ପାରଳାଖେମୁଣ୍ଡି,୧୪ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଶରଧାପୁର ଗ୍ରାମରେ ଦେଖାଦେଇଛି ରାଜନୈତିକ ହିଂସା। ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣରେ ଗୁରୁତର ହୋଇଛନ୍ତି ସରପଞ୍ଚ ପ୍ରାର୍ଥୀ ସିଏଚ୍‌ ପ୍ରସାଦ ରାଓ। ଆକ୍ରୋଶ ମୂଳକ...

ଶୃଙ୍ଖଳିତ ମତଦାନକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୪ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୬ରୁ ୨୪ତାରିଖ ପର୍ଯ୍ୟନ୍ତ ୫ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣଠାରୁ ଗଣତି ପର୍ଯ୍ୟନ୍ତ ଶୃଙ୍ଖଳିତ ଭାବେ ନିର୍ବାଚନ କାର୍ଯ୍ୟ ସୁପରିଚାଳନା ନିମନ୍ତେ ରବିବାର ଖୋର୍ଦ୍ଧା ଜିଲାପାଳଙ୍କ ସମ୍ମିଳନୀ...

ଗୀତା ବାଣ୍ଟି ନିଆରା ଭୋଟ ଭିକ୍ଷା

ଆଳି,୧୪ା୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ଏବେ ନିଆରା ପ୍ରଚାର ଦେଖିବାକୁ ମିଳୁଛି। ପ୍ରାର୍ଥୀ, ପ୍ରାର୍ଥିନୀମାନେ ଭିନ୍ନ ତରିକାରେ ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ଜଣେ ପ୍ରାର୍ଥିନୀଙ୍କର ବହି ଚିହ୍ନ ଥିବାରୁ ସେ ଭୋଟରମାନଙ୍କୁ ଓଡ଼ିଆ ଜନଜୀବନର ମୁଖ୍ୟ...

ବିଜେଡି, ଭାଜପା ମଧ୍ୟରେ ଟକ୍କର

ଡେରାବିଶ,୧୪ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଡେରାବିଶ ବ୍ଲ୍ଳକରେ ଆସନ୍ତା ୧୬ରେ ମତଦାନ ହେବ। ୧୩ ନଂ. ଜୋନ୍‌ ଜିଲା ପରିଷଦ ଆସନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏହି ଜୋନ୍‌ରେ ସମୁଦାୟ ଭୋଟରଙ୍କ ସଂଖ୍ୟା ୪୧ହଜାର ୭୪୮। ସେଥିମଧ୍ୟରୁ...

୯୫୭ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧.୭୭ ଲକ୍ଷ ଭୋଟର

ଧର୍ମଶାଳା,୧୪ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଧର୍ମଶାଳା ବ୍ଲକରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‌ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ବ୍ଲକର ୪୫ ପଞ୍ଚାୟତରେ ୱାର୍ଡ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପ୍ରାର୍ଥୀ ଭାବେ...

ପ୍ରାର୍ଥୀଙ୍କ ଭରସା ଦଳୀୟ ଚିହ୍ନ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ୨୦ନଂ. ଜିଲା ପରିଷଦ ଜୋନଟି ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅନୁସୂଚିତ ଜାତି ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଏଥିଲାଗି ୩ ପ୍ରମୁଖ ଦଳରୁ ୩ଜଣ ମହିଳା ପ୍ରାର୍ଥୀ ହୋଇ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।...

୩ ନଂ. ଜୋନ୍‌ରେ ଚର୍ତୁମୁଖୀ ଲଢ଼େଇ

ଏରସମା,୧୪ା୨(ସ୍ବ.ପ୍ର.): ଏରସମା ବ୍ଲକର ୪ଟି ଜିଲା ପରିଷଦ ଜୋନ ମଧ୍ୟରୁ ୩ ନଂ. ଜୋନରେ ପ୍ରଚାର ଜୋର ଧରିଛି। ଏରସମା, ଜିରାଇଲୋ, ଜପା, ନୂଆଡିହି, ଭିତର ଅନ୍ଧାରୀ ଓ କୁଞ୍ଜକୋଠି ପଞ୍ଚାୟତକୁ ନେଇ ଉକ୍ତ ଜୋନ୍‌ ଗଠିତ। ଏଠାରେ ୨୮,୬୩୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri