ପଞ୍ଚାୟତ ଇଲେକ୍ସନ

ନିର୍ବାଚିତ ପ୍ରାର୍ଥିନୀଙ୍କ ୩ ସନ୍ତାନ ଅଭିଯୋଗ

କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ୪ ନମ୍ବର ଓ୍ବାର୍ଡର ଭୋଟରମାନେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚିତ ଓ୍ବାର୍ଡମେମ୍ବର ଇନ୍ଦୁମତୀ ମହାନ୍ତଙ୍କ ତିନୋଟି ସନ୍ତାନ ଅଛନ୍ତି। ଏଣୁ ଏନେଇ ତଦନ୍ତ କରି ତାଙ୍କ ନିର୍ବାଚିତ ପଦକୁ ରଦ୍ଦ କରିବାକୁ ଦାବି...

ବିଜେଡି ହାତରେ ସବୁ ଜିଲା ପରିଷଦ

ଭୁବନେଶ୍ୱର,୨ା୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳର ସମ୍ପୂର୍ଣ୍ଣ ରିପୋର୍ଟ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ବିଜେଡି ଚଳିତ ନିର୍ବାଚନରେ ରେକର୍ଡ ସଂଖ୍ୟାରେ ବିଜୟୀ ହୋଇଛି। ୩ ଦିନର ଗଣତି ପରେ ୩୦ ଜିଲାର ୮୫୧ଟି...

କାଳ ହେଲା ଦୃଢ଼ ଆତ୍ମବିଶ୍ୱାସ

ଯାଜପୁର ଅଫିସ,୧ା୩:ଯାଜପୁର ଜିଲାରେ ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ସଫଳତା ବିଜେଡି ଶିବିରକୁ ଦୋହଲାଇ ଦେଇଥିଲା। ଏଥିରେ ଭାଜପା ନେତା ଓ କର୍ମୀମାନଙ୍କ ମଧ୍ୟରେ ଆମତ୍ବିଶ୍ୱାସ ବଢ଼ିଥିଲା। ପରବର୍ତ୍ତୀ ନିର୍ବାଚନରେ ଦଳ ଆହୁରି ଅଧିକ ଭୋଟ...

ଚମକିଲେ ନିଆରା ହୀରା

ପୁରୀ ଅଫିସ,୧।୩:ବାପା ଦିନମଜୁରିଆ। ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଫନୀ ମହାବାତ୍ୟା ପରଠାରୁ ପଲିଥିନ ତଳେ ବିତିଛି ଜୀବନ। ହେଲେ ରାଜନୀତି ପ୍ରତି ଥିବା ଆଗ୍ରହ ଓ ନିଷ୍ଠା ପାଇଁ ସେ ଆଜି ସାରା ଜିଲାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ...

୨୦ ବର୍ଷର ରେକର୍ଡ ଭାଙ୍ଗିଲା

ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୧ା୩:ଯାଜପୁର ଜିଲାରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡି ଅଭୂତପୂର୍ବ ସଫଳତା ପାଇଛି। ଏକତରଫା ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ପଞ୍ଚାୟତ ନିର୍ବାଚନରେ ସମସ୍ତ ରେକର୍ଡଙ୍କୁ ଭାଙ୍ଗି ବିଜେଡି ୨୦ ବର୍ଷରେ ଇତିହାସ ରଚିଛି। ଭୋଟ ଗଣତିର...

୩୬ ନମ୍ବର ଜୋନ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ୩୬ ଜୋନ ଅଧୀନରେ ଥିବା ୧୦ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲା ବିଜେଡିର ଜିଲା ପରିଷଦ ପ୍ରାର୍ଥୀ ଭଜମନ ବେହେରା ୧୭ ୮୫୮ ଭୋଟ ପାଇଥିବା ବେଳେ ଭାଜପାର...

ହେଭିୱେଟ୍‌ଙ୍କ ଗଡ଼ ଭାଙ୍ଗିଦେଲା ବିଜେଡି

ବଲାଙ୍ଗୀର ଅଫିସ,୨୮ା୨: ବଲାଙ୍ଗୀର ଜିଲାର ଦୁଇ ହେଭିୱେଟ୍‌ କଂଗ୍ରେସ ଦଳର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ଭାଜପାର କନକ ବର୍ଦ୍ଧନ ସିଂଦେଓଙ୍କ ଗଡ଼ରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଭାଜପା ପକ୍ଷରୁ...

ଭୋଟ୍‌ ନାକଚ, ରାତି ଗଣତି ଯୋଗୁ କଂଗ୍ରେସ ହାରିଛି: ସପ୍ତଗିରି

ରାୟଗଡ଼ା ଅଫିସ,୨୮ା୨: ରାୟଗଡ଼ା ଏବଂ କୋରାପୁଟ ଜିଲାରେ ୧୭ ଆସନ ପାଇଛୁ। ଜିଲା ପରିଷଦ ଗଠନ କରିବୁ ବୋଲି ଆଶା ରଖିଥିଲୁ। ରାୟଗଡ଼ା ଜିଲାରେ ଶନିବାର ‘କ’ ଜୋନ୍‌ ଗଣତିବେଳେ କଂଗ୍ରେସ ଜିଲାର ୪ ଜୋନ୍‌ରେ ଆଗୁଆ ଥିଲା। କିନ୍ତୁ ଶେଷରେ...

ଗୋଟିଏ ପରିବାରରୁ ୪ ବିଜୟୀ

ଆସିକା,୨୮ା୨(ଡି.ଏନ.ଏ.)  ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ସମସ୍ତେ ବିଜୟୀ ହୋଇଛନ୍ତି। ହରେକୃଷ୍ଣ ବେଣାପାଟ ପଞ୍ଚାୟତରୁ ସରପଞ୍ଚ ନିର୍ବାଚିତ ହୋଇଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ପ୍ରତିଫଳନ : ଚ୍ୟାଉ ପଟ୍ଟନାୟକ

ବ୍ରହ୍ମପୁର ଅଫିସ,୨୮ା୨:  ଗଞ୍ଜାମ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ୨୨ ଜିଲା ପରିଷଦ ଜୋନର ଫଳାଫଳ ଶନିବାର ପ୍ରକାଶ ପାଇବା ପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ସବୁ ଜୋନ ବିଜେଡି ସପକ୍ଷରେ ଯାଇଥିବାରୁ ବିରୋଧୀ ଦଳକୁ...

ଖଇରାରେ ଗଡ଼ ସୁରକ୍ଷିତ, କୁପାରୀରେ ପରିବର୍ତ୍ତନ

ଖଇରା,୨୮ା୨(ଡି.ଏନ.ଏ.) ବାଲେଶ୍ୱର ଜିଲା ୪ନଂ. ଖଇରା ଜୋନ୍‌ ଫଳାଫଳ ବିଜେଡି ସପକ୍ଷରେ ଯାଇଥିବା ବେଳେ ଗତକାଲିର କୁପାରୀ ୩ନଂ. ଜୋନର ଫଳାଫଳ ଭାଜପା ସପକ୍ଷରେ ଯାଇଛି ା ଖଇରା ଜୋନ୍‌ରେ ବିଜେଡି ଗଡ଼ ସୁରକ୍ଷିତ ରଖିବାକୁ ସକ୍ଷମ ହୋଇଛି। ବ୍ଲକ ମହିଳା...

ଖାତା ଖୋଲିପାରିଲାନି ଭାଜପା

ବାରିପଦା ଅଫିସ,୨୮ା୨: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୟୂରଭଞ୍ଜ ଜିଲାର ମୋଟ ୫୬ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୪୯ଟି ହାସଲ କରି ରାଜ୍ୟରେ ଚହଳ ପକାଇଥିବା ଭାଜପା ଚଳିତ ନିର୍ବାଚନରେ ଖାତା ଖୋଲିପାରି ନାହିଁ। ଦ୍ୱିତୀୟ ଦିନ ଗଣତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri