ପଞ୍ଚାୟତ ଇଲେକ୍ସନ

ପ୍ରାର୍ଥୀ ଉଚ୍ଚଶିକ୍ଷିତା, ସ୍ବାମୀ ରାଜନୀତିରେ ଦକ୍ଷ

ଜଗତ୍‌ସିଂହପୁର ଅଫିସ, ୧୪ା୨: ତିର୍ତ୍ତୋଲ ଜିଲା ପରିଷଦ ୨ ନଂ. ଜୋନ୍‌ରୁ ବ୍ଲକ ଅଧ୍ୟକ୍ଷା ଏଥର ବିଜେଡିରୁ ଜିଲା ପରିଷଦ ସଭ୍ୟ ପାଇଁ ପ୍ରାର୍ଥୀ ହୋଇଛନ୍ତି। ବିଜେଡି, ଭାଜପା ପ୍ରାର୍ଥୀଦ୍ୱୟ ଉଚ୍ଚଶିକ୍ଷିତ ହୋଇଥିବାବେଳେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ବାମୀ ରାଜନୀତିରେ ଦକ୍ଷ। ଗତ…

ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ ମତ ସାବ୍ୟସ୍ତ କରିବେ। ନିଜ ମନପସନ୍ଦ ପ୍ରାର୍ଥୀଙ୍କୁ ସେମାନେ ୫ ବର୍ଷ ପରେ ବାଛିବାର…

ବିଧାୟକଙ୍କ ପ୍ରଚାରକୁ ବିରୋଧ: ମହିପୁର ପଞ୍ଚାୟତରେ ନିର୍ବାଚନୀ ହିଂସା, ୫ ଆହତ

ନୂଆଗାଁ,୧୪।୨(ଡି.ଏନ.ଏ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ପଞ୍ଚାୟତରେ ରବିବାର ଅପରାହ୍ନରେ ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କ ପ୍ରଚାରକୁ କର୍ମୀମାନେ ବିରୋଧ କରିଛନ୍ତି। ବିରୋଧକୁ ନେଇ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳରୁ ସଂଘର୍ଷର ସୂତ୍ରପାତ ଘଟି ୫ ଜଣ ଆହତ…

୪୮ ଘଣ୍ଟା ପ୍ରଚାର କରିପାରିବେନି ପ୍ରମିଳା

ଯାଜପୁର ଅଫିସ/ ବିଞ୍ଝାରପୁର(ଡି.ଏନ.ଏ.),୧୪ା୨: ପ୍ରଚାର ବେଳେ ଭୋଟରଙ୍କ ଉପରେ ଚାପ ପକାଇ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ଏହା ପ୍ରମାଣିତ ହେବା ପରେ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ନକଲି ଭୋଟର ସାବଧାନ, ଧରାପଡ଼ିଲେ ଭୋଗିବେ ଜେଲ୍‌ ଦଣ୍ଡ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ନକଲି ଭୋଟର ବୋଲି ଜଣାପଡ଼ିଲେ ପୋଲିସରେ ଜିମା ଦିଆଯିବ। ପରିଚୟ ପତ୍ର ଭୁଲ ଥିଲେ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଆଉ ଦୁଇ ଦିନ ପରେ ପଞ୍ଚାୟତ ନର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନର ନକଲି ଭୋଟରଙ୍କୁ ସତର୍କ କରାଇ…

ଜିଲା ପରିଷଦ ପ୍ରାର୍ଥୀଙ୍କୁ ନୋଟିସ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ପ୍ରାର୍ଥିପତ୍ର ଦାଖଲବେଳେ ମିଥ୍ୟା ସତ୍ୟପାଠ ଦେଇଥିବା ଭାଜପାର ହାଟଡିହି ବ୍ଲକ ୩୪ ନମ୍ବର ଜୋନ୍‌ର ପ୍ରାର୍ଥୀ ବିବେକାନନ୍ଦ ରାଉତଙ୍କ ବିରୋଧରେ ଉପଜିଲାପାଳ ଗୋପୀନାଥ କୁଅଁର ଆନନ୍ଦପୁର ଥାନାରେ ଏତଲା ଦେବା ପରେ ପୋଲିସ ପ୍ରାର୍ଥୀଙ୍କୁ ନୋଟିସ କରି ୧୩ ତାରିଖରେ…

ଅବାଧ ପଞ୍ଚାୟତ ନିର୍ବାଚନ ଲାଗି ପୋଲିସକୁ ଚ୍ୟାଲେଞ୍ଜ

ଛତ୍ରପୁର,୧୩।୨(ଡି.ଏନ.ଏ.) ଗଞ୍ଜାମ ଜିଲାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କିଭଳି ଶାନ୍ତି ଶୃଙ୍ଖଳାର ସହ ଅବାଧ ହେବ ସେନେଇ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ପଞ୍ଚାୟତ ନିର୍ବାଚନ ବେଳେ ଯେଉଁସବୁ ସ୍ଥାନରେ ବିଶୃଙ୍ଖଳା କିମ୍ବା ହିଂସା ଘଟିଥିଲା…

ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାସୁଦେବପୁର, ୧୩।୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ମଳିକ ଓ ସମିତିସଭ୍ୟ ପ୍ରାର୍ଥୀ ପ୍ରଭାସ ଚନ୍ଦ୍ର ମହାନ୍ତି ଶ୍ରୀମଦ୍‌ ଭଗବଦ୍‌ ଗୀତା ଉପରେ ସେମାନଙ୍କର ଚିହ୍ନ ଲଗାଇ ଶନିବାର ଲୋକଙ୍କୁ ବାଣ୍ଟୁଥିବା ବେଳେ ରତାଙ୍ଗ ଗ୍ରାମବାସୀ ସେମାନଙ୍କୁ…

ପୋଲିସ ନଜରରେ ସମ୍ବେଦନଶୀଳ ଅଞ୍ଚଳ

କେନ୍ଦୁଝର,୧୩।୨(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଘଷିପୁରା, ହାଟଡିହି, ଆନନ୍ଦପୁର ବ୍ଲକ ଅଞ୍ଚଳଗୁଡ଼ିକ ରାଜନୈତିକ ଦୃଷ୍ଟି କୋଣରୁ ସମ୍ବେଦନଶୀଳ ା ଉକ୍ତ ଅଞ୍ଚଳରେ ରାଜନୈିତକ ଦଳମାନଙ୍କ ମଧ୍ୟରେ…

ନଜରରେ ୭ ନଂ.

ଯାଜପୁର ଅଫିସ,୧୩।୨: ୪ଟି ଜିଲା ପରିଷଦ ଜୋନ୍‌କୁ ନେଇ ଗଠିତ ଦଶରଥପୁର ବ୍ଲକରେ ସ୍ଥିତି ଏଥର ସାମାନ୍ୟ ବଦଳିଛି। ଏଥର ଭୋଟର ମାଟିର ଦକ୍ଷ ନେତାକୁ ବାଛିବାକୁ ଅଣ୍ଟା ଭିଡିଛନ୍ତି। ଅସନ୍ତୁଷ୍ଟ ବିଜେଡି, ଭାଜପା ଓ କଂଗ୍ରେସ କର୍ମୀମାନେ ବିଜେଡିକୁ ରୋକ…

ଅସନ୍ତୁଷ୍ଟଙ୍କୁ ଅସ୍ତ୍ର କରୁଛନ୍ତି ବିରୋଧୀ

ଜଗତ୍‌ସିଂହପୁର ଅଫିସ, ୧୩ା୨: ରାଜନୈତିକ ଦୃଷ୍ଟିକୋଣରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ସ୍ବର୍ଗତ ବସନ୍ତ ବିଶ୍ୱାଳଙ୍କ ଅଞ୍ଚଳ ହିସାବରେ ଅତୀତରୁ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକର ସ୍ବତନ୍ତ୍ର ପରିଚୟ ରହିଆସିଛି। ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ୪ଟି ଜିଲା ପରିଷଦ ଜୋନ ରହିଛି। ସେଥିମଧ୍ୟରୁ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବ୍ୟାପକ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍‌ ପ୍ରତି କଡ଼ା ନଜର

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ବାଲିଗୁଡ଼ା ବ୍ଲକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଚଳିତ ମାସ ୧୬ରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri