ପଞ୍ଚାୟତ ଇଲେକ୍ସନ

ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌: ୧୪ ସୁଦ୍ଧା ଅଞ୍ଚଳ ଛାଡ଼ିବେ ନେତା-କର୍ମୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହିଦିନ ୨୦୨ ଜିଲା ପରିଷଦ ଜୋନର ୧୬୬୯ ପଞ୍ଚାୟତରେ ନିର୍ବାଚନ ହେବ । ଏଥିଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଅଞ୍ଚଳଗୁଡ଼ିକରେ ପ୍ରଚାର କରୁଥିବା ବାହାରର ନେତା ଏବଂ କର୍ମୀଙ୍କୁ…

ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଗ୍ରାମବାସୀ

କୁତ୍ରା,୧୨।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସମସ୍ତ ଭୋଟର ଏକଜୁଟ ହୋଇ କୁତ୍ରା ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା…

ମିଳୁନି ସରକାରୀ ସୁବିଧା, ଦେବୁନି ଭୋଟ

ରୁପ୍ରା ରୋଡ଼/ନର୍ଲା,୧୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ମାଣ୍ଡେଲ ପଞ୍ଚାୟତ ଅସୁରଗଡ଼ (ଗଡ଼ପଡା) ୯ ନମ୍ବର ଓ୍ବାର୍ଡବାସୀ ଭୋଟ ବର୍ଜନ ପାଇଁ ଧାରଣା ଦେଇଥିଲେ। ଦୀର୍ଘ ବର୍ଷ ଧରି ଏଠାରେ ପ୍ରାୟ ୩୦ଟି ପରିବାର ବାସ କରି ଆସୁଛନ୍ତି। କିନ୍ତୁ ରାଜ୍ୟ…

ମଇଦାନରେ ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଲଢ଼େଇ

ଖଡିଆଳ,୧୨।୨(ଡି.ଏନ୍‌.ଏ.): ନିର୍ବାଚନ ମଇଦାନରେ ୭୫ ବର୍ଷ ବୟସ୍କ ଅବସରପ୍ରାପ୍ତ ଶିକ୍ଷକ। ଦୀର୍ଘ ୪୦ ଧରି ଶିକ୍ଷକତା ଜୀବନରୁ ଅବସର ନେବା ପରେ ବର୍ତ୍ତମାନ ପଞ୍ଚୟତର ଦାୟିତ୍ୱ ନେବା ପାଇଁ ଆଗଭର ହୋଇ ନିର୍ବାଚନ ଲଢୁୁଛନ୍ତି। ସେ ହେଲେ ନୂଆପଡା ଜିଲା ଖଡିଆଳ…

ଗଡ଼ ବଞ୍ଚାଇବାକୁ କଂଗ୍ରେସର ପ୍ରୟାସ

କୋଣାର୍କ,୧୨ା୨(ଡି.ଏନ୍‌.ଏ.): କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ନିର୍ବାଚନ ମଣ୍ଡଳୀ ଅବଦାନ ପଞ୍ଚାୟତରେ ରାଜନୀତିର ଉଷ୍ମତା ପରିଲକ୍ଷିତ ହେଲାଣି। କଂଗ୍ରେସର ଗଡ଼ କୁହାଯାଉଥିବା ଅବଦାନ ପଞ୍ଚାୟତରେ ରାଜ୍ୟ ପିସିସିର ସାଧାରଣ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ଶୁକ୍ରବାର ହୋଇଥିଲା।…

ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ପାଇଁ ହେଭିଓ୍ବେଟ୍‌ ନେତା ପ୍ରଚାର ମଙ୍ଗ…

ସରପଞ୍ଚ ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଭୋଟର

କୁତ୍ରା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସମସ୍ତ ଭୋଟର ଏକଜୁଟ ହୋଇ କୁତ୍ରା ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା…

ଭୋଟ ଦେବେନାହିଁ ଗ୍ରାମବାସୀ

ବାଉଁଶୁଣୀ,୧୧।୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ଅଧୀନ ବାଉଁଶୁଣି ପଞ୍ଚାୟତ ଅନ୍ତର୍ଗତ ମାଲିପଡ଼ା ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଶୁକ୍ରବାର ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ଗ୍ରାମବାସୀ ଏଭଳି ନିଷ୍ପତି ନେଇଛନ୍ତି। ନିର୍ବାଚନ ସମୟ ଆସିଲେ…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି, ବିଧାୟକ

ଛତ୍ରପୁର,୧୧ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୧୯ ନଂ. ଜୋନ୍‌ ଜିଲାପରିଷଦ ସଭ୍ୟ ପାଇଁ ବିଜେଡି ପ୍ରାର୍ଥୀ ରଶ୍ମିତା ନାହାକଙ୍କ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି…

ଆଚରଣ ବିଧି ଉଲ୍ଲଂଘନ କଲା ବିଜେଡି

ବାଲେଶ୍ୱର ଅଫିସ,୧୧ା୨: ନିର୍ବାଚନ କମିଶନ ସାରା ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରିଥିବାବେଳେ ବିଭିନ୍ନ ସ୍ଥାନରେ ସରକାରୀ ଦଳ ପକ୍ଷରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହେଉଥିବାର ଦେଖିବାକୁ ମିଳୁଛି। ନିର୍ବାଚନ କମିଶନ କରୋନାକୁ…

ସରପଞ୍ଚ ପ୍ରାର୍ଥୀଙ୍କ ଭାଇବୋହୂଙ୍କୁ ଆକ୍ରମଣ

ଆଳି,୧୧ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନିଆଳ ପଞ୍ଚାୟତରେ ଚଳିତ ନିର୍ବାଚନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ସରପଞ୍ଚ ପ୍ରାର୍ଥୀ ହୋଇଥିବା ଶାଳିଅଞ୍ଚ ଗଁାର ଅଶୋକ ମଲିକଙ୍କ ସାନଭାଇଙ୍କ ସ୍ତ୍ରୀ ସୋନାଲିଙ୍କୁ କେହି ଦୁର୍ବୃତ୍ତ ଗୁରୁବାର ରାତିରେ ଆକ୍ରମଣ କରିଥିବା…

ବ୍ୟକ୍ତିତ୍ୱ, ଦଳ, ଅସନ୍ତୁଷ୍ଟକୁ ନେଇ ଅଙ୍କକଷା

ଜଗତ୍‌ସିଂହପୁର ଅଫିସ,୧୧ା୨: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ୪ନଂ. ଜିଲା ପରିଷଦ ଜୋନର ଗୁରୁତ୍ୱ ରହିଛି। କାରଣ ଏହି ଜୋନର ଜିଲା ପରିଷଦ ସଭ୍ୟା ବବିତା ସ୍ବାଇଁ ବାଲିକୁଦା ବ୍ଲକ ଉପାଧ୍ୟକ୍ଷ ଓ ପରେ ଅଧ୍ୟକ୍ଷ ହୋଇଥିଲେ। ଏଥିସହ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?