ପଞ୍ଚାୟତ ଇଲେକ୍ସନ

ଏଥର କଡ଼ା ମୁକାବିଲା

କାମାକ୍ଷାନଗର, ୬ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି କାମାକ୍ଷାନଗର ବ୍ଲକ। ଢେଙ୍କାନାଳ ଜିଲା ରାଜନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ଶିକ୍ଷାସମୃଦ୍ଧ ଅଞ୍ଚଳରେ ଗତ ନିର୍ବାଚନରେ ଭାଜପା-ବିଜେଡିର କଡ଼ା ମୁକାବିଲା ହୋଇଥିଲା। ୩ଟି ଜିଲା ପରିଷଦ ଜୋନ୍‌…

ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ

ବଇଣ୍ଡା, ୬ା୨(ଡି.ଏନ୍‌.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ୧୩ନଂ. ଜୋନ୍‌ରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ବିଷ୍ଣୁପ୍ରିୟା ପ୍ରଧାନ ଶନିବାରଠାରୁ ପ୍ରଚାର ଜୋର୍‌ଦାର କରିଛନ୍ତି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପର୍ଯ୍ୟବେକ୍ଷକ ନଳିନୀକାନ୍ତ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ…

କିଏ ଦଳର: ଦ୍ୱନ୍ଦ୍ୱରେ ଭୋଟର

ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ୩ ଜଣ ପ୍ରାର୍ଥୀ ନିଜକୁ ଗୋଟିଏ ଦଳର ସମର୍ଥିତ ଦାବି କରି ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି। ଏହାକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଭୋଟର। କିନ୍ତୁ ଦଳ ଗୋଟିଏ…

ଦୁଇ ଦଳ ମଧ୍ୟରେ କଡ଼ା ଟକ୍କର

ଜଗତ୍‌ସିଂହପୁର ଅଫିସ,୬ା୨: ତ୍ରିସ୍ତରୀୟ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାର ରଘୁନାଥପୁର ୧ନଂ. ଜିଲା ପରିଷଦ ଜୋନ ଭଳି ୨ନଂ. ଜୋନ୍‌ ମଧ୍ୟ ଅଧିକ ଗୁରୁତ୍ୱ ବହନ କରୁଛି। ୨୦୧୭ ନିର୍ବାଚନରେ ଏହି ଜୋନରେ ଭାଜପା ଓ ବିଜେଡି ମଧ୍ୟରେ କଡ଼ା ଟକ୍କର ହୋଇଥିଲା।…

ସରକାରୀ ଯୋଜନାକୁ ପ୍ରାର୍ଥୀଙ୍କ ଭରସା

ଡେରାବିଶ, ୬।୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଫେବୃୟାରୀ ୧୬ରେ ଡେରାବିଶ ବ୍ଲକରେ ଅନୁଷ୍ଠିତ ହେବ । ଏଥିପାଇଁ ଆଉମାତ୍ର ଅଳ୍ପ ଦିନ ବାକି ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଘରକୁ ଘର ବୁଲି…

ରେଙ୍ଗାଲି ପଞ୍ଚାୟତ: କିନ୍ନର, ଦିବ୍ୟାଙ୍ଗ ପ୍ରାର୍ଥିତ୍ୱକୁ ନେଇ ଚର୍ଚ୍ଚା

ସମ୍ବଲପୁର/ ରେଙ୍ଗାଲି, ୬ା୨(ବ୍ୟୁରୋ/ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଚର୍ଚ୍ଚାରେ ରହିଛି। ଝାଙ୍କରପାଲି ପଞ୍ଚାୟତର ସରପଞ୍ଚ ଆସନ ଲାଗି ୨୭ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ନେଇ ଚର୍ଚ୍ଚା ହୋଇଆସୁଥିଲା। ଏବେ ରେଙ୍ଗାଲି ପଞ୍ଚାୟତରେ କିନ୍ନର ଓ…

କିଏ ହାତେଇବ କୋକସରା ବ୍ଲକ ଅଧ୍ୟକ୍ଷା ପଦ, ଚାଲିଛି ଜୋରଦାର ଚର୍ଚ୍ଚା

କୋକସରା,୫ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଉଷ୍ଣତା ଏବେ ପଞ୍ଚାୟତରୁ ବ୍ଲକ ଯାଏ ଦେଖିବାକୁ ମିଳୁଛି। ଗାଁ ଗାଁରେ ସମିତିସଭ୍ୟ, ସରପଞ୍ଚ ପ୍ରାର୍ଥୀଙ୍କ ବ୍ୟାନର ପୋଷ୍ଟରରେ ଛାଇଗଲାଣି। ଏହି ରାଜନୈତିକ ବାତାବରଣ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ସମିତି…

ସରପଞ୍ଚ ପଦବୀ ପାଇଁ ୩ ମାମୁଁ-ଭାଣିଜୀଙ୍କ ମଧ୍ୟରେ ଲଢେଇ

ଖଡିଆଳ,୫।୨(ଡି.ଏନ୍‌.ଏ.): ରାଜନୀତିରେ କ୍ଷମତା ପାଇଁ ବାପପୁଅ, କକାପୁତୁରା, ଭାଇଭାଇ ମଧ୍ୟରେ ନିର୍ବାଚନରେ ଲଢୁଥିବା ନଜିର ରହିଥିବା ବେଳେ ନୂଆପଡ଼ା ଜିଲାରେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି। ଯାହାକୁ ନେଇ ଚର୍ଚ୍ଚାରେ ଖଡିଆଳ ବ୍ଲକ ସୁନାରୀସିକୁଆଁ ପଞ୍ଚାୟତ। ଚଳିତ ନିର୍ବାଚନରେ ସୁନାରୀସିକୁଆଁ…

ଗୋଟିଏ ପରିବାରରୁ ତିନି ପ୍ରାର୍ଥୀ

ଖପ୍ରାଖୋଲ,୫ା୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ କେତେକ ସ୍ଥାନରେ ବିଭିନ୍ନ ପଦ ପଦବୀ ପାଇଁ ଗୋଟିଏ ପରିବାରରୁ ଏକାଧିକ ସଦସ୍ୟ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଏବେ ଏହାକୁ ନେଇ ଖପ୍ରାଖୋଲ ବ୍ଲକ ବେନ୍ଦେର ପଞ୍ଚାୟତର ପଧାନ…

୫ ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

କେନ୍ଦ୍ରାପଡ଼ା ଅଫିସ, ୫ା୨: କେନ୍ଦ୍ରାପଡ଼ା ଜିଲାରେ ଆସନ୍ତା ୨୨ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେବ। କେନ୍ଦ୍ରାପଡ଼ା ବ୍ଲକ ୫ ନଂ. ଜୋନ୍‌ ଜିଲା ପରିଷଦ ପଦବୀ ପାଇଁ ୩ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।…

ଭୋଟ ନ ଦେଲେ ଘର ଉଚ୍ଛେଦ ଧମକ

ପାରଳାଖେମୁଣ୍ଡି,୪ା୨(ଡି.ଏନ୍‌.ଏ.): କାଶୀନଗର ବ୍ଲକ ହାଡୁଭଙ୍ଗୀ ଗ୍ରାମରେ ଶାସକ ଦଳ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୂର୍ବରୁ ଗାଁ ଲୋକେ ସରକାରୀ ଜମି ଜବରଦଖଲ କରି ରହିଥିବା ବେଳେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗତ ଡିସେମ୍ବରରେ ଉଚ୍ଛେଦ ପ୍ରକିୟା…

୧୯ ନଂ. ଜୋନ୍‌ ପାଇଁ ତୀବ୍ର ଲଢ଼େଇ

ନିମାପଡ଼ା,୪।୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା, ଅଲଣ୍ଡା, ଧନୁଅଁା, ରେଞ୍ଚଶାସନ ଆଦି ୯ ପଞ୍ଚାୟତକୁ ନେଇ ଏହି ଜୋନ୍‌ ଗଠିତ। ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?