ପଞ୍ଚାୟତ ଇଲେକ୍ସନ

ପୁନଃ ଗଣତି ଦାବି

ଯୋଡ଼ା,୨୮ା୨(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ୨୬ନଂ ଜୋନ ଜିଲା ପରିଷଦ ପ୍ରାର୍ଥୀ, ସରପଞ୍ଚ, ସମିତି ସଭ୍ୟଙ୍କ ଭୋଟ ଗଣତି ଶେଷ ହୋଇଯାଇଛି। ଶନିବାର କେନ୍ଦ୍ରରେ ଭୋଟ ଗଣତି ସମୟରେ ଜଣେ ପୋଲିସ ଅଧିକାରୀ ବେଆଇନ ହସ୍ତକ୍ଷେପ କରିଥିବାରୁ ପୁନଃ ଭୋଟ…

ପୁରୁଷୋତ୍ତମପୁର ୩୬ ଜୋନକୁ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର, ୨୮/୨(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ବ୍ଲକ ୩୬ ଜୋନ ଅଧିନରେ ଥିବା ୧୦ଗୋଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡି ର ଭଜମନ ବେହେରା ୧୭,୮୫୮ ଭୋଟ ପାଇଥିବା ବେଳେ ଭାଜପାର…

ପାଟଣାର ୨୨ ନଂ ଜୋନ୍‌ରେ ବିଜେଡିର ବାଜିମାତ୍‌

ପାଟଣା,୨୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୨ ନମ୍ବର ଜୋନ୍‌ରେ ୩ ଜିଲା ପରିଷଦ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାଟଣାରେ ଭୋଟ୍‌ ଗଣନା ହୋଇଛି। ପାଟଣା ବ୍ଲକ ୨୨ ଜୋନ୍‌ ବିଜେଡି ସୌଭାଗ୍ୟ ମଞ୍ଜରୀ…

କେନ୍ଦ୍ରାପଡ଼ା ଜିଲାର ନିର୍ବାଚିତ ସରପଞ୍ଚ, ସମିତିସଭ୍ୟ

କେନ୍ଦ୍ରାପଡ଼ା ଅଫିସ,୨୮ା୨: କେନ୍ଦ୍ରାପଡ଼ା ବ୍ଲକର ୫ ନଂ. ଜିଲା ପରିଷଦ ଜୋନର ଚାରିଗଁା ପଞ୍ଚାୟତ ସରପଞ୍ଚ ଭାରତୀ ମଲ୍ଲିକ, ସମିତିସଭ୍ୟ ମମତା ରାଉତ, ଢ଼ୋଲ ସରପଞ୍ଚ ପ୍ରଫୁଲ୍ଲ ମଲ୍ଲିକ, ସମିତିସଭ୍ୟ ଅକ୍ଷୟ ସାହୁ, ଘାଘରା ସରପଞ୍ଚ ପ୍ରିୟଦର୍ଶନୀ ବିଶ୍ୱାଳ, ସମିତିସଭ୍ୟ କୁଞ୍ଜବିହାରୀ…

ବିଜେଡି ବଢିଛି, ଭାଜପା କମିଛି

ଯାଜପୁର ଅଫିସ,୨୮ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡ଼ାନ୍ତ ଫଳାଫଳ ଭାଜପା ଓ କଂଗ୍ରେସକୁ ନିରାଶ କରିଛି। ସମସ୍ତ ୧୦ ଆସନକୁ ବିଜେଡି ହାତେଇ ନେଇଛି। ହେଲେ ୨୦୧୭ ପଞ୍ଚାୟତ ନିର୍ବାଚନର ଫଳାଫଳକୁ ଅବଲୋକନ…

୬ଷ୍ଠ ଥର ପଦ ହାତେଇଲେ କୁଞ୍ଜଲତା

ନିମାପଡା,୨୮।୨ (ଡି.ଏନ୍‌.ଏ.): ନିମାପଡା ବ୍ଲକ ଅନ୍ତର୍ଗତ ୧୮ନଂ. ଜୋନ ଭାଜପା ଜିଲା ପରିଷଦ ପ୍ରାର୍ଥୀ ସ୍ବପ୍ନ କୁମାର ମିଶ୍ରଙ୍କୁ ପରାସ୍ତ କରି ବିଜେଡି ଜିଲା ପରିଷଦ ପ୍ରାର୍ଥୀ କୁଞ୍ଜଲତା ସାମଲ ବିଜୟୀ ହୋଇଛନ୍ତି। କୁଞ୍ଜଲତା ୫ ଥର ବିଭିନ୍ନ ଜୋନ୍‌ରୁ ନିର୍ବାଚିତ…

ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟ

ଡେଲାଙ୍ଗ/ବ୍ରହ୍ମଗିରି/ସାକ୍ଷୀଗୋପାଳ/ ନିମାପଡ଼ା/ କାକଟପୁର/କଣାସ ୨୮ା୨(ଡି.ଏନ୍‌.ଏ./ସ୍ବ.ପ୍ର.): ଡେଲାଙ୍ଗ ବ୍ଲକ ୧୫ନଂ.ଜିଲାପରିଷଦ ଜୋନ ଅନ୍ତର୍ଗତ ୭ଟି ପଞ୍ଚାୟତର ଫଳାଫଳ ପ୍ରକାଶ ପାଇଛି। ଗଡ଼ମୋଟରି ପଞ୍ଚାୟତର ସରପଞ୍ଚ ଭାବେ ମାର୍କଣ୍ଡ ମଙ୍ଗରାଜ ଓ ସମିତିସଭ୍ୟ ଲଲାଟ କେଶରୀ ସାମନ୍ତରାୟ ନିର୍ବାଚିତ ହୋଇଛନ୍ତି। ସେହିପରି ଚାଇଁପୁର ପଞ୍ଚାୟତରେ…

ଜିଲା ପରିଷଦ ଆସନ: ସବୁ ପୋଛିନେଲା ବିଜେଡି

ପୁରୀ ଅଫିସ,୨୮।୨: ପୁରୀ ଜିଲାର ୧୧ଟି ଯାକ ଜିଲା ପରିଷଦ ଆସନରେ ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ଅସ୍ତରଙ୍ଗ ବ୍ଲକର ୧ ନମ୍ବର ଜୋନ୍‌ରେ ବିଜେଡି ପ୍ରାର୍ଥୀ ସରସ୍ବତୀ ସ୍ବାଇଁ ଜିତିଛନ୍ତି। ସରସ୍ବତୀଙ୍କୁ ୧୭,୩୪୮ ଭୋଟ…

ବିଜେଡି ସଫଳତା ଦେଖି ବିରୋଧୀ ଆଶ୍ଚର୍ଯ୍ୟ

ଭୁବନେଶ୍ୱର, ୨୮ା୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳ ଗଣତି ଏକପାଖିଆ ଭାବେ ବିଜେଡି ସପକ୍ଷରେ ଯିବାରେ ଲାଗିଛି। ୬୦୦ ଜିଲା ପରିଷଦ ଆସନ ମଧ୍ୟରୁ ପ୍ରାୟ ୫୪୮ ଆସନରେ ବିଜେଡି ଆଗୁଆ ରହିଛି। ବିଜେଡି ତୁଳନାରେ ଭାଜପା, କଂଗ୍ରେସ…

ଯୁଆଡ଼େ ଦେଖିଲେ ବିଜେଡି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଉପକୂଳ, ପଶ୍ଚିମ, ଉତ୍ତର, ଦକ୍ଷିଣ ଯେଉଁଠି ଦେଖିଲେ ବିଜେଡି। ସବୁଆଡ଼େ ଶଙ୍ଖନାଦ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବରଦସ୍ତ କ୍ରେଜ୍‌ ସବୁଠି ଦେଖିବାକୁ ମିଳିଛି। ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଶାସନ ପରେ ମଧ୍ୟ ବିଜେଡି…

ଭୋଟ ଗଣତି କେନ୍ଦ୍ର ସମ୍ମୁଖରେ ଉତ୍ତେଜନା

ଗୁଡ଼ଭେଲା,୨୭ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ କାର୍ଯ୍ୟାଳୟ ପରିସରରେ ରବିବାର ୬ ନମ୍ବର ଜିଲା ପରିଷଦ ଜୋନର ଭୋଟ ଗଣତି ହେଉଥିବା ବେଳେ ସନ୍ଧ୍ୟାରେ ଉତ୍ତେଜନା ପ୍ରକାଶ ପାଇଛି। ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ପ୍ରଚାର ପରେ ଭୋଟ କେନ୍ଦ୍ର ସମ୍ମୁଖରେ…

ସ୍ତ୍ରୀ ଜିଲା ପରିଷଦ, ସ୍ବାମୀ ସରପଞ୍ଚ

ଜୁନାଗଡ଼,୨୭।୨(ଡି.ଏନ୍‌.ଏ.): ଚଳିତ ପଞ୍ଚାୟତ ନିର୍ବାଚନ ଫଳାଫଳରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ଗ୍ରାମର ଏକ ଦମ୍ପତି ଭୋଟରଙ୍କୁ ଆକୃଷ୍ଟ କରି ମନ ଜିଣିଛନ୍ତି। ଫଳସ୍ବରୁପ ସ୍ତ୍ରୀ ଜିଲା ପରିଷଦ ଓ ସ୍ବାମୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ହେବା ଏହା ପ୍ରମାଣିତ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?