ପଞ୍ଚାୟତ ଇଲେକ୍ସନ

ପଞ୍ଚାୟତ ନିର୍ବାଚନ: ଗଞ୍ଜାମରେ ୧୫,୯୪୯ ନାମାଙ୍କନପତ୍ର ଦାଖଲ

ଛତ୍ରପୁର,୨୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନାମାଙ୍କନପତ୍ର ଦାଖଲ ପର୍ବ ସମାପ୍ତ ହୋଇଛି। ବିଭିନ୍ନ ପଦ ପଦବୀ ନିମନ୍ତେ ମୋଟ ୧୫,୯୪୯ ଜଣ ନାମାଙ୍କନ ଦାଖଲ କରିଛନ୍ତି। ସେଥିମଧ୍ୟରେ ୧୧,୬୫୭ ଜଣ...

ସରିଲା ନାମାଙ୍କନ ପ୍ରକ୍ରିୟା, ଆଜି ପ୍ରାର୍ଥୀପତ୍ର ଯାଞ୍ଚ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ସରିଯାଇଛି। ନାମାଙ୍କନ ଦାଖଲ ପରେ ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି । ସେହିଦିନ ହିଁ ଚୂଡାନ୍ତ...

ବିଜେଡି ବିଧାୟକଙ୍କ ଭାଇ ଭାଜପାର ଜିଲା ପରିଷଦ ପ୍ରାର୍ଥୀ

କେନ୍ଦୁଝର,  ୨୨।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବିଜେଡି ବିଧାୟକ ଜଗନ୍ନାଥ ନାଏକଙ୍କ ବଡ଼ଭାଇ ସତ୍ୟବ୍ରତ ନାଏକ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପା ଟିକେଟରେ ଉକ୍ତ ନିର୍ବାଚନମଣ୍ଡଳୀର ୨୧ ନଂ. ଜୋନ୍‌ରୁ ନାମାଙ୍କନପତ୍ର ଦାଖଲ କରିବା ଘଟଣା ଚର୍ଚ୍ଚାର ବିଷୟ...

ପୂର୍ବତନ ମନ୍ତ୍ରୀ ଦାଖଲ କଲେ ନାମାଙ୍କନପତ୍ର

ଢେଙ୍କାନାଳ ଅଫିସ, ୨୨।୧: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଭାଜପା ନେତ୍ରୀ ଅଞ୍ଜଳି ବେହେରା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଗିରିଧାରୀପ୍ରସାଦ ପଞ୍ଚାୟତର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ବ୍ଲକ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ...

ନିଯୁକ୍ତି, ଦୁର୍ନୀତିର ଜବାବ ଦେବେ ଭୋଟର

ଯାଜପୁର ଅଫିସ,୨୨ା୧: ଫେବୃୟାରୀ ୧୮ରୁ ୫ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆରମ୍ଭ ହେବ। ଏହି ନିର୍ବାଚନରେ ଯାଜପୁର ଜିଲାର ୩୧୧ ଗ୍ରାମପଞ୍ଚାୟତ, ୧୦ ପଞ୍ଚାୟତ ସମିତି ଓ ୩୯ ଜିଲା ପରିଷଦ ସଭ୍ୟ ପାଇଁ ଶୁକ୍ରବାର ନାମାଙ୍କନ ପତ୍ର...

ସରପଞ୍ଚ ପ୍ରାର୍ଥୀ ହେଲେ ଏମ୍‌ବିଏ ଛାତ୍ର

ଉମରକୋଟ, ୨୨।୧(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ଜଣେ ଏମବିଏ ପଢୁଥିବା ଛାତ୍ର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେ ହେଲେ ଉମରକୋଟ ବ୍ଲକ ରାଜପୁର ପଞ୍ଚାୟତର କ୍ରିଷ୍ଣା ପୂଜାରୀ (୨୩)। କ୍ରିଷ୍ଣା ଭୁବନେଶ୍ୱରର ଏକ ଘରୋଇ କଲେଜରେ ଏମ୍‌ବିଏ କରୁଛନ୍ତି। ସେ ଏବେ...

ସରିଲା ନାମାଙ୍କନ: ପ୍ରାର୍ଥିପତ୍ର ଦାଖଲକଲେ କୋକସରା ବ୍ଲକର ୬୯୨

କୋକସରା,୨୧ା୧(ଡି.ଏନ.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ୧୭ ତାରିଖରୁ ୨୧ ପର୍ଯ୍ୟନ୍ତ କୋକସରା ବ୍ଲକରେ ୨୨ ପଞ୍ଚାୟତ ପାଇଁ ୬୯୨ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏ ନେଇ ବ୍ଲକ ନିର୍ବାଚନ...

ଘାରୁଛି ଭୟ: ୫ ପଞ୍ଚାୟତର ଜଣେ ବି ପ୍ରାର୍ଥୀ କରିନାହାନ୍ତି ନାମାଙ୍କନ ଦାଖଲ

ଦେବଗଡ଼,୨୧।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଳେଇବଣି ବ୍ଲକର ୫ ଟି ପଞ୍ଚାୟତରେ ନାମାଙ୍କନ ପତ୍ର ଦାଖଲ ହୋଇନାହିଁ। ୱାର୍ଡସଭ୍ୟ, ସରପଞ୍ଚ ଏବଂ ସମିତିସଭ୍ୟ ପାଇଁ ଜଣେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରି ନାହାନ୍ତି। ପାରପୋଷି, ଝରାଗୋଗୁଆ, ଝାରମୁଣ୍ଡା, ଗଣ୍ଡମ, ଦିମିରିକୁଦା ପଞ୍ଚାୟତରେ...

୨୬ ଜିଲା ପରିଷଦ ଆସନ ପାଇଁ ୯୮ ନାମାଙ୍କନ

ଭଞ୍ଜନଗର,୨୧ା୧(ଡି.ଏନ୍‌.ଏ.): ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଜିଲା ପରିଷଦ ଜୋନ ପାଇଁ ମୋଟ ୪୮ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ୨୬ଟି ଜିଲା ପରିଷଦ ଜୋନ ପାଇଁ ବିଭିନ୍ନ...

ଜୋନ ନଂ. ୧୪,୧୫ ପାଇଁ ପାର୍ଥିପତ୍ର ଦାଖଲ

ଗଞ୍ଜାମ,୨୧।୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୪ ଓ ୧୫ ନମ୍ବର ଜୋନ ପାଇଁ ସସ୍ମିତା ସ୍ବାଇଁ ଏବଂ ସନାତନ ବେହେରା ପାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଶୁକ୍ରବାର ଛତ୍ରପୁରସ୍ଥିତ ଉପଜିଲାପାଳ କାର୍ଯ୍ୟାଳୟରେ ସ୍ଥାନୀୟ ବିଧାୟକ ଓ ବିଜେଡି ନେତୃମଣ୍ଡଳୀ ଓ ସମର୍ଥକମାନଙ୍କ...

ଟିକେଟ୍‌ ଫେରାଇଦେଲେ ବିଜେଡି ଜିଲା ସଭାନେତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ସଭାନେତ୍ରୀ ମଞ୍ଜୁଳା ମାଝି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମିଳିଥିବା ଟିକେଟ୍‌ ଫେରାଇ ଦେଇଛନ୍ତି। ତାଙ୍କୁ ପଞ୍ଚାୟତ ନିର୍ବାଚନରେ ବିଜେଡି ପକ୍ଷରୁ ନବରଙ୍ଗପୁର ବ୍ଲକ ଜୋନ(ଖ) ପାଇଁ ଗୁରୁବାର ଟିକଟ ଦିଆଯାଇଥିଲା। ହେଲେ ଭୋଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri