ପଞ୍ଚାୟତ ଇଲେକ୍ସନ

ହାରିଗଲେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ୍‌,୨୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ (ଭାଜପା) ଏବଂ ଗୀତାଞ୍ଜଳୀ ପୁଟା(ବିଜେଡ଼ି)ଙ୍କୁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି । ବରଗଡ଼ ଜୋନ୍‌-୧ରୁ ଭାଜପା ପ୍ରାର୍ଥିନୀ ରହିଥିବା ମୁକ୍ତାଙ୍କୁ ବିଜେଡ଼ି ପ୍ରାର୍ଥିନୀ ପୁଷ୍ପା…

ଖବରକାଗଜ ବିତରକରୁ ହେଲେ ସରପଞ୍ଚ

ବାସୁଦେବପୁର,୨୭।୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ସହରର ଖବରକାଗଜ ବିକ୍ରେତା ଗୌରାଙ୍ଗ ଚନ୍ଦ୍ର ପଣ୍ଡା ନରସିଂହପୁର ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କଂଗ୍ରେସ ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଭାବେ ଗୌରାଙ୍ଗ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୨୪୦ ଖଣ୍ଡ…

ପରାଜୟର ସ୍ବାଦ ଚାଖିଲେ ହେବିୱେଟ

ପୁରୁଷୋତ୍ତମପୁର,୨୭ା୨(ଡି.ଏନ.ଏ.): ପୁରୁଷୋତ୍ତମପୁର ବ୍ଲକ ୩୫ ନଂ ଜୋନ ଅଧିନରେ ଥିବା ୮ ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଭୀମପୁର ଓ ପାଣ୍ଡିଆ ପଞ୍ଚାୟତ ସମିତି ସଭ୍ୟ ପଦବୀ ଉପରେ ସଭିଙ୍କ ନଜର ରହିଥିଲା। ଯାହାକି ଦୁଇ ଥର ସରପଞ୍ଚ…

ଗଞ୍ଜାମ ବ୍ଲକ ୧୪ ନଂ ଜୋନ୍‌ରେ ବିଜୟୀ ହୋଇଛନ୍ତି ଏହିସବୁ ପ୍ରାର୍ଥୀ

ଗଞ୍ଜାମ,୨୭ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନ ଅଧିନସ୍ଥ ବିଭିନ୍ନ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ପୋଇରସି ପଞ୍ଚାୟତରେ ସମିତିସଭ୍ୟ ଅନ୍ତର୍ଯ୍ୟାମୀ ବେହରା, ସରପଞ୍ଚ ରବୀନ୍ଦ୍ର ବେହେରା, ମଲାଡ଼ ପଞ୍ଚାୟତରେ ସମିତିସଭ୍ୟା ବିଷ୍ଣୁପ୍ରିୟା ମହାପାତ୍ର, ସରପଞ୍ଚ ମମତା ବେହେରା, କରପଡ଼ା…

୧୪ ନମ୍ବର ଜୋନରେ ବିଜେଡିର ବାଜିମାତ୍‌

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନରେ ବିଜେଡି ମାଜିମାତ କରିଛି। ବିଜେଡି ପାର୍ଥିନୀ ସସ୍ମିତା ସ୍ବାଇଁ ୧୫ ହଜାର ୧୬୦ ଖଣ୍ଡ ଭୋଟ ପାଇଛନ୍ତି। ପ୍ରତିଦ୍ବନ୍ଦ୍ୱୀ ଭାଜପା ପାର୍ଥିନୀ ୪ ହଜାର ୯୮୨ ଖଣ୍ଡ ଭୋଟ ପାଇଛନ୍ତି l ଫଳରେ…

୯ରୁ୯ ନେଇଗଲା ବିଜେଡି

କେନ୍ଦ୍ରାପଡ଼ା ଅଫିସ,୨୭ା୨: ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡ଼ା ଜିଲାର ୯ଟି ଜିଲା ପରିଷଦ ଜୋନ୍‌ରେ ବିଜେଡି ବାଜିମାତ କରିଛି। ପ୍ରଥମ ପର୍ଯ୍ୟାୟର ସମସ୍ତ ୯ଟି ଜୋନ୍‌ ବିଜେଡି ଦଖଲ କରିଛି। ଜୋନ-୧ରେ କନକଲତା ବେହେରା, ଜୋନ୍‌ ୫ରେ ଲିଲିତା…

୧୦୦ ଖଣ୍ଡ ଭୋଟରେ ବାଜି ମାରିନେଲା ଭାଜପା

ସୋନପୁର,୨୭।୨(ନି. ପ୍ର .): ସୁବର୍ଣ୍ଣପୁର ଜିଲା ବିନିକା ଜୋନ-୧ରେ ଭାଜପା ଜିଲା ପରିଷଦ ପ୍ରାର୍ଥୀ ପ୍ରମିଳା କଲତା ବିଜୟୀ ହୋଇଛନ୍ତି। ସେ ବିଜେଡିର ଅରୁଣା ହରିପାଲଙ୍କଠାରୁ ୧୦୦ ଖଣ୍ଡ ଭୋଟ ବ୍ୟବଧାନରେ ବାଜି ମାରିଛନ୍ତି।

ଆଲମିରା ତିଆରି କରିବାକୁ ଆସି ବୃଦ୍ଧାଙ୍କୁ ହତ୍ୟା, ମିଳିଲା ରକ୍ତଭିଜା ଛୁରି

ବ୍ରହ୍ମପୁର ଅଫିସ,୨୭ା୨: ସଦର ଥାନା ଅଳକାପୁରୀରେ ରହୁଥିବା ବୃଦ୍ଧ ଦମ୍ପତ୍ତିଙ୍କ ଘରେ ସୁନା, ଗହଣା ଓ ଟଙ୍କା ରହିଥିବା ଅପରାଧୀ ଜଣକ ଜାଣିବାକୁ ପାଇଥିଲେ। ସେହି ଘରେ ବିଜୟ ଚନ୍ଦ୍ର ବେହେରା ଓ ତାଙ୍କ ସ୍ତ୍ରୀ ସୁରଜା ରହୁଥିବା ବେଳେ ଗତ…

ଦ୍ୱିତୀୟ ଦିନର ଗଣତି ସୁଦ୍ଧା ୫୦୦ ପାର୍‌ କଲାଣି ବିଜେଡି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ଦିନ ଭୋଟ୍‌ ଗଣତି। ତେବେ ଗତକାଲିର ଗଣତି ମଧ୍ୟ ଆଜି ଅପରାହ୍ନ ୧ଟା ସୁଦ୍ଧା ସରିନାହିଁ। ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍‌ରେ ଭୋଟ ଗଣତି ଆରମ୍ଭ କରାଯାଇଥିବା ବେଳେ…

୨ଟି ଆସନରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୭ା୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଶନିବାର ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଚାଲିଥିଲା । ତେବେ ଗଣତି ସରିବା ପରେ ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ୨ ଜିଲା ପରିଷଦ ଜୋନ୍‌ରେ ବିଜେଡି ପ୍ରାର୍ଥି…

ବିଜେଡି ଦଖଲରେ ପଦ୍ମପୁର ‘କ’ ଜିଲାପରିଷଦ ଜୋନ

ପଦ୍ମପୁର, ୨୭।୨(ଡି.ଏନ୍‌.ଏ.): ରାୟଗଡା ଜିଲା ପଦ୍ମପୁର ବ୍ଲକର ‘କ’ ଜୋନ୍‌ରେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଡର୍‌ଗିନ୍‌ ଶବର ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସବିତା ଗମାଙ୍ଗଙ୍କୁ ୧୪୮୬ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ପଦ୍ମପୁର ‘କ’ ଜୋନ୍‌…

୧୫ ନଂ ଜୋନ୍‌ରେ ଚାଲିଛି ଗଣତି

ଗଞ୍ଜାମ,୨୭ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୫ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ଏଥିପାଇଁ ବିଡିଓ ବିଶ୍ୱଜିତ ରାୟ, ତହସିଲଦାର ଅରୁଣ ନାୟକ ପ୍ରମୁଖ ସ୍ଥିତି ସମୀକ୍ଷା କରୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri