ପଞ୍ଚାୟତ ଇଲେକ୍ସନ

ବାଲେଶ୍ୱରରେ ୧୧ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି, ଭାଜପାର ହାତରେ ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି...

ଆଜି ଭୋଟ ଗଣତିର ଦ୍ୱିତୀୟ ଦିନ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରବିବାର ପଞ୍ଚାୟତ ନିର୍ବାଚନ ଭୋଟ ଗଣତିର ଦ୍ୱିତୀୟ ଦିନ। ଶନିବାର ପ୍ରଥମ ଦିନର ଗଣତି ଆରମ୍ଭ ହୋଇଥିଲେ ହେଁ ତାହା ଶେଷ ହୋଇପାରି ନାହିଁ। ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍‌ରେ ଭୋଟ ଗଣତି ଆରମ୍ଭ କରାଯାଇଥିଲା।...

ସୋହେଲା, ଅମ୍ବାଭୋନାରେ ବିଜେଡି ବିଜୟୀ

ବରଗଡ଼ ଅଫିସ,୨୬ା୨: ବରଗଡ଼ ଜିଲା ସୋହେଲା(ଜିଲା ପରିଷଦ ଜୋନ-୩୨) ଏବଂ ଅମ୍ବାଭୋନା(ଜିଲା ପରିଷଦ ଜୋନ-୫)ର ଭୋଟ ଗଣତି ସରିଛି। ଉଭୟ ଜୋନରେ ବିଜେଡି ବାଜିମାତ୍‌ କରିଛି । ସୋହେଲାରେ ଦଳୀୟ ପ୍ରାର୍ଥିନୀ ଜାଇଫୁଲ ସିଂ ବରିହା ତାଙ୍କ ନିକଟତମ ପ୍ରାର୍ଥିନୀ...

କଡ଼ା ସୁରକ୍ଷାରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ଗଣତି

ଗଞ୍ଜାମ,୨୬ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୪ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି l ଖବର ଶେଷ ସୁଦ୍ଧା ପ୍ରାୟ ୩୨ ଓ୍ବାର୍ଡ ସଭ୍ୟ ଗଣତି ସମ୍ପୂର୍ଣ୍ଣ ହୋଇଥିବା ବେଳେ ଅନ୍ୟାନ୍ୟ ପଞ୍ଚାୟତର ଓ୍ବାର୍ଡଗୁଡ଼ିକର ଭୋଟ୍‌ ଗଣତି...

ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଜିଲା ପରିଷଦ ନିର୍ବାଚନ ଫଳାଫଳ

କେନ୍ଦୁଝର,୨୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩୭ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୩୬ଟିରେ ନିର୍ବାଚନ ପରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଭୋଟ୍‌ ଗଣତି ୧୩ଟି ବ୍ଲକ ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଆନନ୍ଦପୁର...

ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍‌ରେ ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ ୩୧୫ ଜିଲା ପରିଷଦ ଜୋନ୍‌ରୁ ୨୭୫ରେ ବିଜେଡି ଆଗୁଆ ରହିଛି। ଭାଜପା...

ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍‌ରେ ବାଜି ମାରିଲା ବିଜେଡି

ସୋରଡ଼ା,୨୬ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍‌ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ବିଜେଡି ୬୩ ନମ୍ବର ଜୋନରେ ୨୯୪୪ ଖଣ୍ଡ ଭୋଟ୍‌ ପାଇଥିବାବେଳେ...

ବୀରମହାରାଜପୁର ୧ ନଂ ଜୋନ୍‌ରେ କଂଗ୍ରେସ ଆଗରେ

ଅମରପାଲି,୨୬ା୨(ଡି.ଏନ୍‌.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ୧ ନଂ. ଜୋନ୍‌ରେ ଚତୁର୍ଥ ରାଉଣ୍ଡ ପରେ କଂଗ୍ରେସର ଲବ କୁମାର ସାହୁ ବିଜେଡିର ରଞ୍ଜିତ ରଥଙ୍କ ଠାରୁ ୬୬ଖଣ୍ଡ ଭୋଟ ଆଗରେ...

କେସିଙ୍ଗାର ୧ ନଂ ଜୋନ୍‌ରେ ବିଜେଡି ଆଗୁଆ

କେସିଙ୍ଗା,୨୬ା୨(ଡି.ଏନ୍‌.ଏ.): କଳାହାଣ୍ଡି କେସିଙ୍ଗା ବ୍ଲକର ୧ ନଂ ଜୋନ୍‌ରେ ଶନିବାର ଭୋଟ୍‌ ଗଣତି ଆରମ୍ଭ ହୋଇଛି। ଏହି ଗଣତିରେ ବିଜେଡି ପ୍ରାର୍ଥିନୀ ଦୀପାଞ୍ଜଳି ସାହୁ ୩୧୬୫ ଭୋଟ୍‌ ପାଇଥିବା ବେଳେ ଭାଜପାର ନମିତାରାଣୀ ସାହୁ ୧୩୧୦ ଭୋଟ ପାଇଛନ୍ତି। କଂଗ୍ରେସରୁ...

ଚାଲିଛି ଗଣତି: ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଆଗରେ ବିଜେଡି

ବରଗଡ଼ ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଜାରି ରହିଛି । ତେବେ ନିର୍ବାଚନ ମଇଦାନକୁ ପୁଣି ପ୍ରାର୍ଥିଭାବେ ଓହ୍ଲାଇଥିବା ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ଏବଂ ଗୀତାଞ୍ଜଳି ପୁଟା ଏପର୍ଯ୍ୟନ୍ତ...

ଭୋଟ ଗଣତି: ନୟାଗଡ଼ ବ୍ଲକରେ ବିଜେଡି-ଭାଜପା ମଧ୍ୟରେ କଡ଼ା ଟକ୍କର

ନୟାଗଡ଼ ଅଫିସ,୨୬।୨: ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି। ଇତିମଧ୍ୟରେ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଗଣିଆ ବ୍ଲକର ୮ ନମ୍ବନ ଜୋନରେ ଭାଜପା ଆଗୁଆ, ନୟାଗଡ଼ ବ୍ଲକର ୧୬ ନମ୍ବର ଜୋନରେ ବିଜେଡି ଆଗୁଆ,...

ବୀରମହାରାଜପୁର ଜୋନ-୧ରେ ପ୍ରଥମ ରାଉଣ୍ଡରେ ବିଜେଡି ଆଗରେ

ଅମରପାଲି,୨୬।୨(ଡି.ଏନ.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଜୋନ-୧ରେ ପ୍ରଥମ ରାଉଣ୍ଡ ପରେ ବିଜେଡିର ରଞ୍ଜିତ ରଥ କଂଗ୍ରେସର ଲବ କୁମାର ସାହୁଙ୍କଠାରୁ ୧୧୩ ଖଣ୍ଡ ଭୋଟ ଆଗରେ ରହିଛନ୍ତି। ପ୍ରଥମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri