ପଞ୍ଚାୟତ ଇଲେକ୍ସନ

ଯାଜପୁରରେ ନିର୍ବାଚନୀ ହିଂସା : ବନ୍ଧା ହେଲେଣି ୯୮

ଯାଜପୁର ଅଫିସ, ୨୨।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି। ତେବେ ଯାଜପୁର ଜିଲାରେ ଏହା ପୂର୍ବରୁ ହୋଇଥିବା ଅନ୍ୟ ତିନୋଟି ପର୍ଯ୍ୟାୟ ମତଦାନ ବେଳେ ବ୍ୟାପକ ହିଂସା ଦେଖାଦେଇଥିଲା। କେଉଁଠି ଖବରଦାତାଙ୍କୁ ଆକ୍ରମଣ ହୋଇଥିଲା…

ଭୋଟ କେନ୍ଦ୍ରରେ ଟଳିପଡିଲେ ବୃଦ୍ଧା

ସଜନାଗଡ,୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନ ମଣ୍ଡଳୀ ବରହମପୁର ପଞ୍ଚାୟତରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନବେଳେ ଏକ ଅଘଟଣ ଘଟିଛି। ଜଣେ ବୃଦ୍ଧା ମଙ୍ଗଳବାର ସକାଳୁ ଭୋଟ କେନ୍ଦ୍ରକୁ ଆସି ଲାଇନ ଛିଡାହୋଇ ଥିବା ବେଳେ ଟଳିପଡିଛନ୍ତି । ମହିଳା…

ସରପଞ୍ଚ ପ୍ରାର୍ଥୀଙ୍କ ସହ ୩ ଗିରଫ

ରାଜନଗର,୨୨ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ରବିବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଡେରା ପଞ୍ଚାୟତ ଗୋଖଣୀ ଗାଁରେ ଭୋଟର ତାଲିକାରେ ନାଁ ନ ଥାଇ ଏଜେଣ୍ଟ ରହିବା ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ପୋଲିସର ବାଡ଼ି ଛଡାଇ…

ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍‌ରେ ହେବ ମତଦାନ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ୨୨ ତାରିଖରେ ଚତୁର୍ଥ ପର୍ଯ୍ୟାୟ ପାଇଁ ହେବ ମତଦାନ । ୨୭ଟି ଜିଲାରେ ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍‌ରେ ଲୋକେ ମତସାବ୍ୟସ୍ତ କରିବେ । ୧୬୩ଟି ଜିଲା ପରିଷଦ ଜୋନ୍‌ ପାଇଁ ମତଦାନ…

ପୋଲିସ ହାତରୁ ଦୁଇ ଯୁବକଙ୍କୁ ଛଡ଼ାଇନେଲେ ବିଜେଡି କର୍ମୀ

ସଜନାଗଡ଼,୨୧।୨(ଡି.ଏନ୍‌.ଏ): ପୁଣି ଜଣେ ଖବରଦାତା ଆକ୍ରମଣର ଶିକାର ହୋଇଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଖବରଦାତା ଜଣକ ଫଟୋ ଉଠାଉଥିବା ବେଳେ ତାଙ୍କୁ ମାଡ଼ ମରାଯାଇ ହତ୍ୟା ଧମକ ଦିଆଯାଇଛି। ଖବରଦାତା ଆହତ ହୋଇ ନୀଳଗିରି ମେଡିକାଲରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି।…

ସମିତି ଅଧ୍ୟକ୍ଷ ପଦ ପାଇଁ ଆରମ୍ଭ ହୋଇଗଲାଣି ଘୋଡାଦୌଡ

ଝାରସୁଗୁଡ଼ା ଅଫିସ୍‌,୨୧।୨: ଝାରସୁଗୁଡା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ମତଦାନ ୨ପର୍ଯ୍ୟାୟରେ ଶେଷ ହୋଇଛି। ଏଥିମଧ୍ୟରେ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟ୍‌ବାକ୍ସରେ ବନ୍ଦ ହୋଇ ରହିଛି। ଆସନ୍ତା ୨୬, ୨୭, ୨୮ତାରିଖରେ ପର୍ଯ୍ୟାୟକ୍ରମେ ଭୋଟ୍‌ଗଣତି ହୋଇ ବିଧିବଦ୍ଧଭାବେ ନିର୍ବାଚନ ଫଳାଫଳ ଘୋଷଣା ହେବ।…

ଭୋଟ ବର୍ଜନ କଲେ ନନ୍ଦପୁର ବ୍ଲକ ଯୋଗିପୁଟ ଗ୍ରାମବାସୀ

କୋରାପୁଟ,୨୧।୨(ସ୍ବ.ପ୍ର.) ନନ୍ଦପୁର ବ୍ଲକର ଯୋଗିପୁଟ ଗ୍ରାମବାସୀ ରବିବାର ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିଜ ମତଦାନକୁ ବର୍ଜନ କରିଛନ୍ତି। ଗ୍ରାମକୁ ରାସ୍ତା,ପାନୀୟଜଳ ଓ ନେଟ୍‌ଓ୍ବର୍କ ବ୍ୟବସ୍ଥା ନାହିଁ ତ ଭୋଟ ନାହିଁ ବୋଲି ପ୍ରକାଶ କରି ସେମାନେ ଏହି ଭୋଟ ବର୍ଜନ…

ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ଟିକିରି,୨୧।୨(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍‌ଥ୍‌ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨ ଶହରୁ ଊର୍ଦ୍ଧ୍ୱ ଭୋଟର ଭୋଟ ବର୍ଜନ କରିଛନ୍ତି। ବଲଗଛତୁଣ୍ଡା ଏବଂ ପଣ୍ଡକାମାରି…

ତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ତାଳଚେର,୨୧।୨(ନି.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ଅନୁଗୋଳ ଜିଲାର ତାଳଚେର ଓ କିଶୋରନଗର ବ୍ଲକରେ ଏଥିପାଇଁ ରବିବାର ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଅନ୍ତିମ ଦିନରେ ଦୁଇ ବ୍ଲକର ଜିଲା ପରିଷଦ…

‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

ବାରିପଦା ଅଫିସ,୨୧।୨: ମୟୂରଭଞ୍ଜ ଜିଲାର ବଡ଼ସାହି ଓ ଉଦଳା ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ତେବେ ବଡ଼ସାହି ଓ ଉଦଳା ବ୍ଲକର ୧ ଲକ୍ଷ ୬୬ ହଜାର ୮୩୬ ଭୋଟର ମତଦାନ କରିବାକୁ…

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଅଭିଯୋଗ ହୋଇଛି। ଏପରି ଅନିୟମିତତା ନେଇ କଂଗ୍ରେସର ସ୍ଥାନୀୟ ଜିଲା…

ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା

ଜଗତ୍‌ସିଂହପୁର ଅଫିସ, ୨୧ା୨: ଜଗତ୍‌ସିଂହପୁର ଜିଲାର ୨୬ଟି ଜିଲା ପରିଷଦ ଜୋନ ମଧ୍ୟରୁ କୁଜଙ୍ଗ ବ୍ଲକର ୪ଟି ଯାକ ଆସନର ଗୁରୁତ୍ୱ ରହିଛି। ୨୦୧୭ ନିର୍ବାଚନରେ ଏହି ବ୍ଲକରେ ଭାଜପା ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?