ପଞ୍ଚାୟତ ଇଲେକ୍ସନ

୪ ବୁଥ୍‌ରେ ମତଦାନ ସ୍ଥଗିତ

ପାଣିକୋଇଲି,୨୧।୨(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଗୋଳେଇପୁର ପଞ୍ଚାୟତ ସୋତି ଗ୍ରାମର ୪ ବୁଥ୍‌ରେ ମତଦାନ ବନ୍ଦ ରହିଛି। ଏଠାରେ ପୁନଃ ମତଦାନ ଲାଗି ଜିଲା ପ୍ରଶାସନ ଘୋଷଣା କରିଛି। ସେହିପରି ପଞ୍ଚାୟତର ଟିକର ସାନ ବିରୁହଁା ବୁଥ୍‌ରେ ପୁନଃ ମତଦାନ...

ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଏହାର ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି। ତେବେ ବାଲ୍‌ଟ ବକ୍ସର...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କୁ ଗିରଫ କରିସାରିଲାଣି...

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ ରହି ଦୋକନ୍ଦା ମେଳଣ ପଡିଆରେ ରହିବା ପାଇଁ ବିଡିଓ ଲୋଚନ ଦାସ ଓ...

ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ,୨୧ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ଖୋର୍ଦ୍ଧା ଜିଲା ଚିଲିକା ଓ ଖୋର୍ଦ୍ଧା ବ୍ଲକରେ ଭୋଟ ଗ୍ରହଣ ଶେଷ ହୋଇଛି। କାଁ ଭାଁ ବିଶୃଙ୍ଖଳାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାର ସହ ସରିଛି। ଚିଲିକା...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ଖୁବ୍‌ଶୀଘ୍ର ଘଟଣାରେ...

ଟିପଚିହ୍ନ ଦେଉଛନ୍ତି ପାଠୁଆ ଭୋଟର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୩ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ନିର୍ବାଚନରେ ପ୍ରାୟ ୭୮ ପ୍ରତିଶତ ମତଦାନ ହେଉଥିବା ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। କିନ୍ତୁ କୌତୂହଳର ବିଷୟ ଯେ ଭୋଟରମାନେ ନିଜକୁ ନିରକ୍ଷର ଭାବେ...

ତୃତୀୟ ପର୍ଯ୍ୟାୟରେ ହିଂସା ବୃଦ୍ଧି

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବେଳକୁ ବେଳ ଉଗ୍ରରୂପ ଧାରଣ କରୁଛି। ନିଜ ସପକ୍ଷରେ ଜନମତ ନେବାକୁ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ ହିଂସାକାଣ୍ଡର ସାହାରା ନେଉଛନ୍ତି। ଗତ ଦୁଇଟି ପର୍ଯ୍ୟାୟ ନିର୍ବାଚନରେ ଭୋଟ ବାକ୍ସ ନେଇଯିବା, ବାଲଟ ପେପର...

୭୧% ମତଦାନ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୭୧% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଦୁଇଟି ପର୍ଯ୍ୟାୟ ଭଳି ଏହି ପର୍ଯ୍ୟାୟରେ ମଧ୍ୟ ମାଲକାନଗିରି ଜିଲାରେ...

ଭୋଟବାକ୍ସରେ ବନ୍ଦ ହେଲା ୫୧୫ ପ୍ରାର୍ଥୀଙ୍କ ଭାଗ୍ୟ

କୋକସରା,୨୦ା୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ରବିବାର ଶେଷ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତଦାନ ହୋଇଥିବା ଜଣାପଡିଛି। ସୂଚନା ମୁତାବକ, କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ୮୭ ହଜାର ୮୩୯...

ଭୋଟ ଦେଲେ ନାହିଁ ଗ୍ରାମବାସୀ

କୋକସରା,୨୦।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ହେଲେ ବ୍ଲକର କନ୍ଦାବୁଟ୍ରା ପଞ୍ଚାୟତ ତୁନଗାଁର ୫ଟି ୱାର୍ଡ ଓ ଆମପାଣି ପଞ୍ଚାୟତ କୁଟୁରୁର ୬ ନଂ. ୱାର୍ଡରେ ମୌଳିକ ସୁବିଧା ମିଳୁ ନ...

କଂଗ୍ରେସ ନେତାଙ୍କ ଗାଡ଼ି ଜାଳି ଦେଲେ

ନବରଙ୍ଗପୁର/କୋଡ଼ିଙ୍ଗା,୨୦।୨(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ କୋଡ଼ିଙ୍ଗା ଥାନା ଅଧୀନ ଡଙ୍ଗରା ଗାଁର ବ୍ୟବସାୟୀ ତଥା କଂଗ୍ରେସ ନେତା କେ. ଝାଡେଶ୍ୱର ରାଓଙ୍କ ଘର ବାଉଣ୍ଡାରିରେ ଥିବା କାର୍‌ (ଓଆର୍‌-୧୦ଜି-୦୦୧୮) ଓ ବାଇକ୍‌ (ଓଆର୍‌-୨୪ଏ-୩୫୬୧)ରେ କେହି ନିଆଁ ଲଗାଇ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri