ଗଙ୍ଗମନ୍ଦିର ପୂଜା କମିଟି ପକ୍ଷରୁ ଚାନ୍ଦି ମେଢ଼ ନିର୍ମାଣ
ଗଙ୍ଗମନ୍ଦିର ପୂଜା କମିଟି ପକ୍ଷରୁ ଚାନ୍ଦି ମେଢ଼ ନିର୍ମାଣ।
ଲଙ୍ଗୁଳି ମଠ କୋଠାକୁ ଭଙ୍ଗାଯାଉଛି
ପୁରୀ ଲଙ୍ଗୁଳି ମଠ କୋଠାକୁ ଜେସିବି ଦ୍ୱାରା ଭଙ୍ଗାଯାଉଛି।
ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି
ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି।
ଜନ୍ମାଷ୍ଟମୀ ଉପଲକ୍ଷେ ରାଧାକୃଷ୍ଣଙ୍କ ଦର୍ଶନ ନିମନ୍ତେ ନୟାପଲ୍ଲୀ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି
ଜନ୍ମାଷ୍ଟମୀ ଉପଲକ୍ଷେ ରାଧାକୃଷ୍ଣଙ୍କ ଦର୍ଶନ ନିମନ୍ତେ ନୟାପଲ୍ଲୀ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି।
ଅସରାଏ ବର୍ଷାରେ ଇସ୍କନ ମନ୍ଦିର ସମ୍ମୁଖରେ ଆଣ୍ଠୁଏ ପାଣି
ଅସରାଏ ବର୍ଷାରେ ଇସ୍କନ ମନ୍ଦିର ସମ୍ମୁଖରେ ଆଣ୍ଠୁଏ ପାଣି।
ଜନ୍ମାଷ୍ଟମୀ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ରାଧାକୃଷ୍ଣ ବେଶ
ରସୁଲଗଡ଼ ବାଲିଆପାଟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ରାଧାକୃଷ୍ଣ ବେଶ।
ରାଜୀବ ଗାନ୍ଧୀ ଜୟନ୍ତୀ ପାଳିତ
ରାଜୀବ ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭୁବନେଶ୍ୱର ୟୁନିଟ- ୫ସ୍ଥିତ ରାଜୀବ ଭବନରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଉଛି।
ସମୂହ ନମାଜ ପାଠ
ପବିତ୍ର ଇଦ୍-ଉଲ୍-ଜୁହା ଅବସରରେ କଟକ ସତିଚଉରା ନିକଟ ଇଦ୍ଗାହଠାରେ ମୁସଲମାନମାନଙ୍କ ସମୂହ ନମାଜ ପାଠ।
ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ
ଶ୍ରାବଣ ଶେଷ ସୋମବାର ମହାଦେବଙ୍କ ଦର୍ଶନଲାଗି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଯାଉଛନ୍ତି।
ଛୁଟି ଦିବସରେ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା ପ୍ରତିବାଦରେ ମାଲେରିଆ ନିରୋଧ ବିଭାଗ ମଜଦୂର ସଂଘ ପକ୍ଷରୁ ବିକାଶ ଭବନ କାର୍ଯ୍ୟାଳୟ ପରିସରରେ ଧାରଣା।
ଛୁଟି ଦିବସରେ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା ପ୍ରତିବାଦରେ ମାଲେରିଆ ନିରୋଧ ବିଭାଗ ମଜଦୂର ସଂଘ ପକ୍ଷରୁ ବିକାଶ ଭବନ କାର୍ଯ୍ୟାଳୟ ପରିସରରେ ଧାରଣା।
ଜମ୍ମୁ-କଶ୍ମୀରରେ ୩୭୦ ଉଚ୍ଛେଦ ପରେ ରମାଦେବୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଖୁସି ମନାଉଛନ୍ତି।
ଜମ୍ମୁ-କଶ୍ମୀରରେ ୩୭୦ ଦଫା ଉଚ୍ଛେଦ ପରେ ରମାଦେବୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଖୁସି ମନାଉଛନ୍ତି।
ଅସରାଏ ବର୍ଷାରେ କଟକ କାଜିବଜାର ଅଞ୍ଚଳରେ ଜମି ରହିଥିବା ବର୍ଷାଜଳ
ଅସରାଏ ବର୍ଷାରେ କଟକ କାଜିବଜାର ଅଞ୍ଚଳରେ ଜମି ରହିଥିବା ବର୍ଷାଜଳ।
Archives


