Odisha Elections 2024

ରାଜନୀତି

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍‌ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ...

ଓଡ଼ିଶା ହେବ ଗେରୁଆମୟ, ଏମିତି କାହିଁକି କହିଲେ ଶାହା

ରାଉରକେଲା,୧୭।୫: ରାଉରକେଲାରୁ ଦମ୍ଭୋକ୍ତି ଦେଖାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । କହିଲେ, ଓଡିଶା ହେବ ଗେରୁଆମୟ। ରାଜ୍ୟରେ ଭାଜପା ୧୫ ଲୋକ ସଭା ଆସନ ସହ ୭୫ ବିଧାନସଭା ଆସନ ଜିତିବ। ଏଥର ଓଡିଶାରେ ଭାଜପା ସରକାର ସହିତ କେନ୍ଦ୍ରରେ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି। ଭାଜପା ସରକାର...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ...

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ ନୁହେଁ। କେବଳ ଲୋକମାନେ ଏହା କୁହନ୍ତି, କିନ୍ତୁ ମୁଁ ଏହାକୁ ବିଶ୍ୱାସ କରେ...

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଗିରଫ ହୋଇଥିଲେ। ଗୁରୁବାର ଜଣେ...

ଅତୀତକୁ ବଦଳାଇପାରିବି ନାହିଁ, ଭବିଷ୍ୟତ ତିଆରି କରିପାରିବି: ସଂତୃପ୍ତ

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଲୋକ ସଭା ସକାଶେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୪ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ହେଉଛନ୍ତି କଟକ ସଂସଦୀୟ ଆସନର ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର। ତାଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ...

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ପ୍ରାଣୀଙ୍କୁ ନିର୍ଯାତନା ନେଇ ଷଡଙ୍ଗୀ ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri