ରାଜନୀତି

ପୁଣି ଜଣେ ବିଧାୟକଙ୍କୁ ୭ ଦିନ ପାଇଁ ସସ୍‌ପେଣ୍ଡ୍‌ କଲେ ବାଚସ୍ପତି, କହିଲେ ଦାଗିଦ୍‌ ସତ୍ତ୍ୱେ…

ଭୁବନେଶ୍ୱର,୨୬ା୩: ଏବେ ବିଧାନସଭାରୁ ଖାଲି ବିଧାୟକ ସସ୍‌ପେଣ୍ଡ୍‌ ହେବାରେ ଲାଗିଛନ୍ତି। ମଙ୍ଗଳବାର ବିଧାନସଭାରୁ ୧୨ ଜଣ ବିଧାୟକଙ୍କୁ ସସ୍‌ପେଣ୍ଡ ବା ନିଲମ୍ବନ କରାଯାଇଥିବା ବେଳେ ଆଜି ବୁଧବାର…

2 years ago

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ…

2 years ago

ବିଧାନସଭାକୁ ଫେରିଲେ ତାରା, କହିଲେ ପ୍ରତିବାଦ କେମିତି କରନ୍ତି ଏଥର…

ଭୁବନେଶ୍ୱର,୨୧ା୩: କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଇତିମଧ୍ୟରେ ପୁଣି ଥରେ ବିଧାନସଭାକୁ ଫେରିଛନ୍ତି। ୭ ଦିନର ନିଲମ୍ବନ ପରେ ତାରା ଶୁକ୍ରବାର ବିଧାନସଭାରେ ପହଞ୍ଚିଛନ୍ତି। ମୁଣ୍ଡିଆ…

2 years ago

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର

ଭୁବନେଶ୍ୱର,୧୯ା୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା…

2 years ago

ପରଲୋକରେ ଧର୍ମେନ୍ଦ୍ରଙ୍କ ବାପା: ଜାଣନ୍ତୁ ଓଡ଼ିଶାରେ ଭାଜପା ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନ

ଭୁବନେଶ୍ୱର,୧୭ା୩: ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ…

2 years ago

ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ…

2 years ago

ରାଜା ଚକ୍ରଙ୍କୁ ନେଇ ବଦ୍ରିଙ୍କ ବିସ୍ଫୋରକ ବୟାନ, କହିଲେ ମୁଁ ଆଗରୁ ଏନେଇ ନବୀନ…

ଭୁବନେଶ୍ୱର,୧୩ା୩: ରାଜା ଚକ୍ର ଗୁରୁବାର ଗିରଫ ହେବା ପରେ ବରିଷ୍ଠ ନେତା ବଦ୍ରି ପାତ୍ର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି।…

2 years ago

ନିଷ୍ପତ୍ତି ବଦଳାଇଲେ ସରକାର, ବିଧାନସଭାରେ ହଟିଲା ମୋବାଇଲ କଟକଣା

ଭୁବନେଶ୍ୱର,୧୨ା୩: ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା ମୋବାଇଲ କଟକଣା ଇତିମଧ୍ୟରେ ହଟାଇ ଦିଆଯାଇଛି। ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ମୋବାଇଲ…

2 years ago

ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ

ଭୁବନେଶ୍ୱର,୧୨ା୩: ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ…

2 years ago

ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…

ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ…

2 years ago