ଛତ୍ରପୁର,୧୪ା୧୦(ଦିଲ୍ଲୀପ ସାମଲ): ଦିନକ ପରେ ଛାତ୍ର ସଂସଦ ନିର୍ବାଚନ। ଗଞ୍ଜାମ କଲେଜରେ ଏବିଭିପି ଓ ବିସିଜେଡି ମଧ୍ୟରେ କଡ଼ା ଟକ୍କର ଚାଲିଛି। ଏହି ନିର୍ବାଚନ ପ୍ରକ୍ରିୟା ଜାରି…
ଭୁବନେଶ୍ୱର,୧୪ା୧୦: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…
ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…
ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…
ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…