ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ
ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ ଅଭିଯୋଗ ଆଣୁଛି ବିଜେଡି। ତେବେ ବିଜେଡିର ଅଭିଯୋଗ ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ଅରବିନ୍ଦ।…
ଆସାମରେ ପ୍ରଧାନମନ୍ତ୍ରୀ: କହିଲେ ଆଜି ସାରା ଦେଶର ଲୋକଙ୍କ ପ୍ରଥମ ପସନ୍ଦ…
ଦିଶପୁର,୧୮ା୧: ଆସାମର କାଲିଆବୋରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି। ଏକ ରାଲିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଭାଜପା ସାରା ଦେଶର ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି। ଗତ ଦେଢ଼ ବର୍ଷ ଧରି, ଭାଜପା ଉପରେ ବିଶ୍ୱାସ ନିରନ୍ତର ବୃଦ୍ଧି…
୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର
ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଏହି ସଙ୍କେତ ଦେଇଛନ୍ତି। ବର୍ତ୍ତମାନର ପଞ୍ଚାୟତ ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ…
୨ ବିଧାୟକଙ୍କ ପରେ ବିଜେଡିରୁ ବିଦା ହେଲେ ଗଣେଶ୍ବର
ଭୁବନେଶ୍ୱର,୧୬।୨: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ୨ ଜଣ ବିଧାୟକ ଏବଂ ଯାଜପୁର ଜିଲା ପରିଷଦ…
ସନାତନ-ଅରବିନ୍ଦଙ୍କ ପରେ ଏଥର କିଏ? ନବୀନ ନେବେ କି କଡ଼ା କାର୍ଯ୍ୟାନୁଷ୍ଠାନ, ଚର୍ଚ୍ଚାରେ ରହିଛନ୍ତି…
ଭୁବନେଶ୍ୱର, ୧୬।୧(ସୁନିତ୍ ମିଶ୍ର): ବିଜେଡି ବିରୋଧରେ ଲଗାତର ତାଙ୍କ ଦଳର କେତେଜଣ ବରିଷ୍ଠ ନେତା ଗଣମାଧ୍ୟମ ଆଗରେ ବିବୃତି ରଖୁଥିବା ବେଳେ ଆଉ କେତେଜଣ ଯୁବଗୋଷ୍ଠୀ ଭିନ୍ନ ଭିନ୍ନ ଜାଗାରେ ଭୋଜିଭାତ କରିବାରେ ଲାଗିଛନ୍ତି। ଏଭଳି ଘଟଣା ଭିତରେ ଗତ ୩…
ମହଙ୍ଗା ପଡ଼ିଲା କି “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି” ମନ୍ତବ୍ୟ
ଭୁବନେଶ୍ଵର,୧୬ା୧: ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏକ ବଡ଼ ନିଷ୍ପତ୍ତି କ୍ରମେ ଦଳରୁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର (ପାଟକୁରା) ଏବଂ ସନାତନ ମହାକୁଡ଼ (ଚମ୍ପୁଆ)ଙ୍କୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ…
ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…
ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି…
ଓଡ଼ିଶା ଆସିବେ ନୀତିନ ନବୀନ
ଭୁବନେଶ୍ୱର,୧୦ା୧: ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ ସମୟ ରାଷ୍ଟ୍ରୀୟ ସଭାପତିଙ୍କ ସହ ଆଲୋଚନା ହୋଇଥିଲା। ରାଜ୍ୟ ବିଷୟରେ ତାଙ୍କୁ ଅବଗତ କରିଥିଲ।…
ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ଭେଟ୍ଘାଟ୍କୁ ନେଇ ରାଜନୈତିକ ମହଲରେ ହଲ୍ଚଲ୍
ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ତାଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗତ ୪ ତାରିଖରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଓଡ଼ିଶା…
ମହାରାଷ୍ଟ୍ରର ଏହି ଆସନରେ ଐତିହାସିକ ଖେଳ, ବିଜେପି-କଂଗ୍ରେସ କୋଳାକୋଳି
ମୁମ୍ବାଇ,୭ା୧:ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟରେ ଏପରି ଏକ ରାଜନୈତିକ ମୋଡ଼ ଦେଖାଗଲା ଯାହା ସମସ୍ତ ଦଳ ଏବଂ ରାଜନୈତିକ ପର୍ଯ୍ୟବେକ୍ଷକଙ୍କୁ ଆଶ୍ଚର୍ଯ୍ୟ କରିଦେଲା। ଥାନେର ଅମ୍ବରନାଥ ପୌର ପରିଷଦରେ ଶିବସେନା (ଏକନାଥ ସିନ୍ଦେ ଗୋଷ୍ଠୀ) ୨୭ଟି ଆସନ ଜିତି ଏକକ ବୃହତ ଦଳ…
ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…
ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍ କରି କହିଥିଲେ ସୁଯୋଗ ପାଇ ସାରିବା ପରେ କୋରେଇ ଛାଡ଼ି ପଳାଇଛନ୍ତି। ଏହାର ଜବାବରେ…
ଦେବାଶିଷ-ରଣେନ୍ଦ୍ରଙ୍କ ପୋଷ୍ଟରରୁ ଶଙ୍ଖ ଗାଏବ, ରାଜନୀତିରେ ହଲଚଲ
ଭୁବନେଶ୍ୱର,୩ା୧: ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନୂଆବର୍ଷ ପୋଷ୍ଟରକୁ ନେଇ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଉଭୟଙ୍କ ପୋଷ୍ଟରରେ ଶଙ୍ଖ ଚିହ୍ନ ନାହିଁ କି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ନାହିଁ। ଯାହାକୁ ନେଇ…

