ଭାଜପା ବିରୋଧରେ ବଲାଙ୍ଗୀର ବିଜେଡିର ଗର୍ଜନ, ପଦଯାତ୍ରା କରି…
ବଲାଙ୍ଗୀର,୧୫ା୧୦(ସୁନିଲ କୁମାର ମହାନ୍ତି): ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଅକ୍ଟୋବର ୯ରୁ ନଭେମ୍ବର ୯ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେଉଛି। ବଲାଙ୍ଗୀରରେ ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ ନେତୃତ୍ୱରେ ବଲାଙ୍ଗୀରରେ…
ବିଜେଡିକୁ ଶକ୍ତ ଝଟ୍କା, ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର,୧୧ା୧୦: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…
ନୂଆପଡ଼ା ଉପନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା
ନୂଆପଡ଼ା,୯ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୂଡ଼ାନ୍ତ ଭୋଟର୍ ତାଲିକା ଗୁରୁବାର ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି। ସୂଚନାଯୋଗ୍ୟ, ନୂଆପଡ଼ା ବିଧାନସଭା ମଣ୍ଡଳୀ -୭୧ ନୂଆପଡ଼ା,୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…
ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ
ଭୁବନେଶ୍ୱର,୮ା୧୦: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଜନଜାତି ବିଧାୟକ ଓ ସାଂସଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ବିଏଲ୍…
ଘରଜ୍ୱାଇଁ ଉପାଖ୍ୟାନ ସହ ସୁଜାତା ପାଣ୍ଡିଆନଙ୍କୁ ବିବାଦକୁ ଟାଣିଲେ ଶ୍ରୀମୟୀ
ଭୁବନେଶ୍ୱର,୪ା୧୦: ପୁଣି ଥରେ ପରୋକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ଅନାମ ବାବୁଙ୍କ କାହାଣୀ ଆଳରେ ନବୀନ ଏବଂ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ। ପୂର୍ବଥର…
ନବୀନ ବାବୁଙ୍କୁ ଦଳର ସଭାପତି ନୁହେଁ, ବାପା ଭାବୁଥିଲି, କାହିଁକି ଏମିତି କହିଲେ ଶ୍ରୀମୟୀ…
ଭୁବନେଶ୍ୱର,୨୪ା୯: ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଛନ୍ତି ବିଜେଡିରୁ ବିତାଡ଼ିତ ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ କେବଳ ଦଳର ସଭାପତି ଭାବି ନ ଥିଲି, ବାପା ଭାବୁଥିଲି। ମୋ ପ୍ରତି ଅପଶବ୍ଦ ପ୍ରୟୋଗ ନେଇ ନବୀନ…
ଶ୍ରୀମୟୀଙ୍କୁ ନେଇ ତାରା କହିଲେ ତାଙ୍କ ଭଳି ନେତ୍ରୀ ଦଳ ପାଇଁ…
ଭୁବନେଶ୍ୱର,୨୪ା୯: ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଏବେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ବିଜେଡି ବିରୋଧରେ କହି ଦଳରୁ ନିଲମ୍ବିତ ହୋଇଛନ୍ତି ଶ୍ରୀମୟୀ। ଏହା ପରେ ସେ କେଉଁ ଦଳକୁ ଯିବେ ସେନେଇ ଚାଲିଛି ଅନେକ ଆଲୋଚନା। କିଛି କହୁଛନ୍ତି…
ବବି ଦାସଙ୍କୁ ଆକାଶ ଦାସ ନାୟକଙ୍କ ଖୋଲା ଚ୍ୟାଲେଞ୍ଜ, କହିଲେ ଯଦି ମୋ’ ବିରୋଧରେ ଲଢ଼େଇ କରିବେ ତା’ହେଲେ…
ଭୁବନେଶ୍ୱର,୨୧ା୯: ବିଜେଡି ନେତା ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ନେଇ ଭାଜପା ବିଧାୟକ ଆକାଶ ଦାସ ନାୟକ କଡ଼ା କାଉଣ୍ଟର କରିଛନ୍ତି। ବବିଙ୍କ ଯାଜପୁର ଦେବକୀ ଓ କୋରେଇ ଯଶୋଦା ମା’ ମନ୍ତବ୍ୟକୁ ନେଇ ଆକାଶ କହିଛନ୍ତି, କ୍ଷମତାର ଶୀର୍ଷରେ…
ଏହି କାରଣରୁ ବାତିଲ ହୋଇଗଲା ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ
ନୂଆଦିଲ୍ଲୀ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ। ତେବେ ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ହୋଇପାରେ ବୋଲି…
ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ମନମୋହନ, କହିଲେ ଏଥର…
ଭୁବନେଶ୍ୱର,୨୧ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର ପଦ୍ମ…
ସିଦ୍ଧାନ୍ତ ମହାପାତ୍ର କହିଲେ କଂଗ୍ରେସ ଉପରେ ଲୋକଙ୍କ ଭରସା ନାହିଁ, କାହିଁକି ଏମିତି କହି…
ଭୁବନେଶ୍ୱର,୨୦ା୯: ଭାଜପା ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର କଂଗ୍ରେସକୁ ସିଧା ନିଶାନା କରିଛନ୍ତି। କଂଗ୍ରେସ ସରକାରଙ୍କ ବିରୋଧରେ ଅନାସ୍ଥା ଆଣିବା ପରେ ସିଦ୍ଧାନ୍ତ କଂଗ୍ରେସକୁ ସିଧା ଟାର୍ଗେଟ କରି କହିଛନ୍ତି, କଂଗ୍ରେସ ଉପରେ ହିଁ ଲୋକଙ୍କ ଭରସା ନାହିଁ। ତାଙ୍କ…
ମନ୍ମଥଙ୍କ ବିସ୍ଫୋରକ ବୟାନ, କହିଲେ ନବୀନ ମେଡିକାଲରେ ଥିବାବେଳେ ସ୍ପାଏ କ୍ୟାମେରା ନେଇ…
ଭୁବନେଶ୍ୱର,୧୯ା୯: ଶୁକ୍ରବାର ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବିଜେଡି ଏମ୍ପି ଦେବାଶିଷ ସାମନ୍ତରାୟ ବାହାରିଥିବାବେଳେ ତାଙ୍କ ପଛେ ପଛେ ବିଜେଡି କର୍ପୋରେଟର ଅଜିତ୍ ବେହେରା ମଧ୍ୟ ଶ୍ରୀମୟୀ ଯାହା କହିଛନ୍ତି ଠିକ୍ ବୋଲି କହିବା ପରେ ମୁହଁ ଖୋଲିଛନ୍ତି ମନ୍ମଥ ରାଉତରାୟ। ସେ…
Archives


