ବିଜେଡିକୁ କଡ଼ା କାଉଣ୍ଟର କଲେ ଜୟନାରାୟଣ ମିଶ୍ର, ‘ବଞ୍ଚିଥାନ୍ତୁ..ସାଲାଇନ ଦରକାର ହେଲେ ଦେବୁ’
ଭୁବନେଶ୍ବର, ୨୫ା୧: ଗତ କିଛିଦିନ ହେବ ବିଜେଡିରୁ ଅନେକ ନେତା ନିଲମ୍ବନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏହାକୁ ନେଇ ଆଜି ବିଜେଡିକୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଭଗବାନ ବିଜେଡିକୁ ଦୀର୍ଘାୟୁ କରନ୍ତୁ କହି…
‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’
ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ…
ନବୀନଙ୍କୁ ନେଇ ଏମିତି କହିଲେ ଅରବିନ୍ଦ, ମୋ’ ନାଁରେ ଯାହା କହିଛନ୍ତି…
ଭୁବନେଶ୍ୱର,୨୪ା୧: ପାଟକୁରା ଡେରାବିଶ ବ୍ଲକରେ ଶନିବାର ଶକ୍ତି ପ୍ରଦର୍ଶନ କରିଛନ୍ତି ନିକଟରେ ବିଜେଡିରୁ ବିଦା ହୋଇଥିବା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଏକ ମୋଟରସାଇକେଲ ଶୋଭାଯାତ୍ରାରେ ସମର୍ଥକଙ୍କ ସହ ଯାଇ ଅରବିନ୍ଦ ଚାନ୍ଦୋଳ ବଜାର, କାକଟିଆ ଛକ ଦେଇ ଗଣେଶ୍ୱରପୁରରେ…
ଆଞ୍ଚଳିକ ଦଳ ପାଇଁ ନିଶା କାହିଁକି
ଭୁବନେଶ୍ୱର, ୨୩।୧(ସୁନିତ୍ ମିଶ୍ର): ଓଡ଼ିଶାରେ ଏକ ନୂଆ ଆଞ୍ଚଳିକ ଦଳ ଗଠନ ପାଇଁ ରାଜ୍ୟରୁ କେତେଜଣ ନେତା ଭିତିରିଆ ଉଦ୍ୟମ କରୁଥିବା ଚର୍ଚ୍ଚା ହେଉଛି । ବର୍ତ୍ତମାନର ରାଜନୈତିକ ସ୍ଥିତିକୁ ଲକ୍ଷ୍ୟକରି ଓଡ଼ିଶାରେ ଆଉ ଗୋଟେ ଦଳ ହୋଇପାରିବ ବୋଲି ଅନେକେ…
ଅଭିଯୋଗକୁ ଖୋଲା ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ ମହାପାତ୍ର, ନବୀନ ବାବୁ….
ଭୁବନେଶ୍ୱର,୨୨ା୧: ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପରୋକ୍ଷରେ ଟାର୍ଗେଟ କରିବା ପରେ ଗୁରୁବାର ଖୋଲା ଚ୍ୟାଲେଞ୍ଜ କଲେ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଆରୋପକୁ ନେଇ ଖୋଲା ଚ୍ୟାଲେଞ୍ଜ କଲେ । ନବୀନ ପଟ୍ଟନାୟକ ଅରବିନ୍ଦଙ୍କ ନାଁ ନାନେଇ…
ନବୀନ ନିବାସରେ ସନ୍ଧ୍ୟାରେ ବଡ଼ ବୈଠକ, ନବୀନ ପଟ୍ଟନାୟକ…
ଭୁବନେଶ୍ୱର,୨୨।୧: ଆଜି ସନ୍ଧ୍ୟାରେ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକ ବସିବ । ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ନବୀନ ନିବାସରେ ବୈଠକ ବସିବାକୁ ଥିବା ବେଳେ ସନ୍ଧ୍ୟା ୫ଟାରେ କମିଟି ସଦସ୍ୟଙ୍କ ସହ ଆଲୋଚନା କରିବେ । ତେବେ ବୈଠକରେ କଣ…
ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ବାସଭବନରେ ଦଳର ୧୦ ଜଣ ବିଧାୟକଙ୍କ ସହ ଏକ…
ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…
ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ସୂଜାତା ସାହୁ ଏହି ବୈଠକରେ…
ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ
ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ ଅଭିଯୋଗ ଆଣୁଛି ବିଜେଡି। ତେବେ ବିଜେଡିର ଅଭିଯୋଗ ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ଅରବିନ୍ଦ।…
ଆସାମରେ ପ୍ରଧାନମନ୍ତ୍ରୀ: କହିଲେ ଆଜି ସାରା ଦେଶର ଲୋକଙ୍କ ପ୍ରଥମ ପସନ୍ଦ…
ଦିଶପୁର,୧୮ା୧: ଆସାମର କାଲିଆବୋରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି। ଏକ ରାଲିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଭାଜପା ସାରା ଦେଶର ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି। ଗତ ଦେଢ଼ ବର୍ଷ ଧରି, ଭାଜପା ଉପରେ ବିଶ୍ୱାସ ନିରନ୍ତର ବୃଦ୍ଧି…
୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର
ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଏହି ସଙ୍କେତ ଦେଇଛନ୍ତି। ବର୍ତ୍ତମାନର ପଞ୍ଚାୟତ ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ…
୨ ବିଧାୟକଙ୍କ ପରେ ବିଜେଡିରୁ ବିଦା ହେଲେ ଗଣେଶ୍ବର
ଭୁବନେଶ୍ୱର,୧୬।୨: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ୨ ଜଣ ବିଧାୟକ ଏବଂ ଯାଜପୁର ଜିଲା ପରିଷଦ…

