ରାଜନୀତି

ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଯୋଗ ଦେବାକୁ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକଙ୍କୁ ସୁପ୍ରିମୋଙ୍କ…

ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ ବା…

କ୍ଷମା ମାଗ, ନଚେତ୍‌ ନବୀନ ନିବାସ ଘେରିବୁ : ଭକ୍ତ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ବିଜେଡି ପକ୍ଷରୁ ପଣ୍ଡିତ ଜବାହର ଲାଲ୍‌ ନେହେରୁଙ୍କ ସହ ଭି.କେ. ପାଣ୍ଡିଆନଙ୍କୁ ତୁଳନା କରାଯିବାକୁ ନେଇ କଂଗ୍ରେସ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କ୍ଷମାପ୍ରାର୍ଥନା ନ କଲେ ନବୀନ…

ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…

ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ…

ତୁଣ୍ଡ ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: କହିଲେ ନବୀନ ମିଛ କହୁଛନ୍ତି, ମୋ ବିରୋଧରେ ବି ପାଣ୍ଡିଆନ…

ଭୁବନେଶ୍ୱର,୧୨ା୪: ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ ତେବେ…

ନବୀନଙ୍କୁ ରୋକଠୋକ ଜବାବ ଦେଲେ ବିଜେଡି ନେତା, ‘ଆମେ କେହି ଚାକିରି କରୁନୁ, ନାଲି ଆଖି ଦେଖାଇ ପାରିବେନି’

ଭୁବନେଶ୍ୱର,୧୧।୪: “ୱାକଫ ବିଲ୍ ଭୋଟ୍ ବିବାଦ ଏବଂ ପରବର୍ତ୍ତୀ ସମୟରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ବୟାନକୁ ନେଇ ବିଜେଡିରେ ଦେଖାଦେଇଥିବା ଆଭ୍ୟନ୍ତରୀଣ ଅଶାନ୍ତି ବଢିଚାଲିଛି। ଏହାରି ମଧ୍ୟରେ ଆମେ କେହି ଚାକିରି କରୁନୁ କିମ୍ବା କେହି ଆମକୁ ଭୟଭୀତ କରିବାକୁ…

ବିଧାୟକଙ୍କୁ ପାଠ ପଢ଼ାଇବେ ନଡ୍ଡା, ଅଭିଜ୍ଞ ସମ୍ପନ୍ନ ନେତାଙ୍କଠାରୁ ଶିଖିବେ ନବାଗତ

ଭୁବନେଶ୍ୱର,୧୧ା୪: ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଶନିବାରଠାରୁ ଅନୁଷ୍ଠିତ ହେବ ବିଜେପିର ୨ ଦିନିଆ କର୍ମଶାଳାନୂଆ ବିଧାୟକଙ୍କୁ ସରକାର କେମିତି ଚାଲେ ବୁଝାଇବେ। ଏଥିସହିତ…

ଏମ୍‌ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍‌ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍‌ ନାପଥା କ୍ରାକର ପ୍ରକଳ୍ପ ସ୍ଥାପନ ପାଇଁ ହୋଇଥିବା ଚୁକ୍ତି ପୂର୍ବ ସରକାରଙ୍କ ସମୟରେ ଅନୁମୋଦିତ…

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ ଓ୍ବକ୍‌ଫ…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

ପ୍ରଫୁଲ୍ଲ ଘଡ଼ାଇଙ୍କ ବିସ୍ଫୋରକ ବୟାନ: ନବୀନ ସାମ୍ନାକୁ ଆସିଲେ ସବୁ ସତ…

ଭୁବନେଶ୍ୱର,୭ା୪: ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ବିଶେଷକରି ଓ୍ବକ୍‌ଫ ବିଲକୁ ନେଇ ସେ କହିଛନ୍ତି କାହିଁକି ନିଷ୍ପତ୍ତି ବଦଳିଲା, କିଏ ବଦଳାଇଲା…

ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡିର ବଦଳ ବେପାର

ଭୁବନେଶ୍ୱର,୪ା୪(ସୁନିତ୍‌ ମିଶ୍ର): ଓ୍ବକଫ୍‌ ବିଲ୍‌ ରାଜ୍ୟ ସଭାରେ ପାରିତହେବା ପୂର୍ବରୁ ବିଜେଡିର ରାଜନୈତିକ ଚରିତ୍ର ଆଉ ଥରେ ପଦାରେ ପଡ଼ିଯାଇଛି। ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଉପରେ ସକାଳବେଳା ଚାଲିଥିବା ଆଲୋଚନାରେ ଭାଗନେଇ ବିଜେଡି ଏମ୍‌ପି ମୁଜିବୁଲ୍ଲା (ମୁନ୍ନା) ଖାଁ ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri