ରାଜନୀତି

ହେଲିକପ୍ଟରରେ ନୂଆପଡ଼ା ଯିବେ ପୋଲିଂ ପାର୍ଟି

ନୂଆପଡ଼ା,୧୦ା୧୧(ମକାରୁ ବେମାଲ): ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଅନୁଷ୍ଠିତ ହେବ ନୂଆପଡ଼ା ଉପନିର୍ବାଚନ। ଏନେଇ ପୋଲିଂ ପାର୍ଟି ହେଲିକପ୍ଟରରେ ନୂଆପଡ଼ା ଯିବେ ବୋଲି ବ୍ୟବସ୍ଥା କରାଯାଇଛି। ସୁନାବେଡ଼ା ପୋଲିଂ ପାର୍ଟି ପାଇଁ ୨ଟି ସ୍ବତନ୍ତ୍ର ହେଲିକପ୍ଟର ବ୍ୟବସ୍ଥା କରାଯାଇଛି। ଏହି ହେଲିକପ୍ଟର ଗୋତମା…

ନୂଆପଡ଼ାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ଆଦିବାସୀ ପରିବାରର ତେଣୁ…

ନୂଆପଡ଼ା,୮ା୧୧(ମକାରୁ ବେମାଲ): ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍‌ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍‌ ଶୋ’ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ…

ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…

ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏହି ଅବସରରେ ନବୀନ ଖରିଆର୍‌ ରୋଡ୍‌ ଏନ୍‌ଏସି ଅଞ୍ଚଳର ଦାଗା,…

ମୋର ବିଜୟ ସୁନିଶ୍ଚିତ: ଘାସିରାମ ମାଝୀ

ନୂଆପଡ଼ା ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ସମୁଦାୟ ୧୪ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଚଳିତ ନିର୍ବାଚନକୁ ମିଶାଇ ୬ଷ୍ଠ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। କେମିତି…

ବନ୍ଦେ ମାତରମ୍‌: ପ୍ରେରଣାର ଉତ୍ସ

କ’ଣ ଗୋଟିଏ ଗୀତର ଏତେ ଶକ୍ତି ଅଛି? ଜଣେ ସଂଗ୍ରାମୀ ଏହି ଗୀତକୁ ଖୁସିରେ ଗାଇ ଗାଇ ମୃତ୍ୟୁଦଣ୍ଡ ଭୋଗିବା ପାଇଁ ଫାଶିଖୁଣ୍ଟରେ ଝୁଲିପଡ଼ିବ? କ’ଣ ଗୋଟିଏ ଗୀତର ଏତିକି ତାକତ ଅଛି, ଯାହାର ଶବ୍ଦର ପ୍ରେରଣା ନିଜ ଜୀବନକୁ ତିଳ…

ସରକାରଙ୍କୁ ନବୀନଙ୍କ କଡ଼ା ଟାର୍ଗେଟ୍‌: କହିଲେ ସେମାନେ ଗେମ୍‌ ଚେଞ୍ଜର ନୁହନ୍ତି, ନେମ୍‌ ଚେଞ୍ଜର

ଭୁବନେଶ୍ୱର/ନୂଆପଡ଼ା,୩ା୧୧: ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ଆୟୋଜିତ ଏକ ସଭାରେ ଦମ୍‌ ଦେଖାଇଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରି ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ।…

ମୋହନ ମାଝୀଙ୍କ ବ୍ଲୁ ପ୍ରିଣ୍ଟ୍‌: ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ିବେ ଅମର ପଟ୍ଟନାୟକ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୩ା୧୧: ବିଜେଡିର ପୂର୍ବତନ ରାଜ୍ୟସଭା ଏମ୍‌ପି ଅମର ପଟ୍ଟନାୟକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ି ଦେବେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଅମର ବିଜେଡି ଛାଡ଼ି ଭାଜପାରେ ସାମିଲ ହେବା ନେଇ ଆଲୋଚନା ହେଉଛି।…

ସୁଜାତା ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ, କହିଲେ ଶକ୍ତି ନାନୀ କୁଆଡ଼େ…

ଭୁବନେଶ୍ୱର,୩ା୧୧: ବିଜେଡିକୁ ପୁଣି ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ନବୀନଙ୍କ ନୂଆପଡ଼ା ଗସ୍ତ ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଲଚଲ ହୋଇଛି ରାଜନୀତି। ଶ୍ରୀମୟୀ ବିଜେଡିକୁ ଟାଇଟନିକ୍‌ ପରି ସମ୍ପୂର୍ଣ୍ଣ ବୁଡ଼ାଇବା ପାଇଁ ବିଶ୍ୱସ୍ତରୀୟ ଯୋଜନା କରାଯାଉଥିବା କହି ଟାର୍ଗେଟ…

‘ନୂଆପଡ଼ା ପାଇଁ ନୂଆଦିଲ୍ଲୀରେ ସରିଛି ଡିଲ୍‌’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): ନୂଆପଡ଼ା ଉପନିର୍ବାଚନ ପାଇଁ ନୂଆଦିଲ୍ଲୀରେ ଡିଲ୍‌ ହୋଇସାରିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ରବିବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି, ଗୋଟିଏ ପଟେ ଭାଜପା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

‘ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ୍‌ ଇନ୍‌ ଦ ବ୍ଲାଙ୍କସ୍‌’

ଭୁବନେଶ୍ୱର,୨୦ା୧୦: ନୂଆପଡ଼ା ଉପନିର୍ବାଚନରେ ଭାଜପାର ବୃହତ ବିଜୟ ହେବ କହିଛନ୍ତି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ରାଜନୀତି ଯେଉଁଭଳି ମୋଡ଼ ନେଉଛି ବିଜେଡି ବିଲୁପ୍ତ ହେବ। ବିଜେଡିକୁ ବଞ୍ଚାଇ ରଖିବା ପାଇଁ କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛନ୍ତି। ଆମେ ମଧ୍ୟ…

ନୂଆପଡ଼ାରେ ବଢୁଛି ତାରକାଙ୍କ ଭିଡ଼: ଆଜି ସରିବ ନାମାଙ୍କନପତ୍ର ଦାଖଲ ଅବଧି

ଭୁବନେଶ୍ୱର,୨୦ା୧୦ (ରବିନାରାୟଣ ଜେନା): ଦିନ ଯେତିକି ଗଡୁଛି, ନୂଆପଡ଼ା ଉପନିର୍ବାଚନ ସେତିକି ଉଷ୍ମ ହୋଇଚାଲିଛି। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି(ସୋମବାର) ପ୍ରାର୍ଥତ୍ପତ୍ର ଦାଖଲର ଶେଷଦିନ ରହିଛି। ଇତିମଧ୍ୟରେ ୫ ପ୍ରାର୍ଥୀ ୭ଟି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିମଧ୍ୟରେ କଂଗ୍ରେସର ବିଧାୟକ ପ୍ରାର୍ଥୀ…

୩ ନମ୍ବର ହେଲେ ସରିଲା: ଆଜି ସ୍ନେହାଙ୍ଗିନୀଙ୍କ ପ୍ରାର୍ଥତ୍ପତ୍ର ଦାଖଲ

ଭୁବନେଶ୍ୱର, ୧୯।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ୩ ଦଳର ଅଧିକାଂଶ ନେତା ସେଠାରେ ପହଞ୍ଚି ସାରିଛନ୍ତି। ଶନିବାର ଭାଜପାରୁ ପ୍ରାର୍ଥୀ ହୋଇଥିବା ଜୟ ଢୋଲକିଆ ଏବଂ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମାଙ୍କନ ଦାଖଲ ସରିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?