ରାଜ୍ୟ ସଭାକୁ କିଏ ଯିବେ? ଏହି ନେତାଙ୍କ ନାଁକୁ ନେଇ ଚାଲିଛି ଜୋର୍ଦାର ଚର୍ଚ୍ଚା
ଭୁବନେଶ୍ୱର,୭ା୮: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ...
ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ
ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି।...
ସାମ୍ନାକୁ ଆସିଲା ସତ, କିଏ ହେବେ ନୀତୀଶଙ୍କ ଉତ୍ତରାଧିକାରୀ କହୁକହୁ କହିଦେଲେ ଏହି ନେତା
ପାଟ୍ନା,୨ା୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଉତ୍ତରାଧିକାରୀ ଚୟନ କରିଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ବେଶ୍ ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଜଣେ ଆଇଏଏସ୍ ଅଧିକାରୀଙ୍କ ନାମ ମଧ୍ୟ ଚର୍ଚ୍ଚାକୁ ଆସିଛି। ସେ ଚାକିରି ଛାଡ଼ି ଜୁଲାଇରେ ନୀତୀଶ...
‘ଆମ ଦେଶକୁ ବୁଢ଼ା ରାଜନେତା କରୁଛନ୍ତି ଶାସନ’
ନୂଆଦିଲ୍ଲୀ,୧ା୮: ଆମ ଆଦ୍ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍ପି ରାଘବ ଚଢ଼ା ଗୁରୁବାର ରାଜ୍ୟ ସଭାରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଯେଉଁ ପ୍ରସଙ୍ଗ ଉପରେ କହିବାକୁ ଚାହୁଁଛି ତାହା ମୋ’ ହୃଦୟର କଥା। ରାଜନୀତିରେ...
ରାଜ୍ୟ ସଭାରେ ଏହି ବଡ଼ ଦାବି କଲେ ରାଘବ ଚଢ଼ା, କହିଲେ ନିର୍ବାଚନ ଲଢ଼ିବାର ବୟସକୁ…
ନୂଆଦିଲ୍ଲୀ,୧ା୮: ଆମ ଆଦ୍ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍ପି ରାଘବ ଚଢ଼ା ଗୁରୁବାର ରାଜ୍ୟ ସଭାରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଯେଉଁ ପ୍ରସଙ୍ଗ ଉପରେ କହିବାକୁ ଚାହୁଁଛି ତାହା ମୋ’ ହୃଦୟର କଥା। ରାଜନୀତିରେ...
ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍ ସ୍ଥିର କରିବ ଭାଜପା
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ...
ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା
ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍ରେ ନିର୍ବାଚିତ ହୋଇଥିଲେ।...
କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍
କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ...
ଥିଲେ ୩ ବାପି, ଆସିଲେନି ବସନ୍ତ
ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ...
ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ...
ଯିଏ ଅଣଓଡ଼ିଆଙ୍କ କଣ୍ଟ୍ରୋଲରେ ଥିଲେ ସିଏ ଆମକୁ ଓଡ଼ିଆ ‘ଅସ୍ମିତା’ ଶିଖାଉଛନ୍ତି: ଭାଜପା
ଭୁବନେଶ୍ୱର, ୨୩।୭: ଦୀର୍ଘ ୨୫ ବର୍ଷ ପରେ ବିରୋଧୀ ଆସନକୁ ଆସିଥିବା ବିଜେଡି ବିଧାନସଭାରେ ହଙ୍ଗାମା କରୁଥିବା ଦେଖାଯାଇଛି। ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ବିଜେଡି ମୁଖ୍ୟମନ୍ତ୍ରୀ...
ବସିଲା ଭାଜପାର ରାଜ୍ୟ ପଦାଧିକାରୀ ବୈଠକ
ପୁରୀ,୧୯ା୭: ଶୁକ୍ରବାର ପୁରୀରେ ଭାଜପାର ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି। ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ବସିଥିବା ଜଣାପଡ଼ିଛି। ଉକ୍ତ ବୈଠକରେ ରାଜ୍ୟ ଭାଜପାର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି। ରାଜ୍ୟ ସଂଗଠନ ସାଧାରଣ...
Archives


