ରାଜନୀତି

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି। ଠିକ୍‌ ଢଙ୍ଗରେ ଘଟଣାର ତଦନ୍ତ ହେବାର…

ଆଜି ଆସିବେ ରାହୁଲ, ଖାର୍ଗେ

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ଯୋଗଦେବେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି.…

ଓଡ଼ିଶା ଆସୁଛନ୍ତି ରାହୁଲ, କଂଗ୍ରେସକୁ ବଳ ଦେବ ରାହୁଲଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୯ା୭(ରବିନାରାୟଣ ଜେନା): ଓଡ଼ିଶା ପ୍ରଦେଶ କଂଗ୍ରେସର ମଙ୍ଗ ଭକ୍ତ ଚରଣ ଦାସ ଧରିବା ପରେ ଶୀଥିଳ ହୋଇପଡ଼ିଥିବା କଂଗ୍ରେସ ସଙ୍ଗଠନ ଏବେ ସକ୍ରିୟ। ଭକ୍ତଙ୍କ ଆହ୍ବାନରେ କଂଗ୍ରେସ କର୍ମୀ ଏକତ୍ରିତ ହୋଇଉଠୁଥିବାବେଳେ ଚଳିତମାସ ୧୧ରେ ଲୋକ ସଭାର ବିରୋଧୀଦଳ ନେତା ରାହୁଲ…

କିଛି ସମର୍ଥନ, କିଛି ବିରୋଧ

ନୂଆଦିଲ୍ଲୀ,୭ା୭: ଲୋକ ସଭା ନିର୍ବାଚନ ସହ ରାଜ୍ୟ ବିଧାନସଭାଗୁଡ଼ିକର ଭୋଟ ଏକସଙ୍ଗେ କରାଇବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଭାରତର ୩ ଜଣ ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) କିଛି ସମର୍ଥନ କରିଥିବାବେଳେ ଏଥିରେ ଥିବା କେତେକ ପ୍ରସଙ୍ଗକୁ ବିରୋଧ ମଧ୍ୟ…

ଶରଧାବାଲି ଦଳାଚକଟାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ କହିଲେ ସରକାର ବାକ୍ୟ ବୀର ନ ହୋଇ…

ଭୁବନେଶ୍ୱର,୩୦ା୬: ପୁରୀ ଶରଧାବାଲିରେ ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ସରକାର ବାକ୍ୟ ବୀର, କର୍ମ ବୀର ନୁହନ୍ତି। ରଥଯାତ୍ରାରେ ସମ୍ପୂର୍ଣ୍ଣ ତ୍ରୁଟି ହୋଇଛି। ଜିଲାପାଳ…

ରଥଟଣା ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଆଙ୍ଗୁଳି…

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ କରିବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଏହି ଦଳର ଯୁବ ଓ ଛାତ୍ର ସଂଗଠନ…

ମାଟିମନସ୍କ ମହାମହିମ : ଏକ ଅନବଦ୍ୟ ଜୀବନଯାତ୍ରା

ସତରେ କ’ଣ ମାଟିଠୁ ଆକାଶ ଯାଏ ସେତୁ ବାନ୍ଧି ହୁଏ! ସତରେ କ’ଣ ମାଟି ଉପରେ ପାଦ ଥାପି ଆକାଶକୁ ହାତ ମୁଠାରେ ତୋଳି ଧରିହୁଏ! ମାଟିଠୁ ଆକାଶ ପର୍ଯ୍ୟନ୍ତ- ଏ କାହାଣୀ ଏକ ଅଭୂତପୂର୍ବ ଓ ଅନବଦ୍ୟ ଯାତ୍ରାର, ଯାହାର…

ଗରିବ ଆଦିବାସୀ, ନାରୀ ସୁରକ୍ଷା ଦେବାରେ ସରକାର ବିଫଳ: ଜୟଦେବ

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସାରା ରାଜ୍ୟରେ ବର୍ତ୍ତମାନ ଆଦିବାସୀ ଓ ନାରୀମାନଙ୍କର ନିର୍ଯାତନା ଦିନକୁ ଦିନ ବଢୁଛି। ଗୋଟିଏ ଦିନରେ ଚାରି ୪ଟି ଗଣବଳାତ୍କାର ଓ ହତ୍ୟା ଘଟଣା ଘଟିଛି। ଅପରାଧୀମାନଙ୍କୁ ଏହି ସରକାର ସୁରକ୍ଷା ଦେଉଛି। ରାଜ୍ୟରେ ମୋହନ ସରକାର…

ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବୀଣାପାଣି: ବିଜୟ ପରେ ବିଜେଡି ଛାଡ଼ି ଭାଜପାରେ ଦେଲେ ଯୋଗ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାଧ୍ୟକ୍ଷା ପାଇଁ ବୁଧବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପନିର୍ବାଚନ ବ୍ଲକସଭା ଗୃହରେ ଅନୁଷ୍ଠିତ ହୋଇଛି। ଏଥିରେ ପାଟଣା ବ୍ଲକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଏକ ମାତ୍ର ପ୍ରାର୍ଥୀ ଭାବରେ…

ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ନବୀନ, କହିଲେ ଯାହା ୨୪ ବର୍ଷରେ ଦେଖିବାକୁ ମିଳି ନ ଥିଲା ତାହା…

ଭୁବନେଶ୍ୱର,୧୫ା୬: ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳି ନ ଥିଲା ତାହା ଏବେ ଅସ୍ତବ୍ୟସ୍ତ କଲାଣି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକରେ…

ଅନନ୍ୟା ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?