୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ
ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ସମସ୍ତ…
ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…
ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ ପଦ୍ମ ଧରିଛନ୍ତି। ତାଙ୍କ ସହିତ ବିଜେଡିର ସୁବାସିନୀ ସାହୁ ମଧ୍ୟ ଆଜି ଭାଜପାରେ…
ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ
ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ ବିଜେଡିର ମଙ୍ଗ ସମ୍ଭାଳିବେ ବୋଲି ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ଶୁକ୍ରବାର ଶଙ୍ଖ…
ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…
ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ…
ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା
ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡିରେ ଆଜି ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ…
ପ୍ରଧାନମନ୍ତ୍ରୀ ମୋ’ ଗାଁକୁ ଆସିଥିବାରୁ କୃତଜ୍ଞ: ରାଷ୍ଟ୍ରପତି
ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ନିଜ ଶାଶୁଘର ଗାଁ ମୟୂରଭଞ୍ଜ ଜିଲାର ପାହାଡ଼ପୁର ଅଛନ୍ତି। ଏଠାରେ ଆଜି ଆସି ମଧ୍ୟ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସଭାରେ ରାଷ୍ଟ୍ରପତି କହିଛନ୍ତି, ପ୍ରଧାନମନ୍ତ୍ରୀ…
ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’
ଭୁବନେଶ୍ୱର,୨୦।୬(ସୁନିତ୍ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି, ତିଖିରୀ ଗ୍ରାମପଞ୍ଚାୟତର ସୋସିଆଲ ଅଡିଟ୍ କରିବା ପାଇଁ ଓଡ଼ିଶା ମୁଖ୍ୟ ଶାସନ ସଚିବ…
ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ
ଭୁବନେଶ୍ୱର,୧୯।୬(ସୁନିତ୍ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି। ନବୀନ ତାଙ୍କ…
ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…
ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ ନାୟକ। ସେ କହିଛନ୍ତି, ସାନ ଭଉଣୀ ଚାମେଲି ବିରୋଧୀ ଦଳର ଷଡ଼ଯନ୍ତ୍ରର ଶିକାର…
ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…
ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ ବିଷୟରେ କହିଛନ୍ତି। ସେ କହିଛନ୍ତି, ବିଜେଡିର ଓଭର କନ୍ଫିଡେନ୍ସରୁ ହାରିଛି। ଆମେ ଭାବିଥିଲୁ…
ଚିହ୍ନ ବଦଳିଲା, ହେଲେ ଗାଡ଼ି ନମ୍ବର ବଦଳିଲା ନାହିଁ
ଧର୍ମଶାଳା,୫ା୬(ଶିବ ପ୍ରସାଦ ମହାନ୍ତି): ରାଜନୀତିରେ ରାଜନେତାମାନେ ନିଜର ଦବଦବା ଦେଖାଇ ଥାଆନ୍ତି। ରାଜ ଉଆସ ପରି ଘର ସାଙ୍ଗକୁ ନାମୀଦାମୀ ଅନେକ ଗାଡ଼ି ମଧ୍ୟ ବ୍ୟବହାର କରିଥାନ୍ତି ସବୁଠୁ ବଡ଼ କଥା ନେତାମାନେ ଚଏସ୍ ନମ୍ବର ସହ ସବୁ ଗାଡ଼ିର ନମ୍ବରଗୁଡ଼ିକ…
ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…
କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…

