ରାଜନୀତି

ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ…

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା…

ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି…

ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ କହିଛନ୍ତି…

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍‌ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ ଡାକି…

ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ…

ସହିବା ସୀମା ଟପିଗଲାଣି, ଏଥର ସାରା ଓଡ଼ିଶା ଜଳିବ

ପାରାଦୀପ,୧୬।୯(ଶରତ ରାଉତ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାରାଦୀପ ବିଜେଡି ମଧ୍ୟରେ ଚାଲିଥିବା ଶୀତଳ ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ଓ ବର୍ତ୍ତମାନ ପାରାଦୀପ ନଗର ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ…

‘ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି, ଏହା ଆମକୁ ଅଧିକ ଶକ୍ତିଶାଳୀ କରିବ’: ନବୀନ

ଭୁବନେଶ୍ୱର,୧୧।୯: ବୁଧବାର ଅନୁଷ୍ଠିତ ବିଜୁ ଜନତା ଯୁବ ଦଳର ବୈଠକରେ ଦଳ ଛାଡୁଥିବା ନେତାମାନଙ୍କୁ କଟାକ୍ଷ କରିଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ। ନିକଟରେ ଦଳର ଦୁଇ ରାଜ୍ୟ ସଭା ଏମପି ମମତା ମହାନ୍ତ ଏବଂ ସୁଜିତ କୁମାର ଦଳ ଛାଡିବା…

ହରିୟାଣା ବିଧାନସଭା ନିର୍ବାଚନ ନେଇ ପ୍ରକାଶ ପାଇଲା ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ମୁଖ୍ୟମନ୍ତ୍ରୀଙ୍କ ଆସନ ପରିବର୍ତ୍ତନ

ଚଣ୍ଡୀଗଡ଼,୪ା୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ତା’ର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୬୭ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ମୁଖ୍ୟମନ୍ତ୍ରୀ ନାଏବ ସିଂ ସନିଙ୍କ ଆସନ ପରିବର୍ତ୍ତନ କରାଯାଇଛି। ସେ ଲାଡଓ୍ବା ଆସନରୁ…

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା…

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା ଦେବୁ…

ଲୋକମାନେ ନିର୍ବାଚିତ କରିଛନ୍ତି ତାଙ୍କ କଥା ବୁଝିବା ପାଇଁ, ଅଭିଯୋଗ ଆସିଲେ…

କଟକ,୪ା୯: କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ବୁଧବାର ବିଧାନସଭା ଅଧିବେଶନ ସରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସାମ୍ନାରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ଅଭିଯୋଗ ଆସିଲେ, ଲୋକେ ହଇରାଣ ହେଲେ ମୁଁ ସବୁ ଅଫିସରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri