‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍ଡିଏ ସରକାର’
ରାଞ୍ଚି,୧୦ା୧୧: ଏନ୍ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ ସଭାକୁ…
ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ
କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୮,୦୦୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସୋଫିଆ ୫୩,୩୩୯ ଖଣ୍ଡ ଭୋଟ ପାଇଥିବା…
ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍ପିଙ୍କ ବୟାନ…
ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍ପି ରବୀନ୍ଦ୍ର ନାରାୟଣ ବେହେରା ବଡ଼ ବୟାନ ଦେଇଛନ୍ତି। ଯାଜପୁରରୁ ପ୍ରକ୍ରିୟା ଆରମ୍ଭ ହେଲା, ୨୦୨୯ ନିର୍ବାଚନ ବେଳକୁ…
ଆଜି ଓଡ଼ିଶା ଆସିବେ ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ, ନିଆଯିବ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୪ା୧୧: ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ ସୋମବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି କାହାକୁ କରାଯିବା ଦରକାର ସେନେଇ ରିପୋର୍ଟ ସଂଗ୍ରହ କରିବାକୁ ଅଖିଳ ଭାରତ କଂଗ୍ରେସ…
ଅଧିକ ଭୋଟ୍ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…
ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି। ଏହି…
ମନ କଥା କହିଦେଲେ ତାରା, ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା
ଭୁବନେଶ୍ୱର,୩ା୧୧: ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା ବୋଲି ରବିବାର କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ଭାଜପା କହୁଛି ବିଜେଡିରୁ ୪୦ ପଳେଇ ଆସିବେ, ବିଜେଡି କହୁଛି ଭାଜପାରୁ ୩୦ ଆସିବେ। ଏସବୁ ମିଛ, ଖାଲି ମିଡିଆରେ ନାଁ ବାହାରିବା ପାଇଁ…
‘ମୁନ୍ନା ଖାଁ ଦିନରେ ସ୍ବପ୍ନରେ ଦେଖୁଛନ୍ତି, ଆଗାମୀ ଦଶନ୍ଧି ଯାଏ କ୍ଷମତାକୁ ଆସିବନି ବିଜେଡି’
ଭୁବନେଶ୍ୱର,୩ା୧୧: ବିଜେଡି ଖୁବ୍ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ…
‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍ଶୀଘ୍ର ଫେରିବ ବିଜେଡି ସରକାର’
ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା…
ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅଧୀନ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ କେ. ଅନିଲ କୁମାର ବିଜୟୀ ହୋଇ ପ୍ରଥମ ଥର ପାଇଁ ବିଧାୟକ ହୋଇଛନ୍ତି। ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରମେଶ…
ଦୁର୍ଦ୍ଦିନ ବି କେଡ଼େ ଦୁଃଖଦାୟକ
ଭୁବନେଶ୍ୱର, ୨୫।୧୦(ସୁନିତ୍ ମିଶ୍ର): ବିଜେଡି ଗତ ଅକ୍ଟୋବର ୯ ରୁ ତା’ର ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ହେଲେ ଗତ ୨୪ ବର୍ଷ ଭିତରେ ଯେପରି ଦଳର ନେତା ଓ କର୍ମୀମାନେ ଏହି କାର୍ଯ୍ୟକୁ ଉତ୍ସାହ ସହକାରେ କରିଆସୁଥିଲେ ବର୍ତ୍ତମାନ କିନ୍ତୁ…
ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…
କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର ବହୁ…
ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍ସନ୍, ଆସନ ବଣ୍ଟନକୁ ନେଇ ଚାଲିଛି…
ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା (ୟୁବିଟି) ଏହା ସ୍ପଷ୍ଟ କରିସାରିଛି ଯେ, ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପଟୋଲେଙ୍କ…
Archives


