କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….
ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ...
ଜେଜେ ଥିଲେ ମୁଖ୍ୟମନ୍ତ୍ରୀ, ନାତି ହେଲେ ଉପମୁଖ୍ୟମନ୍ତ୍ରୀ: ପଶ୍ଚିମ ଓଡ଼ିଶାରେ ଖୁସିର ଲହରି
ବଲାଙ୍ଗୀର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ବୁଧବାର ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବ। ଏଥିସକାଶେ ମଙ୍ଗଳବାର ଭୁବନେଶ୍ୱରଠାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ...
ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ
ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି।...
ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ
ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା...
ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…
ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର...
ମୋହନ ମାଝୀଙ୍କ ପତ୍ନୀ କହିଲେ- ସେ ମନ୍ତ୍ରୀ ହେବେ ବୋଲି ଭାବିଥିଲି, କିନ୍ତୁ…
ଭୁବନେଶ୍ୱର,୧୧।୬: ଶିଶୁ ମନ୍ଦିରରେ ଗୁରୁଜୀ, ପରେ ଓ୍ବାର୍ଡମେମ୍ବର, ସରପଞ୍ଚ ହୋଇଥିଲେ। ଧିରେ ଧିରେ ରାଜନୀତିରେ ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ୨୦୦୦ରେ ବିଧାୟକ ହୋଇଥିଲେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ଘୋଷଣା ହେବା...
ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?ଜାଣନ୍ତୁ…
ଭୁବନେଶ୍ୱର,୧୧।୬:ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ଏହାପରଠାରୁ ମୋହନ ମାଝୀଙ୍କ ବିଷୟରେ ଜାଣିବା ଲାଗି ଲୋକଙ୍କ ମନରେ ଉତ୍କଣ୍ଠା ବଢ଼ିଛି।...
ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର
ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ...
ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ
ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ...
ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…
ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ମାରିଛି ଭାଜପା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ତେବେ ମୁଖ୍ୟମନ୍ତ୍ରୀ ଭାବେ...
କିଏ ସେ ମୋହନ ମାଝୀ? ଯିଏ ହେବାକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୧୧।୬: ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା...
ଜୟନାରାୟଣଙ୍କ ବଡ଼ ବୟାନ: ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁ ନାହୁଁ, ଏଣୁ…
ଭୁବନେଶ୍ୱର,୧୧।୬: ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ହେଲେ ଦଳର ନେତା କିଏ ହେବେ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ନାନାଦି ଚର୍ଚ୍ଚା ଗଣମାଧ୍ୟମରେ ଚାଲି ଆସୁଥିଲେ ହେଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର...
Archives


