ଭୁବନେଶ୍ୱରରେ ପହଞ୍ଚିଲେ ରାଜନାଥ-ଭୂପେନ୍ଦ୍ର ଯାଦବ, ଖୁବ୍ଶୀଘ୍ର ମୁଖ୍ୟମନ୍ତ୍ରୀ ନାମରେ ବାଜିପାରେ ମୋହର…
ଭୁବନେଶ୍ୱର,୧୧।୬: ଓଡ଼ିଶାରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଢ଼ିବାକୁ ଯାଉଛି। ବିଧାନସଭା ନିର୍ବାଚନ ୨୦୨୪ରେ ୭୮ ଆସନ ଜିତି ଭାଜପା ବହୁମତ ହାସଲ କରିଛି। ହେଲେ ଏଯାବତ ଦଳ ନିଜର ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ପଷ୍ଟ କରିନାହିଁ।...
କଂଗ୍ରେସର ବଡ଼ ଦାବି, ଏଠି ବଦଳିଯିବ ସରକାର !
ନୂଆଦିଲ୍ଲୀ, ୧୧।୬: ଲୋକସଭା ନିର୍ବାଚନ ଫଳାଫଳ ପରେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି କି, ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ପରେ ଏକନାଥ ଶିନ୍ଦେ ଗୋଷ୍ଠୀର ଶିବସେନା ଏବଂ ଅଜିତ୍ ପାୱାରଙ୍କ ଏନ୍ସିପିର ବିଧାୟକ...
ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ
ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ...
ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍ରେ ଅଛି ଏସବୁ ନାଁ
ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି।...
କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ
ଭୁବନେଶ୍ୱର,୧୧ା୬(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ...
ତୃତୀୟ କାର୍ଯ୍ୟକାଳ ପ୍ରଥମ ଫାଇଲ୍ ଦସ୍ତଖତ କରିବା ପରେ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ କିଷାନ ନିଧିର ୧୭ତମ କିସ୍ତି ରିଲିଜ୍ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରଥମ ଫାଇଲରେ ଦସ୍ତଖତ କରିଛନ୍ତି। ନରେନ୍ଦ୍ର ମୋଦି ଏହାକୁ ସୌଭାଗ୍ୟର ବିଷୟ ବୋଲି କହିଛନ୍ତି।...
ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ
ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ...
ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…
ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଏହାରି ମଧ୍ୟରେ କିଛି ପୁରୁଣା ନେତା ନିର୍ବାଚନ ଜିତିଥିବା ବେଳେ ଆଉ...
ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ
ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ...
ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର
ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ...
ଚର୍ଚ୍ଚାରେ ଆଦିବାସୀ ମହିଳା ସାବିତ୍ରୀ ଠାକୁର, ହେଲେ ଦେଶର ମନ୍ତ୍ରୀ, ଜାଣନ୍ତୁ କିଏ ?
ନୂଆଦିଲ୍ଲୀ,୧୦ା୬: ଦୁଇଥରର ଲୋକସଭା ଏମ୍ପି ତଥା ୪୬ ବର୍ଷିୟ ସାବିତ୍ରୀ ଠାକୁର ନୂଆକରି ମନ୍ତ୍ରୀ ହୋଇଛନ୍ତି । ମୋଦି ସରକାରଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଭାବେ ରବିବାର ପଦ ଏବଂ ଗୋପନୀୟତାର ଶପଥ ପାଠ କରିଛନ୍ତି । ଅନୁସୂଚିତ ଜନଜାତି...
କିଏ ହେବେ ଭାଜପାର ହାଇକମାଣ୍ଡ ? ରେସ୍ରେ ଅଛନ୍ତି…
ନୂଆଦିଲ୍ଲୀ, ୧୦ା୬: ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହିତ ସମ୍ପର୍ଣ୍ଣ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ଏପରିସ୍ଥଳେ ଭାଜପାର ଆଗାମୀ ଅଧ୍ୟକ୍ଷ ବା ହାଇକମାଣ୍ଡ କିଏ ହେବେ ସେ ନେଇ...
Archives


